କାଲି ବ୍ରହ୍ମପୁର,ନବରଙ୍ଗପୁରରେରେ ଦେବେ ଉଦ୍‌ବୋଧନ ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରାତିରେ ଦୁଇ ଦିନିଆ ଓଡ଼ିଶା ଗ୍ରସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ସ୍ଥାନୀୟ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ବାୟୁ ସେନାର ଏକ ସ୍ବତନ୍ତ୍ର ବିମାନରେ ପହଞ୍ଚିଲା ପରେ ବରିଷ୍ଠ ବିଜେପି ନେତାମାନେ ତାଙ୍କୁ ସ୍ବାଗତ ଜଣାଇଛନ୍ତି। ବିମାନବନ୍ଦର ବାହାରେ କଳାକାରମାନେ ପାରଂପରିକ ବାଦ୍ୟ, ନୃତ୍ୟ ଓ ଗୀତରେ ମୋଦୀଙ୍କୁ ସ୍ୱାଗତ କରାଯାଇଛି। ବିମାନବନ୍ଦରରୁ ପ୍ରଧାନମନ୍ତ୍ରୀ ମୋଦୀ […]

ଭୁବନେଶ୍ୱର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର। ସେ କିଛି ସମୟ ପୂର୍ବରୁ ଭୁବନେଶ୍ୱରରେ ପହଞ୍ଚିଛନ୍ତି। କେନ୍ଦ୍ର ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କରଙ୍କୁ ବିମାନବନ୍ଦରରେ ରାଜ୍ୟ ବିଜେପି ପକ୍ଷରୁ ଭବ୍ୟ ସ୍ୱାଗତ କରାଯାଇଛି। ଆଜି ଦିନ ୧୨ଟା ବେଳେ ଏସ୍ ଜୟଶଙ୍କରଙ୍କର ବିଭିନ୍ନ ସମ୍ବାଦପତ୍ରର ସଂପାଦକମାନଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ପରେ ବୁଦ୍ଧିଜୀବୀଙ୍କ ସହ ସମ୍ମିଳନୀ କରିବା ସହ ରାଜଧାନୀରେ ଏକ ସାମ୍ବାଦିକ ସମ୍ମିଳନୀ […]

ଭୁବନେଶ୍ୱର: ଟିକେଟ୍‌ ନମିଳିବା ପରେ ବିଜେଡିରୁ ଇସ୍ତଫା ଦେଲେ ଅନୁଭବ ପଟ୍ଟନାୟକ। ଖଣ୍ଡପଡା ଆସନରୁ ଟିକେଟ ଆଶାୟୀ ଥିବା ଅନୁଭବ ପଟ୍ଟନାୟକ, ଟିକେଟ୍ ପାଇବାରୁ ବଞ୍ଚିତ ହେବା ପରେ ଦଳରୁ ଇସ୍ତଫା ଦେଇଛନ୍ତି। ସେ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଇସ୍ତଫା ପତ୍ର ପଠାଇଛନ୍ତି। ନିଜ ଇସ୍ତଫା ପତ୍ରରେ ସେ ଲେଖିଛନ୍ତି, ଦୀର୍ଘ ୪୦ ବର୍ଷ ହେଲା ତାଙ୍କ ପରିବାର ଖଣ୍ଡପଡ଼ାରେ ଦଳର ସଙ୍ଗଠନକୁ ସୁଦୃଢ କରିବାକୁ […]

ଭୁବନେଶ୍ୱର: ବିଜେଡିର ବହୁ ପ୍ରତିକ୍ଷୀତ ଅବଶିଷ୍ଟ ୩ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ଆସନରୁ ବିଧାନସଭା ପ୍ରାର୍ଥୀ ଘୋଷଣା କରାଯାଇଛି। କୋରେଇରୁ ସନ୍ଧ୍ୟାରାଣୀ ଦାସ ପ୍ରାର୍ଥୀ ହୋଇଥିବାବେଳେ ଖଣ୍ଡପଡ଼ାରୁ ସାବିତ୍ରୀ ପ୍ରଧାନ ଏବଂ ନୀଳଗିରି ଆସନରୁ ସୁକାନ୍ତ କୁମାର ନାୟକଙ୍କୁ ପ୍ରାର୍ଥୀ କରାଯାଇଛି। ସନ୍ଧ୍ୟାରାଣୀ ଦାସ ବିଜେଡି ସଂଗଠନ ସମ୍ପାଦକ ବବି ଦାସଙ୍କ ମା’।ସେହିପରି ଦେବଗଡ଼ ‌ବିଧାନସଭା ଆସନରେ ପ୍ରାର୍ଥୀ ପରିବର୍ତ୍ତନ […]

