ଭୁବନେଶ୍ବର: ଗତକାଲି ରାଜ୍ୟରେ କରୋନା ସଂକ୍ରମଣ ୫ ଶହ ତଳେ ଥିବା ବେଳେ ଆଜି ୬୫୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୮୪ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୬୯ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜାଣିବାକୁ ମିଳିଛି। ୦-୧୮ ବର୍ଷ ବର୍ୟସ ମଧ୍ୟରେ ଅଛନ୍ତି ୧୨୮ ଜଣ। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୦୬୬୭ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ […]

ଭୁବନେଶ୍ବର: ଆଜି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ସାମାନ୍ୟ ହ୍ରାସ ପାଇଛି। ଗତକାଲି ୧୧୭୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୩୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୬୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୬୮ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୪୩ ଜଣ ୧୮ ବର୍ଷରୁ କମ୍ ବୟସର […]

ସମ୍ବଲପୁର : ରାଜ୍ୟରେ କରୋନାର ଚତୁର୍ଥ ଲହର ଆରମ୍ଭ ହୋଇସାରିଥିବା କହାଯାଉଛି। ଏହି ଲହରରେ ସଂକ୍ରମଣ ହାର ମଧ୍ୟ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଗୁରୁବାର ମଧ୍ୟ ପଶ୍ଚିମ ଓଡ଼ିଶାର ୩ ଜିଲ୍ଲାର ଟିପିଆର୍‌(ଟେଷ୍ଟ ପଜିଟିଭ୍‌ ରେସିଓ) ୧୦ ଉପରେ ରହିଛି। ଅର୍ଥାତ ଟେଷ୍ଟ କରୁଥିବା ପ୍ରତି ୧୦୦ ଜଣଙ୍କରେ ୧୦ରୁ ଅଧିକ ସଂକ୍ରମିତ ଏହି ୩ ଜିଲ୍ଲାରେ ଚିହ୍ନଟ ହୋଇଛନ୍ତି। ସମ୍ବଲପୁର ଜିଲ୍ଲାର ଟିପିଆର୍‌ସାରା ରାଜ୍ୟରେ ସର୍ବାଧିକ ରହିଛି। […]

ଭୁବନେଶ୍ବର: ଭୁବନେଶ୍ବରରେ କୋଭିଡ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ବିଏମ୍‌ସି କଟକଣା ଜାରି କଲା। ଏଥିରେ ସ୍ପଷ୍ଟ ଭାବେ ଉଲ୍ଲେଖ ଥିଲା, ପ୍ରେକ୍ଷାଳୟରେ ଯେ କୌଣସି କାର୍ଯ୍ୟକ୍ରମ କଲା ବେଳେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ। ସେହି ହଲ୍‌ରେ ଯେପରି ସମସ୍ତ କୋଭିଡ୍‌ ନିୟମ ପାଳନ କରାଯାଏ, ସେଥି ପ୍ରତି ଆୟୋଜକ ଧ୍ୟାନ ଦେବେ। ନଚେତ ଆୟୋଜକ କାର୍ଯ୍ୟାନୁଷ୍ଠାନର ସମ୍ମୁଖୀନ ହେବେ। କୋଭିଡ୍‌ ସଂକ୍ରମଣ ରୋକିବା ପାଇଁ ବିଏମ୍‌ସିର ଏପରି ସତର୍କତାମୂଳକ ପଦକ୍ଷେପକୁ […]

