ନୂଆଦିଲ୍ଲୀ: ହିନ୍ଦୁ ଧର୍ମ ବିରୋଧରେ ବିବାଦୀୟ ବୟାନ ଆସିବା ଏକ ନିୟମିତ କଥା ହୋଇଗଲାଣି। ଉଦୟନିଧି ଷ୍ଟାଲିନ, ଏ.ରାଜାଙ୍କ ପରେ ଏବେ ଆଇଆଇଟି ଦିଲ୍ଲୀର ଆସୋସିଏଟ୍ ପ୍ରଫେସର ଦିବ୍ୟା ଦ୍ୱିବେଦୀଙ୍କ ହିନ୍ଦୁ ବିରୋଧୀ ବୟାନକୁ ନେଇ ଏବେ ବିବାଦ ସୃଷ୍ଟି ହୋଇଛି ।ଦିବ୍ୟା ରବିବାର ଅର୍ଥାତ୍ ସେପ୍ଟେମ୍ବର ୧୦ରେ ବିଦେଶୀ ଚ୍ୟାନେଲ ଫ୍ରାନ୍ସ- ୨୪କୁ ସାକ୍ଷାତକାର ଦେଇଥିଲେ। ଏହି ସାକ୍ଷାତକାରରେ ଦିବ୍ୟା ଭାରତରେ ଜି-୨୦ ସମ୍ମିଳନୀ ସହ ଜଡିତ ଅନେକ […]

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଗଣପର୍ବ ନୂଆଁଖାଇ ପାଇଁ ଗୁରୁବାର ଦିନ ଲଗ୍ନ ନିର୍ଦ୍ଧାରିତ ହୋଇଛି। ସମ୍ବଲପୁର ସହରର ବ୍ରହ୍ମପୁର ମନ୍ଦିର ଟ୍ରଷ୍ଟ ଦ୍ୱାରା ଏହି ମନ୍ଦିର ପରିସରରେ ପଣ୍ଡିତ ମହାସଭାରେ ଏହି ଲଗ୍ନ ନିର୍ଦ୍ଧାରିତ ହୋଇଛି। ପଣ୍ଡିତ ମହାସଭାରେ ନିର୍ଦ୍ଧାରିତ ଅନୁସାରେ ଆସନ୍ତା ୨୦ ତାରିଖ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ବିଛା ଲଗ୍ନରେ ସକାଳରୁ ୧୦ଟା ୨୭ ଲଗ୍ନରେ ସକାଳ ୧୦ଟା୪୨ ଟ ମଧ୍ୟରେ ଶୁଭ ଲଗ୍ନ […]

ପୁରୁଣା ଭୁବନେଶ୍ୱର: ୬୦ ଲକ୍ଷ ଟଙ୍କା ଖର୍ଚ୍ଚ ହେଲା। ଅଥଚ ଶ୍ରୀଲିଙ୍ଗରାଜ ମନ୍ଦିରରୁ ପାଣି ଗଳିବା ବନ୍ଦ ହେଲାନାହିଁ। ତେଣୁ ଶ୍ରୀଲିଙ୍ଗରାଜ ମନ୍ଦିର ପ୍ରତି ଏଏସ୍ଆଇର ଅଣଦେଖା ପୁଣି ପଦାରେ ପଡ଼ିଛି। ମନ୍ଦିରରୁ ପାଣି ଗଳୁଥିବାର ଭିଡିଓ ଭାଇରାଲ ହେବା ପରେ ଏଏସ୍‌ଆଇ ବିରୋଧରେ ଏଭଳି ଚର୍ଚ୍ଚା ଜୋର୍‌ ଧରିଛି। ଗର୍ଭଗୃହରୁ ପାଣି ଗଳୁଥିବାର ଭିଡିଓକୁ ନେଇ ଏଏସ୍ଆଇ କର୍ତ୍ତୃପକ୍ଷ ବି ଚିନ୍ତାରେ ପଡ଼ିଛନ୍ତି। ଏହାର ଅନୁଧ୍ୟାନ କରିବାକୁ ଦିଲ୍ଲୀରୁ […]

