ଲକ୍ଷ୍ନୌ : ଲକ୍ଷ୍ନୌର ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀ ଏକାନା କ୍ରିକେଟ ଷ୍ଟାଡିୟମଠାରେ ଚାଲିଥିବା ଭାରତ ଶ୍ରୀଲଙ୍କା ପ୍ରଥମ ଟି-୨୦ରେ ଭାରତ ଶ୍ରୀଲଙ୍କା ଆଗରେ ୨୦୦ ରନର ବିଜୟ ଲକ୍ଷ୍ୟ ରଖିଛି। ଏହି ମ୍ୟାଚରେ ଶ୍ରୀଲଙ୍କା ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରିଥିବା ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୨ଟି ଓ୍ବିକେଟ ହରାଇ ୧୯୯ ରନ କରିଥିଲା। ଓପନର ଇଶାନ କିଷନ […]

କୋଲକାତା : କୋଲକାତାର ଇଡେନ ଗାର୍ଡେନ୍ସଠାରେ ଆଜି ଖେଳାଯାଉଥିବା ୨ୟ ଟି-୨୦ରେ ଓ୍ବେଷ୍ଟଇଣ୍ଡିଜ ଆଗରେ ୧୮୭ ରନର ବିଜୟ ଲକ୍ଷ୍ୟ ରଖିଛି ଭାରତ। ଏହି ମ୍ୟାଚରେ ଓ୍ବେଷ୍ଟଇଣ୍ଡିଜ ଟସ ଜିତି ଭାରତକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଥିଲା। ଭାରତ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୫ ଓ୍ବିକେଟ ହରାଇ ୧୮୬ ରନ କରିଥିଲା। ଭାରତୀୟ ଦଳ ଆରମ୍ଭରୁ ଇଶାନ କିଷନଙ୍କ ଓ୍ବିକେଟ ହରାଇଥିଲେ ବି ପରେ ରୋହିତ […]

ଅହମଦାବାଦ : ଅହମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମଠାରେ ଚାଲିଥିବା ଭାରତ-ଓ୍ବେଷ୍ଟଇଣ୍ଡିଜ୍ ୨ୟ ଦିନିକିଆରେ ଭାରତ ଓ୍ବେଷ୍ଟଇଣ୍ଡିଜକୁ ୪୪ ରନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ତିନିଟିକିଆ ସିରିଜରେ ୨-୦ରେ। ଭାରତ ଦ୍ବାରା ରଖାଯାଇଥିବା ୨୩୮ ରନର ବିଜୟ ଲକ୍ଷ୍ୟର ପିଛା କରିବାକୁ ଯାଇ ଇଣ୍ଡିଜ୍ ୪୬ ଓଭରରେ ୧୯୩ ରନ କରି ଅଲଆଉଟ ହୋଇଯାଇଥିଲା। ଇଣ୍ଡିଜ ପକ୍ଷରୁ ସାମାରା ବ୍ରୁକ୍ସ ସର୍ବାଧିକ ୪୪ ରନ ଓ ଅକିଲ […]

ଆଣ୍ଟିଗୁଆ : ଆଣ୍ଟିଗୁଆର ସାର ଭିଭିଆନ ରିଚାର୍ଡ୍ସ ଷ୍ଟାଡିୟମଠାରେ ଚାଲିଥିବା ୧୯ ବର୍ଷରୁ କମ ବିଶ୍ବକପର ଫାଇନାଲରେ ଇଂଲଣ୍ଡ ଭାରତ ଆଗରେ ୧୯୦ ରନର ବିଜୟ ଲକ୍ଷ୍ୟ ରଖିଛି। ପ୍ରଥମେ ବ୍ୟାଟିଂ କରି ଇଂଲଣ୍ଡ ଦଳ ୪୫ତମ ଓଭରରେ ୧୮୯ ରନ କରି ଅଲଆଉଟ ହୋଇଯାଇଥିଲା। ଏହି ମ୍ୟାଚରେ ଇଂଲଣ୍ଡ ଦଳ ଟସ ଜିତି ପ୍ରଥମେ ବ୍ୟାଟିଂ କରିଥିଲା। କିନ୍ତୁ ଦଳ ଗୁରୁତର ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଜେମ୍ସ […]

ବେଜିଂ : ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ ଆରମ୍ଭ ହୋଇଛି ବେଜିଂ ଶୀତକାଳୀନ ଅଲିମ୍ପିକ୍ସ। ବେଜିଂରେ ଥିବା ପ୍ରସିଦ୍ଧ ବାର୍ଡସ ନେଷ୍ଟ ଷ୍ଟାଡିୟମରେ ଉଦଘାଟନୀ ସମାରୋହ ଅନୁଷ୍ଠିତ ହୋଇଛି। ଏହି ଷ୍ଟାଡିୟମରେ ହିଁ ୨୦୦୮ ଅଲିମ୍ପିକ୍ସର ଉଦଘାଟନୀ ସମାରୋହ ଅନୁଷ୍ଠିତ ହୋଇଥିଲା। ଭାରତ ପକ୍ଷରୁ ଜଣେ ମାତ୍ର ଆଥଲେଟ ଏହି ଅଲିମ୍ପିକ୍ସରେ ଯୋଗ ଦେଇଛନ୍ତି। ସେ ହେଉଛନ୍ତି ଆରିଫ ଖାଁ। ସେ ହାତରେ ତ୍ରିରଙ୍ଗା ଧରି ଭାରତର ପ୍ରତିନିଧିତ୍ବ କରିଥିଲେ। ତାଙ୍କ […]

ନୂଆଦିଲ୍ଲୀ : ବେଜିଂ ଶୀତକାଳୀନ ଅଲିମ୍ପିକ୍ସକୁ ଚୀନ ରାଜନୈତିକ ଉଦ୍ଦେଶ୍ୟରେ ବ୍ୟବହାର କରୁଥିବାରୁ ପାଶ୍ଚାତ୍ୟ ଦେଶମାନେ ତାହାର କୂଟନୈତିକ ବହିଷ୍କାର କରିବାକୁ ନିଷ୍ପତ୍ତି ନେଇଛନ୍ତି। କିନ୍ତୁ ଭାରତ ଏ କ୍ଷେତ୍ରରେ ଚୀନକୁ ସମର୍ଥନ ଦେଇ ଆସିଥିଲା। କିନ୍ତୁ ଗଲଓ୍ବାନ ସଂଘର୍ଷରେ ଭାଗ ନେଇଥିବା ଜଣେ ସୈନିକଙ୍କୁ ଚୀନ ଅଲମ୍ପିକ ମସାଲ ଧରାଇବାରୁ ଭାରତ ଅସନ୍ତୋଷ ପ୍ରକାଶ କରିବା ସହ କୂଟନୈତିକ ବହିଷ୍କାର ପାଇଁ ନିଷ୍ପତ୍ତି ନେଇଛି। ଭାରତୀୟ ବୈଦେଶିକ ମନ୍ତ୍ରାଳୟର […]

ମେଲବର୍ଣ୍ଣ: ସ୍ପେନର ମହାନ ଟେନିସ୍ ଖେଳାଳି ରାଫେଲ୍ ନାଦାଲ୍ ବିଶ୍ଵର ପ୍ରଥମ ପୁରୁଷ ଟେନିସ୍ ଖେଳାଳି ଭାବେ ୨୧ଟି ଗ୍ରାଣ୍ଡ ସ୍ଲାମ୍ ଟ୍ରଫି ଜିତି ଇତିହାସ ସୃଷ୍ଟି କରିଛନ୍ତି। ସେ ଅଷ୍ଟ୍ରେଲିଆନ୍ ଓପନର ଫାଇନାଲ ମ୍ୟାଚରେ ରୁଷୀୟ ଟେନିସ ଖେଳାଳି ଡାନିଏଲ୍ ମେଦଭେଦବଙ୍କୁ ଏକ ସଂଘର୍ଷମୟ ମୁକାବିଲାରେ ୨-୬, ୬-୭, ୬-୪, ୬-୪, ୬-୪ ସେଟରେ ହରାଇ ଚମ୍ପିଆନ୍ ହୋଇଛନ୍ତି। ଏହା ନାଦାଲଙ୍କ କ୍ୟାରିଅରର ଦ୍ଵିତୀୟ ଅଷ୍ଟ୍ରେଲିଆନ୍ ଓପନ୍ ଟାଇଟେଲ। […]

ନୂଆଦିଲ୍ଲୀ: ଟେଷ୍ଟ ମ୍ୟାଚରେ ବିରାଟଙ୍କ ସ୍ଥାନ ନେଇପାରନ୍ତି ଉପ-ଅଧିନାୟକ ଯଶପ୍ରୀତ ବୁମରା। ଟେଷ୍ଟ୍‌ କ୍ରିକେଟ୍‌ରେ ଭାରତର ପରବର୍ତ୍ତୀ ମ୍ୟାଚ୍‌ ପାଇଁ ଯଶପ୍ରୀତ ବୁମରାଙ୍କୁ ଅଧିନାୟକ ପଦ ମିଳିପାରେ ବୋଲି ଚର୍ଚ୍ଚା ହେଉଛି। ତେବେ ବିରାଟଙ୍କ ଅଧିନାୟକ ପଦ ଛାଡ଼ିବା ଉପ‌ରେ ଏବଂ କିଏ ଏବେ ତାଙ୍କ ସ୍ଥାନ ନେବେ ସେ ସବୁ ପ୍ରଶ୍ନର ଉତ୍ତର ରଖିଛନ୍ତି ବୁମରା। ଆଜି ଅପରାହ୍ନରେ ଟିମ୍ ଇଣ୍ଡିଆର ଉପ-ଅଧିନାୟକ ଜସପ୍ରୀତ ବୁମରା ସାମ୍ବାଦିକ ସମ୍ମିଳନୀକୁ […]

ଜୋହାନେସବର୍ଗ : ଜୋହାନେସବର୍ଗର ଓ୍ବାଣ୍ଡରର୍ସ ଷ୍ଟାଡିୟମଠାରେ ଖେଳାଯାଇଥିବା ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ଭାରତକୁ ୭ ଓ୍ବିକେଟରେ ପରାସ୍ତ କରିଛି। ଏହି ବିଜୟ ସହ ସିରିଜ ୧-୧ ସ୍ତରକୁ ଆସିଯାଇଛି । ବିଜୟ ପାଇଁ ଭାରତ ପକ୍ଷରୁ ଦକ୍ଷିଣ ଆଫ୍ରିକା ଆଗରେ ୨୪୦ ରନର ବିଜୟ ଲକ୍ଷ୍ୟ ରଖାଯାଇଥିବାବେଳେ ଦକ୍ଷିଣ ଆଫ୍ରିକା ବର୍ଷା ବାଧାପ୍ରାପ୍ତ ମ୍ୟାଚର ୪ର୍ଥ ଦିନରେ ମାତ୍ର ୩ ଓ୍ବିକେଟ ହରାଇ ବିଜୟ ଲକ୍ଷ୍ୟ ହାସଲ କରିନେଇଥିଲା। […]

ମୁମ୍ବାଇ : ଭାରତୀୟ ଟେଷ୍ଟ ଦଳର ଅଧିନାୟକ ତଥା ତାରକା ବ୍ୟାଟ୍ସମ୍ୟାନ ବିରାଟ କୋହଲି ଓ ବିସିସିଆଇ ମଧ୍ୟରେ ବିବାଦ ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି। ସେ କହିଛନ୍ତି ଯେ ଏ ନେଇ ସବୁକଥା ବିସିସିଆଇ ବୁଝିବ। କୋହଲିଙ୍କ ବିସ୍ଫୋରକ ସାମ୍ବାଦିକ ସମ୍ମିଳନୀ ପ୍ରସଙ୍ଗରେ ସାମ୍ବାଦିକମାନେ ପ୍ରତିକ୍ରିୟା ଜାଣିବାକୁ ଚାହିଁବାରୁ ଗାଙ୍ଗୁଲି କହିଥିଲେ ଯେ ଏ ସମ୍ପର୍କରେ ତାଙ୍କର କିଛି କହିବାକୁ ନାହିଁ। ଏ କଥା […]

Social media & sharing icons powered by UltimatelySocial