ଭୁବନେଶ୍ବର: ବିଗତ ୧୫ ଦିନ ହେଲା କରୋନା ସଂକ୍ରମଣ ବୃଦ୍ଧି ପାଇଥିବାରୁ ରାଜଧାନୀବାସୀଙ୍କ ପାଇଁ ଭୁବନେଶ୍ବର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଶନିବାର ନୂଆଁ ଗାଇଡଲାଇନ୍‌ ଜାରି ହୋଇଛି। ଭୁବନେଶ୍ବର ମହାନଗର ନିଗମ ଅଞ୍ଚଳରେ ବସବାସ କରୁଥିବା ଲୋକ ଓ ଭୁବନେଶ୍ବରକୁ ବାହାରୁ ଆସୁଥିବା ଲୋକଙ୍କୁ ମାସ୍କ ପିନ୍ଧିବାକୁ ଅନୁରୋଧ କରାଯାଇଛି। ସମସ୍ତ ଦୋକାନ, ସପିଙ୍ଗମଲରେ ଗ୍ରାହକ ଓ ଦୋକାନୀ ମାସ୍କ ପିନ୍ଧିନଥିଲେ ପ୍ରବେଶ ନିଷେଧ କରାଯାଇଛି। ଦୋକାନ ବାହାରେ […]

ଭୁବନେଶ୍ବର: ଗତକାଲି ଭଳି ଆଜି ବି ହଜାରେ ଉପରେ ରହିଛି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ। ଗତକାଲି ୧୦୪୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୬୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୨୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୪୧ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୨୨ ଜଣ ୧୮ […]

ଭୁବନେଶ୍ବର: ଆଜି ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୦୦ ଉପରେ ରହିଛି। ଗତକାଲି ୭୪୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୦୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୭୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୩୩ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୭୧ ଜଣ ୧୮ ବର୍ଷରୁ କମ୍ […]

ଭୁବନେଶ୍ୱର: ରାଜ୍ୟରେ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୪୩ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଲଗାତାର କିଛି ଦିନ ଧରି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ଉପରେ ରହୁଥିବାବେଳେ ଆଜି ୭୦୦ ଉପରକୁ ଟପିଯାଇଛି। ଗତକାଲି ୫୦୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୪୩ ଜଣ କରୋନା ପଜିଟିଭ ଚିହ୍ନଟ […]

୩ ଦିନରେ ଟିକାକରଣ ତଥ୍ୟ ଦେବେ ସ୍କୁଲ ଭୁବନେଶ୍ବର : ସ୍କୁଲକୁ ଫେରିବ କରୋନା କଟକଣା। ରାଜଧାନୀର ସମସ୍ତ ସ୍କୁଲ କ୍ୟାମ୍ପସରେ ଛାତ୍ରଛାତ୍ରୀଙ୍କ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ହେବ। ଖାଦ୍ୟ ସାମଗ୍ରୀ ନେବା ସମୟରେ ଛାତ୍ରଛାତ୍ରୀ ଯେତେଦୂର ସମ୍ଭବ ଦୂରତା ରଖିବେ। ଥଣ୍ଡା, ଜ୍ବର, କାଶ ହେଉଥିବା ଛାତ୍ରଛାତ୍ରୀଙ୍କୁ ସ୍କୁଲକୁ ପ୍ରବେଶ ଲାଗି ଅନୁମତି ମିଳିବ ନାହିଁ। ପିଲାମାନେ ଯେପରି କ୍ୟାମ୍ପସରେ କଟକଣାକୁ ଠିକ୍‌ ଭାବେ ପାଳନ କରନ୍ତି ପ୍ରଧାନଶିକ୍ଷକ, […]

ଭୁବନେଶ୍ବର: ଚିନ୍ତା ବଢ଼ାଇଲାଣି ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରେ କରୋନା ସଂକ୍ରମଣ। କାରଣ ଆଜି ଆକସ୍ମିକ ଭାବେ ଏଦୁଇ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଛି। ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଜି ବି ୫୦୦ ଉପରେ ରହିଛି। ଗତ ୧୩ଦିନ ହେଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ତିନି ଅଙ୍କରୁ ତଳକୁ ଖସୁନଥିବା ବେଳେ ସୋମବାର ଦିନ ୫୭୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୫୭୬ ଜଣ […]

Social media & sharing icons powered by UltimatelySocial