ପୁରୁଣା ଭୁବନେଶ୍ୱର: ନୂଆ ରୂପ ପାଇବ ରାମେଶ୍ୱର ମନ୍ଦିର। ଏବେ ମନ୍ଦିର ଚତୁପାର୍ଶ୍ଵର ସୌନ୍ଦର୍ଯ୍ୟୀକରଣ ଚାଲିଛି। ଭାଙ୍ଗିପଡ଼ିଥିବା ଦଧିନଉତି ନୂଆ ତିଆରି ହେବ। ତେବେ ଦଧିନଉତିକୁ ରାଜସ୍ଥାନରୁ ଆସିବାକୁ ଥିବା ଖଣ୍ଡୋଲାଇଟ୍‌ ପଥରରେ ନିର୍ମାଣ କରାଯିବ। ଏଥର ଦଧିନଉତିର ଆକାର ବଡ଼ ହେବ ବୋଲି ସୂଚନା ମିଳିଛି। ତେବେ ନୂଆ ଦଧିନଉତି ନିର୍ମାଣ ହେବା ପର୍ଯ୍ୟନ୍ତ ବାଲିବସ୍ତାରେ ପତାକା ରହିବ ବୋଲି କୁହାଯାଇଛି। ଏହି ମନ୍ଦିର ଦାୟିତ୍ଵରେ ଥିବା ଏଏସ୍ଆଇର […]

ନୂଆଦିଲ୍ଳୀ: ଆଜିଠାରୁ (ଜୁଲାଇ ୪) ଦେଶରେ ଶ୍ରାବଣ ମାସ ଆରମ୍ଭ ହୋଇଛି। ଦେବଦେବ ମହାଦେବ ଏବଂ ଦେବୀ ପାର୍ବତୀଙ୍କୁ ସନ୍ତୁଷ୍ଟ କରିବା ପାଇଁ ଭକ୍ତମାନେ ଶ୍ରାବଣ ମାସରେ ଜଳଲାଗି କରିବା ସହ ଉପବାସ ପାଳନ କରନ୍ତି। ଶିବଙ୍କ ପ୍ରିୟ ବାର ସୋମବାର ତେଣୁ ଶ୍ରାବଣ ମାସରେ ପଡୁଥିବା ସମସ୍ତ ଉପବାସ ନିଷ୍ଠାର ସହ ପାଳି ଥାଆନ୍ତି ଶ୍ରଦ୍ଧାଳୁ । ଶ୍ରାବଣ ସୋମବାରରେ କାଉଡିଆମାନେ ଶୈବପୀଠରେ ଜଳଲାଗି କରିଥାଆନ୍ତି। ଶିବଙ୍କ ବ୍ରତ […]

ପୁରୀ : ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ବଡ଼ଦାଣ୍ଡରେ ବିରାଜମାନ ତିନିରଥ ଉପରେ ମହାପ୍ରଭୁଙ୍କ ସୁନାବେଶ(ବଡ଼ତଢ଼ାଉ ବେଶ) ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ବାହୁଡ଼ାଯାତ୍ରା ସାରି ଫେରିବା ପରେ ସିଂହଦ୍ୱାରରେ ରଥ ଉପରୁ ଅଗଣିତ ଭକ୍ତଙ୍କୁ ସୁନାବେଶରେ ଦର୍ଶନ ଦେବେ ଚତୁର୍ଦ୍ଧା ବିଗ୍ରହ। ଲକ୍ଷାଧିକ ଭକ୍ତ ମହାପ୍ରଭୁଙ୍କ ସେହି ବିରଳ ବେଶ ‌ଦର୍ଶନ କରିବାକୁ ବଡ଼ଦାଣ୍ଡରେ ଅପେକ୍ଷା କରି ରହିଛନ୍ତି। ବର୍ଷବ୍ୟାପୀ ରତ୍ନବେଦିରେ ସୁନାବେଶରେ ଦର୍ଶନ ଦେଉଥିବା ମହାବାହୁ ମହଣ […]

ପୁରୀ : ଶ୍ରୀଜିଉମାନେ ଏବେ ରତ୍ନବେଦି (ଆଡ଼ପ ମଣ୍ଡପ)ରୁ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଏଥିପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରରେ ଭକ୍ତଙ୍କ ସମାଗମ ହେଉଛି। ଭକ୍ତମାନେ ଦୀର୍ଘ ସମୟ ଅପେକ୍ଷା କରି ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି। ଦର୍ଶନକୁ ଶୃଙ୍ଖଳିତ କରିବାପାଇଁ ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ବାରିକେଡ୍‌ କରାଯାଇଛି। ଏହାରି ମଧ୍ୟରେ ପ୍ରଶାସନ ପକ୍ଷରୁ ବାହୁଡ଼ାଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏଥିପାଇଁ ୨୭ ତାରିଖ ଦିନ ଆଡ଼ପ ମଣ୍ଡପରେ ନବମୀ ସନ୍ଧ୍ୟା ଦର୍ଶନ […]

ମୁଣ୍ଡ ନୁଆଁଇଲେ ପାକ ସରକାର ଇସ୍ଲାମାବାଦ : ପାକିସ୍ତାନର ଉଚ୍ଚଶିକ୍ଷା ଆୟୋଗ (ଏଚଇସି) ଦୁଇଦିନ ତଳେ ବିଶ୍ୱବିଦ୍ୟାଳୟରେ ହୋଲି ପର୍ବ ପାଳନ ଉପରେ ପ୍ରତିବନ୍ଧକ ଲଗାଇଥିଲେ। ଏହାକୁ ନେଇ ଛାତ୍ରଛାତ୍ରୀମାନଙ୍କଠାରୁ ଆରମ୍ଭ କରି ଲୋକମାନେ ପ୍ରବଳ ବିରୋଧ କରିବାରୁ ମୁଣ୍ଡ ନୁଆଁଇଛନ୍ତି ପାକ ସରକାର। ଫଳରେ ଏହି କଟକଣାକୁ ପ୍ରତ୍ୟାହାର କରାଯାଇଛି। ଗତ ଜୁନ୍ ୧୨ ରେ ପାକିସ୍ତାନର କାଏଦ-ଏ-ଆଜମ ବିଶ୍ୱବିଦ୍ୟାଳୟରେ ହୋଲି ପର୍ବ ପାଳିତ ହୋଇଥିଲା। ଏହି ସମୟରେ […]

ପୁରୀ: ବିଗତ ଦିନରେ ଶ୍ରୀମନ୍ଦିର ଭିତରେ ମହାପ୍ରଭୁଙ୍କ ନୀତି ବିଳମ୍ବ ଘଟଣା ସଂପର୍କରେ ଅନେକ ଅବଗତ ହୋଇଥିବେ। ଆଜି ରଥ ଉପରେ ମହାପ୍ରଭୁଙ୍କ ନୀତି ବିଳମ୍ବ ହୋଇଛି। ମଙ୍ଗଳ ଆଳତି, ଅବକାଶ ପରେ ନୀତି ଆଗକୁ ବଢ଼ିନାହିଁ। ତେଣୁ ରିପୋର୍ଟ ଲେଖାଯିବା ପର୍ଯ୍ୟନ୍ତ ମହାପଭୁ ଉପାସରେ ଅଛନ୍ତି। ଗୋପାଳବଲ୍ଲଭ ନୀତି ଏଯାଏଁ ଅନୁଷ୍ଠିତ ହୋଇନି। ସମନ୍ୱୟ ଅଭାବରୁ ନୀତି ବିଳମ୍ବ ହେଉଥିବା ଅଭିଯୋଗ ହେଉଛି।ଅନ୍ୟପଟେ ଶରଧାବାଲିରେ ଗତକାଲି ଦବେୀ ସୁଭଦ୍ରାଙ୍କ […]

ପ୍ରବଳ ଖରା ଓ ଗରମକୁ ଖାତିର ନକରି ରଥ ଟାଣୁଛନ୍ତି ଭକ୍ତ ପୁରୀ: ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରାର ଅନ୍ୟତମ ଆକର୍ଷଣ ‘ରଥଟଣା’ କାର୍ଯ୍ୟ ଆରମ୍ଭ ହୋଇଯାଇଛି। ପ୍ରଶାସନ ପକ୍ଷରୁ ରଥଟଣା କାମ ୪ଟାରୁ ଆରମ୍ଭ ହେବାକୁ ଥିବା ବେଳେ, ନୀତିନିର୍ଘଣ୍ଟ ଆଗୁଆ ଶେଷ ହୋଇଯାଇଥିବାରୁ ଅପରାହ୍ନ ୩ଟା ୪ ମିନିଟରେ ରଥଟଣା ଆରମ୍ଭ ହୋଇଯାଇଛି। ଭକ୍ତମାନେ ପ୍ରଥମେ ବଳଭଦ୍ରଙ୍କ ତାଳଧ୍ୱଜକୁ ବଡ଼ଦାଣ୍ଡରେ ଟାଣିବା ଆରମ୍ଭ କରିଦେଇଛନ୍ତି। ଭକ୍ତଙ୍କ ହରିବୋଲ, […]

Social media & sharing icons powered by UltimatelySocial