ଭୁବନେଶ୍ୱର: ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ଆଜି ବିଜେଡି ପକ୍ଷରୁ ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରାଯାଇଛି। ବିଜେଡି ସଭାପତି ବାରବାଟୀ-କଟକର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଓ ଯୁବ ନେତା ଶୁଭାଶିଷ ଖୁଣ୍ଟିଆଙ୍କୁ ରାଜ୍ୟସଭା ପ୍ରାର୍ଥୀ ଭାବେ ଘୋଷଣା କରିଛନ୍ତି। ବିଜେଡି ପକ୍ଷରୁ ଜାରି କରାଯାଇଥିବା ପ୍ରେସ ବିଜ୍ଞପ୍ତି ମୁତାବକ ଏହି ଦୁଇ ଜଣଙ୍କୁ ରାଜ୍ୟସଭା ପଠାଇବାକୁ ସୁପ୍ରିମୋ ଘୋଷଣା କରିଛନ୍ତି। ଉଲ୍ଲେଖ ଥାଉ କି ଓଡ଼ିଶାର ୩ ରାଜ୍ୟସଭା […]

ନୂଆଦିଲ୍ଲୀ: ଦିଲ୍ଲୀର ରାମଲିଲା ମୈଦାନରେ ଆୟୋଜିତ କଂଗ୍ରେସର ‘ନ୍ୟାୟ ସଂକଳ୍ପ ରାଲି’ରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେଙ୍କ ବୟାନକୁ ନେଇ ଏବେ ବିଜେପି ଘେରିଛି। ବିଜେପି ନେତା ଅମିତ ମାଲବୀୟା ଏକ ଭିଡିଓ ସେୟାର କରି କଂଗ୍ରେସ ସଭାପତିଙ୍କୁ ଟାର୍ଗେଟ କରିଛନ୍ତି। ବିଜେପି ନେତାଙ୍କ ଦାବି ଅନୁଯାୟୀ ମଲ୍ଲିକାର୍ଜୁନ ଖଡ଼ଗେ ତାଙ୍କ ବୁଥ ଏଜେଣ୍ଟକୁ କୁକୁର ସହିତ ତୁଳନା କରିଛନ୍ତି। ଅମିତ ମାଲବୀୟ ସୋସିଆଲ ମିଡିଆ ପ୍ଲାଟଫର୍ମରେ କହିଛନ୍ତି ଯେ […]

ଗୋଡ୍ଡା: ଝାଡ଼ଖଣ୍ଡରେ ଥିବା ମେଣ୍ଟ ସରକାରକୁ ବିଜେପି ‘ହଡ଼ପ’ କରିବାକୁ ଉଦ୍ୟମ କରୁଛି ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧି ଅଭିଯୋଗ କରିବା ସହ ଜନମତକୁ ସୁରକ୍ଷିତ ରଖିବା ପାଇଁ କଂଗ୍ରେସ ହସ୍ତକ୍ଷେପ କରିଛି ବୋଲି କହିଛନ୍ତି। ଗୋଡ୍ଡା ଜିଲ୍ଲାରେ ଭାରତ ଯୋଡୋ ନ୍ୟାୟ ଯାତ୍ରା ଅବସରରେ ଏକ ସମାବେଶକୁ ସମ୍ବୋଧିତ କରି ଶ୍ରୀ ଗାନ୍ଧୀ ଜେଏମ୍‌ଏମ୍‌ ନେତୃତ୍ୱାଧୀନ ମେଣ୍ଟ ସରକାରକୁ ସୁରକ୍ଷା ଦେବାରେ କଂଗ୍ରେସର ଭୂମିକା ଉପରେ ଆଲୋକପାତ […]

ନୂଆଦିଲ୍ଲୀ: ଓଡ଼ିଶାର ଖାଲି ପଡୁଥିବା ୩ ଆସନ ପାଇଁ ଫେବୃଆରୀ ୨୭ରେ ହେବ ରାଜ୍ୟସଭା ନିର୍ବାଚନ। ଏହି ଦିନ ଦେଶର ୫୬ଟି ଆସନ ପାଇଁ ରାଜ୍ୟସଭା ନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ନିର୍ବାଚନ କମିଶନ ଘୋଷଣା କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ପ୍ରଶାନ୍ତ ନନ୍ଦ ଓ ଅମର ପଟ୍ଟନାୟକଙ୍କ କାର୍ଯ୍ୟକାଳ ଏପ୍ରିଲ ୩ରେ ସରିବ। ଏହାପୂର୍ବରୁ ଏହି ଆସନ ଲାଗି ନିର୍ବାଚନ ଅନୁଷ୍ଠିତ ହେବ।ନିର୍ବାଚନ ପାଇଁ ଫେବ୍ରୁଆରି ୮ ତାରିଖରେ […]

ଭବାନୀପାଟଣା: ବିଜେଡିର ପୂର୍ବତନ ବିଧାୟକ ବଳଭଦ୍ର ମାଝୀ ଆଜି ବିଧିବଦ୍ଧ ଭାବେ କଂଗ୍ରେସରେ ଯୋଗ ଦେଇଛନ୍ତି। କଳାହାଣ୍ଡି ଜିଲ୍ଲା ସଦର ମହକୁମା ଭବାନୀପାଟଣାରେ ଆଜି ଆୟୋଜିତ କଂଗ୍ରେସର ମିଶ୍ରଣ ପର୍ବରେ ସମର୍ଥକଙ୍କ ସହ ବଳଭଦ୍ର ମାଝୀ ହାତ ଧରିଛନ୍ତି। ଏଥିଲାଗି ଆୟୋଜିତ ମିଶ୍ରଣ ପର୍ବରେ ପିସିସି ସଭାପତି ଶରତ ପଟ୍ଟନାୟକ, କଂଗ୍ରେସ ପ୍ରଭାରୀ ଅଜୟ କୁମାର, ବରିଷ୍ଠ କଂଗ୍ରେସ ନେତା ଭକ୍ତ ଦାସ, ବିଧାୟକ ସନ୍ତୋଷ ସିଂ ସାଲୁଜା, ଅଧିରାଜ […]

ଭୁବନେଶ୍ୱର: କଟକ ବାରବାଟୀ ବିଧାୟକ ମହମ୍ମଦ ମୋକିମ୍, ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ ଓ ପୂର୍ବତନ ବିଧାୟକ କୃଷ୍ଣ ସଗରିଆଙ୍କ ଉପରୁ ନିଲମ୍ବନ ହଟିଲା। ଏହି ନିଲମ୍ବିତ ନେତା କଂଗ୍ରେସ ଦଳକୁ କଂଗ୍ରେସ ଫେରିଲେ। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଅଜୟ କୁମାର ତିନି ନେତାଙ୍କ ନିଲମ୍ବନ ପ୍ରତ୍ୟାହାର ସଂପର୍କରେ ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, ପ୍ରଭାରୀ ଦାୟିତ୍ୱ ନେବା ପରେ ଦ୍ଵିତୀୟ ଥର ଲାଗି ଓଡ଼ିଶାକୁ ଆସିଛନ୍ତି କଂଗ୍ରେସ ପ୍ରଭାରୀ […]

ନୂଆଦିଲ୍ଲୀ: ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ର ବିଚାରକୁ ଆମେ ବିରୋଧ କରୁଛୁ ବୋଲି କଂଗ୍ରେସ ମୁଖ୍ୟ ମଲ୍ଲିକାର୍ଜୁନ ଖଡଗେ କହିଛନ୍ତି। ମଲ୍ଲିକାର୍ଜୁନ ଖଡଗେ କହିଛନ୍ତି ଯେ ଏହି ଧାରଣାକୁ ଅଣଦେଖା କରାଯିବା ଉଚିତ ଏବଂ ହାଇପାୱାର କମିଟିକୁ ଭଙ୍ଗ କରାଯିବା ଉଚିତ୍। ଏ ନେଇ ମଲ୍ଲିକାର୍ଜୁନ ଖଡଗେ ‘ଏକ ଦେଶ ଏକ ନିର୍ବାଚନ’ ପାଇଁ ଉଚ୍ଚସ୍ତରୀୟ କମିଟିର ସଚିବଙ୍କୁ ଚିଠି ଲେଖିଛନ୍ତି। ସେ ତାଙ୍କ ଚିଠିରେ ଲେଖିଛନ୍ତି ଯେ କଂଗ୍ରେସ […]

କଳାହାଣ୍ଡି: ସମ୍ଭବତଃ ଜୀବନର ଶେଷ ନିର୍ବାଚନ ଲଢିପାରନ୍ତି ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଭକ୍ତ ଦାସ। କଳାହାଣ୍ଡି ଭବାନୀପାଟଣାରେ ଆୟୋଜିତ ସାଧାରଣ ସଭାରେ ସେ ଏମିତି କିଛି ଘୋଷଣା କରିଛନ୍ତି। କହିଛନ୍ତି, ଏଥର କ୍ଷମତାକୁ ଆସିଲେ ନିଜ ଅଞ୍ଚଳ ପାଇଁ ଅନେକ କିଛି କରିପାରିବେ। ଚର୍ଚ୍ଚା ହେଉଛି ଭକ୍ତ ଦାସ ଏଥର ନର୍ଲା ବିଧାନସଭା ଉପରେ ଫୋକସ୍ କରିଛନ୍ତି। କଳାହାଣ୍ଡି ଲୋକସଭା ନୁହେଁ ନର୍ଲା ବିଧାନସଭା ଆସନକୁ ଫୋକସ୍ ପରେ ରାଜନୈତିକ […]

ନୂଆଦିଲ୍ଲୀ: ଆଜି ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀଙ୍କ ସାନଭଉଣୀ ତଥା ‘ୱାଇଏସ୍‌ଆର୍‌ ତେଲେଙ୍ଗାନା ପାର୍ଟି’ର ସଂସ୍ଥାପିକା ୱାଇ. ଏସ୍‌. ଶର୍ମିଲା କଂଗ୍ରେସ ପାର୍ଟିରେ ଯୋଗ ଦେଇଛନ୍ତି। ବୁଧବାର ଦିନ ଶର୍ମିଲା ଦିଲ୍ଲୀ ବିମାନ ବନ୍ଦରରେ ଅବତରଣ କରିବା ପରେ କଂଗ୍ରେସରେ ଯୋଗ ଦେବେ କି ବୋଲି ସାମ୍ବାଦିକମାନେ ପଚାରିବାରୁ ସେ କହିଲେ, ହଁ, ସେମିତି ମନେହେଉଛି। ଏଥିପାଇଁ ଆୟୋଜିତ କାର୍ଯ୍ୟକ୍ରମରେ କଂଗ୍ରେସର ମୁଖ୍ୟ ମଲ୍ଲିକାର୍ଜୁନ ଖଡ଼ଗେ ଓ କଂଗ୍ରେସ […]

ଭୁବନେଶ୍ୱର: ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ହଟାଇଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ବିଜୁ ଜନତା ଦଳରୁ ବରିଷ୍ଠ ନେତା ଡ. ଦାମୋଦର ରାଉତ ବୁଧବାର ବହିଷ୍କୃତ ହୋଇଛନ୍ତି। ୨୦୧୮ ସେପ୍ଟେମ୍ବର ମାସରେ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଦେଶକ୍ରମେ ଜଗତସିଂହପୁର ଜିଲ୍ଲାର ପାରଦୀପ ବିଧାୟକ ଦାମଙ୍କୁ ବହିଷ୍କୃତ କରାଯାଇଥିଲା। ଡାକ୍ତର ଦାମୋଦର ରାଉତ ବ୍ରାହ୍ମଣ ବିବାଦକୁ ନେଇ ପ୍ରଥମେ […]

Social media & sharing icons powered by UltimatelySocial