ଆଜି ରାଜ୍ୟରୁ ଚିହ୍ନଟ ହେଲେ ୨୨୪ଜଣ କରୋନା ଆକ୍ରାନ୍ତ

ଆଜି ରାଜ୍ୟରେ ପୁଣି ୧୧୪ଜଣ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ୨୨୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ କରି ସୂଚନା ଦେଇଛି। ଆଜି ସୁନ୍ଦରଗଡ଼ରୁ ୪୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳରୁ ୨୮ଜଣ, ଝାରସୁଗୁଡ଼ାରୁ ୧୮ଜଣ, ବରଗଡ଼ରୁ ୧୬ଜଣ, ସମ୍ବଲପୁରରୁ ୧୫ଜଣ, ବାଲେଶ୍ବରରୁ ୧୪ଜଣ, ଯାଜପୁରରୁ ୧୪ଜଣ, ଖୋର୍ଦ୍ଧାରୁ ୧୪ଜଣ, କୋରାପୁଟରୁ ୧୦ଜଣ, ପୁରୀରୁ ୧୦ଜଣ, ନୂଆପଡ଼ାରୁ ୬ଜଣ, ଗଞ୍ଜାମରୁ ୪ଜଣ ଲେଖାଏଁ କରୋନା ଆକ୍ରାନ୍ତ ଆଜି ଚିହ୍ନଟ ହୋଇଛନ୍ତି। କଳାହାଣ୍ଡିରୁ ୪ଜଣ, ବଲାଙ୍ଗୀରରୁ ୩ଜଣ, ଜଗତସିଂହପୁରରୁ ୩ଜଣ, କେନ୍ଦୁଝରରୁ ୩ଜଣ, ସୁବର୍ଣ୍ଣପୁରରୁ ୩ଜଣ, କଟକରୁ ୨ଜଣ, ଦେବଗଡ଼ରୁ ୨ଜଣ, ଗଜପତିରୁ ୨ଜଣ, ମୟୁରଭଞ୍ଜରୁ ୨ଜଣ, ରାୟଗଡ଼ାରୁ ୨ଜଣ, ଭଦ୍ରକରୁ ଜଣେ, ମାଲକାନଗିରିରୁ ଜଣେ, ନୟାଗଡ଼ରୁ ଜଣେ ଓ ଷ୍ଟେଟପୁଲରୁ ୩ଜଣ ଲେଖାଏଁ କରୋନା ଆକ୍ରାନ୍ତ ଆଜି ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଏଯାବତ ୩୩୦୫୪୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାରକଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

Share Now:

Kalinga News Beuro

Next Post

ବିଶିଷ୍ଟ କଣ୍ଠଶିଳ୍ପୀ ନରେନ୍ଦ୍ର ଚଞ୍ଚଲଙ୍କ ୮୦ ବର୍ଷ ବୟସରେ ପରଲୋକ

Fri Jan 22 , 2021
ନୂଆଦିଲ୍ଲୀ: ଜଣାଶୁଣା କଣ୍ଠଶିଳ୍ପୀ ନରେନ୍ଦ୍ର ଚଞ୍ଚଲ ୮୦ ବର୍ଷ ବୟସରେ ଦିଲ୍ଲୀରେ ଦେହତ୍ୟାଗ କରିଛନ୍ତି । ଭଜନ ଏବଂ ଆଧ୍ୟାତ୍ମିକ ଭାବାପନ୍ନ ସଂଗୀତ ପାଇଁ ପରିଚିତ ଥିବା ନରେନ୍ଦ୍ର ଅସୁସ୍ଥ ହୋଇ ଚିକିତ୍ସା ପାଇଁ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ। ଆଜି ମଧ୍ୟାହ୍ନ ୧୨ଟା ସମୟରେ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି। ପଞ୍ଜାବର ଏକ ଧାର୍ମିକ ପରିବାରରେ ଜନ୍ମଗ୍ରହଣ କରିଥିବା ନରେନ୍ଦ୍ର ଚଞ୍ଚଲ ପ୍ରଥମେ ରାଜ କପୁରଙ୍କ ‘ବବି’ […]
ଗାୟକ ନରେନ୍ଦ୍ର ଚଞ୍ଚଲ ଆଉ ନାହାନ୍ତି

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial