ରାଜଧାନୀରୁ ଚିହ୍ନଟ ହେଲେ ୨୨୩ଜଣ କରୋନା ଆକ୍ରାନ୍ତ

ରାଜଧାନୀରୁ କରୋନା

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରୁ ଗତ ୨୪ ଘଣ୍ଟା ମଧ୍ୟରେ ୨୨୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ କେନ୍ଦ୍ରରୁ ୪୬ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୭୭ଜଣ ରହିଛନ୍ତି। ଏଯାବତ ରାଜଧାନୀରୁ ୧୦୦୬୦୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୭୧୫୪ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। ଏବେ ବି ୨୫୯୫ଟି କରୋନା ସକ୍ରିୟ ମାମଲା ରହିଥିବା ବେଳେ ୮୩୭ଜଣଙ୍କ ଏଥିରେ ମୃତ୍ୟୁ ହୋଇଛି।

Share Now:

Kalinga News Beuro

Next Post

ସ୍ୱାଧୀନତା ଦିବସରେ ଲାଲକିଲ୍ଲାରେ ସ୍ୱତନ୍ତ୍ର ଅତିଥି ଭାବେ ଯୋଗ ଦେବେ ଅଲିମ୍ପିକ ଟିମ

Tue Aug 3 , 2021
ନୂଆଦିଲ୍ଲୀ: ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଲିମ୍ପିକରେ ଭାଗ ନେଇଥିବା ସମସ୍ତ ଭାରତୀୟ ଖେଳାଳିଙ୍କୁ ଲାଲକିଲ୍ଲାକୁ ନିମନ୍ତ୍ରଣ କରିବେ। ନିମନ୍ତ୍ରଣ ସହିତ ପ୍ରଧାନମନ୍ତ୍ରୀ ମୋଦୀ ବ୍ୟକ୍ତିଗତ ଭାବେ ସମସ୍ତ ଖେଳାଳିଙ୍କୁ ଭେଟିବେ ଏବଂ ସେମାନଙ୍କ ସହ ଆଲୋଚନା ମଧ୍ୟ କରିବେ। ଲାଲକିଲ୍ଲାକୁ ନିମନ୍ତ୍ରଣ ବ୍ୟତୀତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିଥିବା ସମସ୍ତ ଭାରତୀୟ ଅଂଶଗ୍ରହଣକାରୀଙ୍କୁ ତାଙ୍କ ବାସଭବନକୁ ମଧ୍ୟ ନିମନ୍ତ୍ରଣ କରିବେ। ସୂଚନା ଥାଉ […]
ଅଲିମ୍ପିକ ଟିମ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial