ଗୋଟିଏ ଦିନରେ ୬ ନେତାଙ୍କୁ ଦଳରୁ ନିଲମ୍ବନ କଲା ବିଜେଡି

୬ ନେତାଙ୍କୁ ଦଳରୁ ନିଲମ୍ବନ କଲା ବିଜେଡି

ଭୁବନେଶ୍ୱର: ଗୋଟିଏ ଦିନରେ ୬ ଜଣ ନେତାଙ୍କୁ ଦଳରୁ ନିଲମ୍ବନ କଲା ବିଜେଡି। ଆଜି ଯେଉଁ ନେତାମାନେ ନିଲମ୍ବିତ ହୋଇଛନ୍ତି, ସେମାନେ ହେଲେ, ଭୁବନେଶ୍ୱର ସାଂଗଠନିକ ଜିଲ୍ଲାର ସଂପାଦକ ସ୍ଵାକ୍ଷର ରଂଜନ ମହାନ୍ତି, ରଶ୍ମିରଂଜନ ଜେନା, ଅଶୋକ ରାଜ, ମହିଳା ଶାଖା ଉପସଭାପତି ଝରଣା ମଲ୍ଲିକ, ସଂପାଦିକା ବୀଣାପାଣି ଦାସ ଓ କାର୍ଯ୍ୟକାରିଣୀ ସଦସ୍ୟା ଜୟନ୍ତୀ ବେହେରା।

Share Now:

Kalinga News Beuro

Next Post

ଉତ୍ତରପ୍ରଦେଶରେ ନୂତନ ସରକାର ଗଠନ ପୂର୍ବରୁ ବୈଠକ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

Sun Mar 20 , 2022
ଲକ୍ଷ୍ନୌ: ଉତ୍ତରପ୍ରଦେଶରେ ନୂତନ ସରକାର ଗଠନ ପୂର୍ବରୁ ବୈଠକ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାସଭବନରେ ଉତ୍ତରପ୍ରଦେଶରେ ନୂତନ ସରକାର ଗଠନ ନେଇ ବୈଠକ ଆରମ୍ଭ ହୋଇଥିବା ଜଣାପଡ଼ିଛି। ସୂଚନାନୁସାରେ, ମାର୍ଚ୍ଚ ୨୪ ରେ ୟୁପିରେ ବିଜେପି ବିଧାୟକ ଦଳର ଏକ ବୈଠକ ଅନୁଷ୍ଠିତ ହେବ ଯେଉଁଥିରେ ଯୋଗୀ ଆଦିତ୍ୟନାଥ ମୁଖ୍ୟମନ୍ତ୍ରୀ ଭାବରେ ନିର୍ବାଚିତ ହେବେ। ତେବେ ଉପମୁଖ୍ୟମନ୍ତ୍ରୀ ଏବଂ ଅନ୍ୟ ମନ୍ତ୍ରୀଙ୍କ ସମ୍ପର୍କରେ […]
ଉତ୍ତରପ୍ରଦେଶରେ ନୂତନ ସରକାର ଗଠନ ପୂର୍ବରୁ ବୈଠକ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial