୩ ବର୍ଷର ଶିଶୁ ପୁଅକୁ ଧରି ଟ୍ରେନ ଆଗକୁ ଡେଇଁଲା ମା’

୩ ବର୍ଷର ଶିଶୁ ପୁଅକୁ ଧରି ଟ୍ରେନ ଆଗକୁ ଡେଇଁଲା ମା’

ଭୁବନେଶ୍ବର : ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ନୂଆଗାଁ ରେଳ ଷ୍ଟେସନ ନିକଟରେ ଏକ ଦୁଃଖଦ ଘଟଣା ଘଟିଛି। ଆଜି ଅପରାହ୍ନ ସାଢ ଗୋଟାଏ ବେଳେ ଜଣେ ମା’ ନିଜର ୩ ବର୍ଷର ଶିଶୁପୁତ୍ର ସହ ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କରିଛି। ସଂପୃକ୍ତ ମହିଳା ଜଣକ ନିକଟରେ ଥିବା ଦୁଧହଂସା ଗାଁର ବୋଲି ଜଣାପଡ଼ିଛି। ଜିଆରପି ଉଭୟ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଆତ୍ମହତ୍ୟାର କାରଣ ସ୍ପଷ୍ଟ ହୋଇନଥିଲେ ମଧ୍ୟ ପାରିବାରିକ କହଳ କାରଣରୁ ସେ ଆତ୍ମହତ୍ୟା କରିଥାଇପାରନ୍ତି ବୋଲି ସ୍ଥାନୀୟ ଲୋକ କହୁଛନ୍ତି।

Share Now:

Kalinga News Beuro

Next Post

ବରିଷ୍ଠ ସାମ୍ବାଦିକ ତଥା ସାହିତ୍ୟିକ ବସନ୍ତ ଦାସଙ୍କ କରୋନାରେ ଦେହାନ୍ତ

Sat May 29 , 2021
ଭୁବନେଶ୍ବର: କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା। ବରିଷ୍ଠ ସାମ୍ବାଦିକ ତଥା ସାହିତ୍ୟିକ ବସନ୍ତ ଦାସଙ୍କ କରୋନାରେ ଦେହାନ୍ତ ହୋଇଛି। କିଛିଦିନ ହେଲା ସେ କିମ୍ସ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଉଭୟ ଓଡିଆ ଏବଂ ଇଂରାଜି ସାମ୍ବାଦିକତା ସହ ଓଡ଼ିଆ ସାହିତ୍ୟ କ୍ଷେତ୍ରକୁ ତାଙ୍କ ଅବଦାନ ଅତୁଳନୀୟ। ୧୯୬୫ ମସିହାରେ ଇଂରାଜୀ ପତ୍ରିକା ଇଷ୍ଟର୍ଣ୍ଣ ଟାଇମ୍ସରୁ ଆରମ୍ଭ କରିଥିଲେ ସାମ୍ବାଦିକତା ବୃତ୍ତି। କଟକରେ ରିପୋର୍ଟର ଭାବେ ଆରମ୍ଭ […]
ବରିଷ୍ଠ ସାମ୍ବାଦିକ ତଥା ସାହିତ୍ୟିକ ବସନ୍ତ ଦାସଙ୍କ କରୋନାରେ ଦେହାନ୍ତ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial