ଭବାନୀପାଟଣା: ବିଜେଡିର ପୂର୍ବତନ ବିଧାୟକ ବଳଭଦ୍ର ମାଝୀ ଆଜି ବିଧିବଦ୍ଧ ଭାବେ କଂଗ୍ରେସରେ ଯୋଗ ଦେଇଛନ୍ତି। କଳାହାଣ୍ଡି ଜିଲ୍ଲା ସଦର ମହକୁମା ଭବାନୀପାଟଣାରେ ଆଜି ଆୟୋଜିତ କଂଗ୍ରେସର ମିଶ୍ରଣ ପର୍ବରେ ସମର୍ଥକଙ୍କ ସହ ବଳଭଦ୍ର ମାଝୀ ହାତ ଧରିଛନ୍ତି। ଏଥିଲାଗି ଆୟୋଜିତ ମିଶ୍ରଣ ପର୍ବରେ ପିସିସି ସଭାପତି ଶରତ ପଟ୍ଟନାୟକ, କଂଗ୍ରେସ ପ୍ରଭାରୀ ଅଜୟ କୁମାର, ବରିଷ୍ଠ କଂଗ୍ରେସ ନେତା ଭକ୍ତ ଦାସ, ବିଧାୟକ ସନ୍ତୋଷ ସିଂ ସାଲୁଜା, ଅଧିରାଜ […]

ଭୁବନେଶ୍ୱର: କଟକ ବାରବାଟୀ ବିଧାୟକ ମହମ୍ମଦ ମୋକିମ୍, ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ ଓ ପୂର୍ବତନ ବିଧାୟକ କୃଷ୍ଣ ସଗରିଆଙ୍କ ଉପରୁ ନିଲମ୍ବନ ହଟିଲା। ଏହି ନିଲମ୍ବିତ ନେତା କଂଗ୍ରେସ ଦଳକୁ କଂଗ୍ରେସ ଫେରିଲେ। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଅଜୟ କୁମାର ତିନି ନେତାଙ୍କ ନିଲମ୍ବନ ପ୍ରତ୍ୟାହାର ସଂପର୍କରେ ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, ପ୍ରଭାରୀ ଦାୟିତ୍ୱ ନେବା ପରେ ଦ୍ଵିତୀୟ ଥର ଲାଗି ଓଡ଼ିଶାକୁ ଆସିଛନ୍ତି କଂଗ୍ରେସ ପ୍ରଭାରୀ […]

ନୂଆଦିଲ୍ଲୀ: ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ର ବିଚାରକୁ ଆମେ ବିରୋଧ କରୁଛୁ ବୋଲି କଂଗ୍ରେସ ମୁଖ୍ୟ ମଲ୍ଲିକାର୍ଜୁନ ଖଡଗେ କହିଛନ୍ତି। ମଲ୍ଲିକାର୍ଜୁନ ଖଡଗେ କହିଛନ୍ତି ଯେ ଏହି ଧାରଣାକୁ ଅଣଦେଖା କରାଯିବା ଉଚିତ ଏବଂ ହାଇପାୱାର କମିଟିକୁ ଭଙ୍ଗ କରାଯିବା ଉଚିତ୍। ଏ ନେଇ ମଲ୍ଲିକାର୍ଜୁନ ଖଡଗେ ‘ଏକ ଦେଶ ଏକ ନିର୍ବାଚନ’ ପାଇଁ ଉଚ୍ଚସ୍ତରୀୟ କମିଟିର ସଚିବଙ୍କୁ ଚିଠି ଲେଖିଛନ୍ତି। ସେ ତାଙ୍କ ଚିଠିରେ ଲେଖିଛନ୍ତି ଯେ କଂଗ୍ରେସ […]

କଳାହାଣ୍ଡି: ସମ୍ଭବତଃ ଜୀବନର ଶେଷ ନିର୍ବାଚନ ଲଢିପାରନ୍ତି ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଭକ୍ତ ଦାସ। କଳାହାଣ୍ଡି ଭବାନୀପାଟଣାରେ ଆୟୋଜିତ ସାଧାରଣ ସଭାରେ ସେ ଏମିତି କିଛି ଘୋଷଣା କରିଛନ୍ତି। କହିଛନ୍ତି, ଏଥର କ୍ଷମତାକୁ ଆସିଲେ ନିଜ ଅଞ୍ଚଳ ପାଇଁ ଅନେକ କିଛି କରିପାରିବେ। ଚର୍ଚ୍ଚା ହେଉଛି ଭକ୍ତ ଦାସ ଏଥର ନର୍ଲା ବିଧାନସଭା ଉପରେ ଫୋକସ୍ କରିଛନ୍ତି। କଳାହାଣ୍ଡି ଲୋକସଭା ନୁହେଁ ନର୍ଲା ବିଧାନସଭା ଆସନକୁ ଫୋକସ୍ ପରେ ରାଜନୈତିକ […]

ନୂଆଦିଲ୍ଲୀ: ଆଜି ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀଙ୍କ ସାନଭଉଣୀ ତଥା ‘ୱାଇଏସ୍‌ଆର୍‌ ତେଲେଙ୍ଗାନା ପାର୍ଟି’ର ସଂସ୍ଥାପିକା ୱାଇ. ଏସ୍‌. ଶର୍ମିଲା କଂଗ୍ରେସ ପାର୍ଟିରେ ଯୋଗ ଦେଇଛନ୍ତି। ବୁଧବାର ଦିନ ଶର୍ମିଲା ଦିଲ୍ଲୀ ବିମାନ ବନ୍ଦରରେ ଅବତରଣ କରିବା ପରେ କଂଗ୍ରେସରେ ଯୋଗ ଦେବେ କି ବୋଲି ସାମ୍ବାଦିକମାନେ ପଚାରିବାରୁ ସେ କହିଲେ, ହଁ, ସେମିତି ମନେହେଉଛି। ଏଥିପାଇଁ ଆୟୋଜିତ କାର୍ଯ୍ୟକ୍ରମରେ କଂଗ୍ରେସର ମୁଖ୍ୟ ମଲ୍ଲିକାର୍ଜୁନ ଖଡ଼ଗେ ଓ କଂଗ୍ରେସ […]

ଭୁବନେଶ୍ୱର: ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ହଟାଇଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ବିଜୁ ଜନତା ଦଳରୁ ବରିଷ୍ଠ ନେତା ଡ. ଦାମୋଦର ରାଉତ ବୁଧବାର ବହିଷ୍କୃତ ହୋଇଛନ୍ତି। ୨୦୧୮ ସେପ୍ଟେମ୍ବର ମାସରେ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଦେଶକ୍ରମେ ଜଗତସିଂହପୁର ଜିଲ୍ଲାର ପାରଦୀପ ବିଧାୟକ ଦାମଙ୍କୁ ବହିଷ୍କୃତ କରାଯାଇଥିଲା। ଡାକ୍ତର ଦାମୋଦର ରାଉତ ବ୍ରାହ୍ମଣ ବିବାଦକୁ ନେଇ ପ୍ରଥମେ […]

ଭୁବନେଶ୍ୱର: ବିଜେପି ପଦାଧିକାରୀ ବୈଠକ ଶେଷ ହେବା ପରେ ବଡ ବୟାନ ଦେଇଛନ୍ତି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର। ୨୦୨୪ ନିର୍ବାଚନ ପାଇଁ ବିଜେପିର ରଣନୀତିକୁ ନେଇ ଜୟନାରାୟଣ କହିଛନ୍ତି, ଜାନୁଆରୀ ୫ ପରେ ସଂଘର୍ଷ ଆରମ୍ଭ ହେବ। କାର୍ଯ୍ୟକର୍ତାଙ୍କ ମଧ୍ୟରେ ଘର ବଂଟନ ହେବ। ଜଣେ ଜଣେ କାର୍ଯ୍ୟକର୍ତାଙ୍କୁ ଗୋଟିଏ ଗୋଟିଏ ଘରର ଦାୟିତ୍ୱ ଦିଆଯିବ। କଂଗ୍ରସ ମୈଦାନରେ ନଥିବାରୁ ୨୦୨୪ରେ ବିଜେଡି ସହ ୱାନ ଟୁ […]

ଭୁବନେଶ୍ୱର: କଂଗ୍ରେସ ରାଜ୍ୟସଭା ସାଂସଦ ଧୀରଜ ସାହୁଙ୍କ ଘରୋଇ ସମ୍ପତ୍ତି ଜବତ ହେବା ଘଟଣା ଉପରେ କଂଗ୍ରେସର ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ବିଭିନ୍ନ ଲୋକ ଭିନ୍ନ ଭିନ୍ନ ବୟାନ ଦେଉଛନ୍ତି। ବିଜେପି କହୁଛି ବିଜେଡିର ଟଙ୍କା, ଆଉ ବିଜେଡି କହୁଛି ଏଟଙ୍କାରେ ବିଜେପିର ସଂପୃକ୍ତି ରହିଛି। ଏହା ସ୍ପଷ୍ଟ କରୁଛି ଯେ ଏହି ଘଟଣାରେ ଉଭୟ ବିଜେପି ଓ ବିଜେଡିର ସଂପୃକ୍ତି […]

ରାୟପୁର: ବିଷ୍ଣୁ ଦେଓ ସାଏ ବୁଧବାର ଛତିଶଗଡ଼ର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ସେ ହେଉଛନ୍ତି ରାଜ୍ୟର ଚତୁର୍ଥ ମୁଖ୍ୟମନ୍ତ୍ରୀ। ପୂର୍ବରୁ ଅଜିତ ଯୋଗୀ, ରମଣ ସିଂହ ଓ ଭୂପେଶ ବାଘେଲ ଏହି ରାଜ୍ୟର ମୁଖ୍ୟମନ୍ତ୍ରୀ ଥିଲେ। କାର୍ଯ୍ୟକାଳ ଅନୁଯାୟୀ ସାଏ ଷଷ୍ଠ ବିଧାନସଭାରେ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଗତ ଡିସେମ୍ବର ୩ତାରିଖରେ ଘୋଷିତ ନିର୍ବାଚନ ଫଳାଫଳରେ ଛତିଶଗଡ଼ରେ ବିଜେପିକୁ ବହୁମତ ମିଳିଥିଲା। ତେବେ ଗତ ୧୦ ତାରିଖରେ […]

ନୂଆଦିଲ୍ଲୀ: ରବିବାର ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା ହେବାପରେ ମଧ୍ୟପ୍ରଦେଶ, ରାଜସ୍ଥାନ ଓ ଛତିଶଗଡ଼ରେ ବିଜେପି ଜିତିଥିବା ବେଳେ ତେଲେଙ୍ଗାନାରେ କଂଗ୍ରେସ ସାନ୍ତ୍ୱନା ମୂଳକ ଭାବେ ବିଜୟୀ ହୋଇଛି। ମଧ୍ୟପ୍ରଦେଶ, ରାଜସ୍ଥାନ ଓ ଛତିଶଗଡ଼ରେ ଅନେକ ନେତା ଏମିତି ଅଛନ୍ତି ଯେଉଁମାନେ ୫ଥର କିମ୍ବା ୫ରୁ ଅଧିକ ଥର ବିଧାୟକ ରହିଛନ୍ତି, କିନ୍ତୁ ଚଳିତ ନିର୍ବାଚନରେ ସେମାନେ ନିଜର ଆସନ ହରାଇ ଦେଇଛନ୍ତି। ଏହି ବିଧାୟକମାନଙ୍କ ମଧ୍ୟରୁ ଜଣେ ହେଉଛି […]

Social media & sharing icons powered by UltimatelySocial