କଟକ: କଟକର ବାରବାଟୀ ଟି-୨୦ ପାଇଁ ଡିସିପି ପିନାକ ମିଶ୍ର କଟକ ସହରବାସୀଙ୍କ ସହଯୋଗ ଲୋଡ଼ିଛନ୍ତି। ଆଜି ସାମ୍ବାଦିକ ସମ୍ମିଳନୀରେ କଟକ ଡିସିପି କହିଛନ୍ତି, ସୁରକ୍ଷା ବ୍ୟବସ୍ଥା ଲାଗି ୬୨ ପ୍ଲାଟୁନ ଫୋର୍ସ ମୁତୟନ ରହିବେ। ଅପରାହ୍ନ ୩ଟାରେ ବାରବାଟୀ ଷ୍ଟାଡିୟମର ଗେଟ ଖୋଲିବ। ପ୍ରବେଶ ଟିକେଟ ଓ ଗେଟ ନମ୍ବର ସ୍ପଷ୍ଟ ଭାବେ ଟିକେଟରେ ରହିଛି। ଷ୍ଟାଡିୟମ ଭିତରକୁ ପାଣି ବୋତଲ, ଲାଠି, ଦିଆସିଲି, ଲାଇଟର, ବ୍ୟାଗ ଓ […]

ଭୁବନେଶ୍ବର: ବାରବାଟୀ ଟି-୨୦ ପାଇଁ ଭୁବନେଶ୍ବରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଉଭୟ ଭାରତ ଓ ଦକ୍ଷିଣ ଆଫ୍ରିକା ଟିମ୍‌ର ଖେଳାଳି ପହଞ୍ଚିଛନ୍ତି। ବିମାନବନ୍ଦରରେ ଖେଳାଳିମାନଙ୍କୁ ସ୍ବାଗତ କରାଯାଇଥିଲା। ଏହାପରେ ଉଭୟ ଟିମକୁ ସ୍ୱତନ୍ତ୍ର ବସ୍ ଯୋଗେ ହୋଟେଲ ମେ’ ଫେୟାରକୁ ନିଆଯାଇଛି। ବିମାନବନ୍ଦରଠାରୁ ହୋଟେଲ ଓ ଷ୍ଟାଡିୟମ ଯାଏଁ କଡ଼ା ସୁରକ୍ଷାର ବ୍ୟବସ୍ଥା କରାଯାଇଛି। ଖେଳାଳିଙ୍କ ସ୍ୱାଗତ ପାଇଁ ଭୁବନେଶ୍ୱର ହୋଟେଲ ମେ’ ଫେୟାରରେ ମଧ୍ୟ ସ୍ୱତନ୍ତ୍ର ପ୍ରସ୍ତୁତି […]

ଭୁବନେଶ୍ବରରୁ ବାରବାଟୀକୁ ଚାଲିବ ସ୍ବତନ୍ତ୍ର ‘ମୋ ବସ୍‌’ କଟକ: ବହୁ ପ୍ରତିକ୍ଷୀତ ବାରବାଟୀ ଟି-୨୦ ମ୍ୟାଚ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରି ଦିଆଯାଇଛି। ମ୍ୟାଚ ପାଇଁ ୬୨ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ବାରବାଟୀ ଷ୍ଟାଡିୟମରେ ସୁରକ୍ଷା ଯାଞ୍ଚ ପରେ ପୁଲିସ କମିସନର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ମ୍ୟାଚର ସୁରକ୍ଷା ପାଇଁ ୪ ଡିସିପି, ୭ ଅତିରିକ୍ତ ଡିସିପି, ୨ ଶହ ଅଫିସର ଦାୟିତ୍ୱରେ […]

ନୂଆଦିଲ୍ଲୀ: ଭାରତର ଲୋକପ୍ରିୟ ମହିଳା କ୍ରିକେଟର ତଥା ଭାରତୀୟ ମହିଳା କ୍ରିକେଟ ଟିମର ଅଧିନାୟିକା ମିତାଲି ରାଜ ଏବେ ଆନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ନେଇଛନ୍ତି। ମିତାଲି ରାଜ ଗତ ୨୩ବର୍ଷ ଧରି କ୍ରିକେଟ୍ ଖେଳୁଥିଲେ। ବୁଧବାର ୩୯ବର୍ଷ ବୟସରେ ସେ ଅନ୍ତର୍ଜାତୀୟ କ୍ରିକେଟର ସମସ୍ତ ଫର୍ମାଟରୁ ସନ୍ନ୍ୟାସ ନେଇଛନ୍ତି। ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ଚାଲିଥିବା କ୍ରିକେଟ୍ କ୍ୟାରିୟରରେ ମିତାଲି ରାଜ ଅନେକ ସଫଳତା ହାସଲ କରିଛନ୍ତି। ହେଲେ […]

କଟକ: ଆସନ୍ତା ୧୨ ତାରିଖରେ ବାରବାଟୀରେ ହେବାକୁ ଥିବା ଆନ୍ତର୍ଜାତିକ ଟ୍ବେଣ୍ଟି-୨୦ ମ୍ୟାଚ ପାଇଁ ବୁଧବାର କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ (ଆର‌ଡିସି) ସୁରେଶ ଚନ୍ଦ୍ର ଦଳାଇଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଆର‌ଡିସିଙ୍କ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ଉଚ୍ଚସ୍ତରୀୟ ବୈଠକରେ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗଦେଇ ସଫଳ ମ୍ୟାଚ୍‌ ଆୟୋଜନ ଉପରେ ପରାମର୍ଶ ଦେଇଥିଲେ। ଏଥର ବାରବାଟୀ ଷ୍ଟାଡିୟମ୍‌ ପର୍ଯ୍ୟନ୍ତ ଦର୍ଶକଙ୍କୁ ନେବା ଆଣିବା କରିବାକୁ […]

ବର୍ଷା ହେଲେ ଧୋଇଯିବ ୨ କୋଟି କଟକ: ଆସନ୍ତା ୧୨ ତାରିଖରେ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଥିବା ଭାରତ-ଦକ୍ଷିଣ ଆଫ୍ରିକା ଟି/୨୦ ମ୍ୟାଚ୍ ପାଇଁ କଟକ ପୂର୍ତ୍ତ ବିଭାଗ ତତ୍ପରତା ଦେଖାଇଛି। ବାଲିଯାତ୍ରା ତଳ ପଡିଆରେ ନିର୍ମାଣ ହେବାକୁ ଥିବା ୪ଟି ପାର୍କିଂ ଜୋନ୍ ପାଇଁ ହୋଇଥିବା ଟେଣ୍ଡର ଖୋଲାଯାଇ ୪ଜଣ ଠିକାଦାରଙ୍କୁ ଟେଣ୍ଡର ଦିଆଯାଇଛି। ଆଜିଠାରୁ ବାଲିଯାତ୍ରା ପଡିଆରେ ବାଲି ଉପରେ ମାଟି ପକା କାମ ଆରମ୍ଭ […]

ଇସ୍ତାନବୁଲ: ଭାରତୀୟ ମହିଳା ମୁ‌ଷ୍ଟିଯୋଦ୍ଧା ନିଖତ ଜରୀନ (୫୨ କେଜି) ଆଇବିଏ ମହିଳା ବିଶ୍ବ ମୁଷ୍ଟିପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିଛନ୍ତି। ଆଜି ଫାଇନାଲ୍‌ ମୁକାବିଲାରେ ସେ ଥାଇଲ୍ୟାଣ୍ଡର ଜୁଟାମାସ୍ ଜିତପୋଙ୍ଗକୁ ପରାସ୍ତ କରି ବକ୍ସିଂ ବିଶ୍ୱ ଚାମ୍ପିଅନସିପରେ ନିଖତ୍ ଜରିନ୍ ସ୍ୱର୍ଣ୍ଣ ଜିତିଛନ୍ତି। ଆଜିର ମୁକାବିଲାରେ ସେ ନିଜର ପ୍ରତିଦ୍ୱନ୍ଦୀଙ୍କ ଉପରେ ଦବଦବା ବଜାୟ ରଖି ୫-୦ରେ ଏକତରଫା ଭାବେ ଜିତିଛନ୍ତି। ସୂଚନାଥାଉ କି ଗତକାଲି ସେମିଫାଇନାଲ୍‌ରେ ନିଖତ ୫-୦ରେ ବ୍ରାଜିଲର […]

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟାରେ ହକିି ବିଶ୍ବକପ୍‌ ଲୋଗୋ-୨୦୨୩କୁ ଉନ୍ମୋଚନ କରିଛନ୍ତି। ୨୦୨୩ ଜାନୁଆରି ୧୩ଠାରୁ ୨୯ ପର୍ଯ୍ୟନ୍ତ ବିଶ୍ଵକପ୍‌ ଖେଳାଯିବ। ଭୁବନେଶ୍ବରସ୍ଥିତ କଳିଙ୍ଗ ଷ୍ଟାଡିୟମ୍ ଓ ରାଉରକେଲାର ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ଷ୍ଟାଡିୟମ୍‌ରେ ବିଶ୍ଵକପ୍‌ର ମ୍ୟାଚଗୁଡ଼ିକ ଖେଳାଯିବ। ସୂଚନାଯୋଗ୍ୟ, ୨୦୧୮ରେ ଭୁବନେଶ୍ବରରେ ସଫଳତାର ସହିତ ବିଶ୍ଵକପ୍‌ ଆୟୋଜିତ କରିବା ପରେ ପୁଣି ୨୦୨୩ରେ ଆୟୋଜିତ କରିବେ ବୋଲି ରାଜ୍ୟ ସରକାର ଘୋଷଣା କରିଥିଲେ। ଏଥର କିନ୍ତୁ […]

ଭୁବନେଶ୍ୱର : ଭାରତୀୟ ଟେନିସ କ୍ରିକେଟ ସଂଘ ଦ୍ୱାରା ଚଳିତ ମାସ ୨୬ ତାରିଖ ଠାରୁ ୨୮ ପର୍ଯ୍ୟନ୍ତ ଦିଲ୍ଲୀ ସ୍ଥିତ ରୋହିଣୀ କ୍ରିକେଟ ପଡିଆରେ ବରିଷ୍ଠ ବର୍ଗର ସର୍ବ ଭାରତୀୟ କ୍ରିକେଟ ପ୍ରତିଯୋଗିତା – ୨୦୨୨ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପ୍ରତିଯୋଗିତାରେ ଦେଶର ୨୪ଟି ରାଜ୍ୟରୁ ଖେଳାଳି ଯୋଗଦେବାକୁ ଯାଉଛନ୍ତି। ଓଡିଶା ତରଫରୁ ଏକ ୧୬ଜଣିଆ ଟେନିସ କ୍ରିକେଟ ଦଳ ଚୟନ କରାଯିବ। ଏଥିପାଇଁ ଏକ ରାଜ୍ୟସ୍ତରୀୟ […]

ବ୍ରହ୍ମପୁର: ଭାରତର କ୍ରିକେଟ୍ ପର୍ବ ଭାବେ ପରିଚିତ ଆଇପିଏଲ୍(ଇଣ୍ଡିଆନ୍ ପ୍ରିମିୟର୍ ଲିଗ୍)ର ୧୫ତମ ସଂସ୍କରଣ ଆଜିଠାରୁ ଆରମ୍ଭ ହେବାକୁ ଯାଉଛି। ଉଦ୍‌ଘାଟନୀ ସନ୍ଧ୍ୟାରେ ଗତଥରର ବିଜେତା ଚେନ୍ନାଇ ସୁପର୍ କିଙ୍ଗ୍ ଓ ଉପବିଜେତା କଲିକତା ନାଇଟ୍ ରାଇଡ଼ର୍ସ୍ ମୁହାଁମୁହାଁ ହେବେ। ମୋଟ ୧୦ଟି ଟିମ୍‌କୁ ନେଇ ଏହି ପ୍ରତିଯୋଗିତା ଆଗାମୀ ୨ମାସ ଧରି ଚାଲିବ। ଏଥିପାଇଁ କେବଳ ଭାରତ ନୁହେଁ ସମଗ୍ର ବିଶ୍ବ କ୍ରିକେଟ୍ ପ୍ରେମୀ ଉତ୍ସାହିତ ଅଛନ୍ତି। ଆଇପିଏଲ୍ […]

Social media & sharing icons powered by UltimatelySocial