ସମ୍ବଲପୁର: କଂଗ୍ରେସ ପକ୍ଷରୁ ସମ୍ବଲପୁର ଲୋକସଭା କ୍ଷେତ୍ରରେ ଦୁଲାଲ ଚନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ନଗେନ୍ଦ୍ର ପ୍ରଧାନଙ୍କୁ ପ୍ରାର୍ଥୀ କରାଯାଇଛି। କଂଗ୍ରେସ ଟିକେଟ ଦେଇ ଫେରାଇ ନେବାକୁ ନେଇ ଅସନ୍ତୁଷ୍ଟ ଥିବା ଦୁଲାଲ ଚନ୍ଦ୍ର ପ୍ରଧାନ ଦଳ ଛାଡ଼ିଛନ୍ତି। ସେ ନିଜର ଇସ୍ତଫାପତ୍ର ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡ଼ଗେଙ୍କ ନିକଟକୁ ପଠାଇଥିବା ଜଣାଯାଇଛି। ସୂଚନାଯୋଗ୍ୟ ଗତକାଲି ଭାରତୀୟ ଜାତୀୟ କଂଗ୍ରେସ ରବିବାର ୨ଟି ଲୋକସଭା ଆସନ ଓ ୮ଟି ବିଧାନସଭା ଆସନ […]

ଭୁବନେଶ୍ୱର : ବିଜେଡିର ଭୁବନେଶ୍ୱର ମଧ୍ୟ ବିଧାୟକ ପ୍ରାର୍ଥୀ ଅନନ୍ତ ନାରାୟଣ ଜେନା ଆଜି ୱାର୍ଡ-୪୦ରେ ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ ମାଧ୍ୟମରେ ନିର୍ବାଚନୀ ପ୍ରଚାର କରିଛନ୍ତି। ସ୍ଥାନୀୟ କର୍ପୋରେଟର ଆସୀୟା ବେଗମ୍‌ଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯକ୍ରମରେ ଶ୍ରୀ ଜେନା ୟୁନିଟ୍‌-୧ ସ୍ଥିତ ତାଟି ବିଜୁ ଆଦର୍ଶ କଲୋନିରୁ ନିର୍ବାଚନ ପ୍ରଚାର ଆରମ୍ଭ କରି ସମଗ୍ର ୟୁନିଟ୍-୧ ଅଞ୍ଚଳ ପରିକ୍ରମା କରିଥିଲେ। ବିଧାୟକ ପ୍ରାର୍ଥୀଙ୍କ ସହ ସାଂସଦ ପ୍ରାର୍ଥୀ […]

ଝାରସୁଗୁଡ଼ା/ସୋନପୁର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓଡ଼ିଶା ଗସ୍ତରେ ଆସିଛନ୍ତି। ଶ୍ରୀ ଶାହ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିଲା ପରେ ସେଠାରେ ସାଂସଦ ଜୁଏଲ ଓରାକ, ସୁରେଶ ପୂଜାରୀ ସ୍ୱାଗତ କରିଛନ୍ତି। ଝାରସୁଗୁଡ଼ାରୁ ଏକ ସ୍ୱତନ୍ତ୍ର ହେଲିକପ୍ଟରରେ ସୋନପୁର ଅଭିମୁଖେ ବାହାରିବେ। ସୋନପୁରରେ ସେ ବିଜୟ ସଂକଳ୍ପ ସମାବେଶରେ ଯୋଗଦେଇ ସମ୍ବୋଧିତ କରିବେ। ଶ୍ରୀ ଶାହ ସୋନପୁରରେ ନିର୍ବାଚନ ବିଗୁଲ୍‌ ଫୁଙ୍କିବେ। ବଲାଙ୍ଗୀର ଲୋକସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ସଂଗୀତା କୁମାରୀ […]

ସୁରତ : ଦେଶରେ ଲୋକସଭା ନିର୍ବାଚନ ଏଇ ମାତ୍ର ଆରମ୍ଭ ହୋଇଛି। ଫ​​ଳାଫଳ ପାଇଁ ଆମକୁ ଜୁନ ୪ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡ଼ିବ। ଏହା ସତ୍ତ୍ୱେ ବିଜେପି ଏବେଠାରୁ ନିଜର ଖାତା ଖୋଲିସାରିଲାଣି। ଗୁଜରାଟର ସୁରତ ଆସନରୁ ଛିଡ଼ା ହୋଇଥିବା ବିଜେପି ପ୍ରାର୍ଥୀ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି। ସୁରଟରେ ବିନା ପ୍ରତିଦ୍ୱନ୍ଦ୍ୱିତାରେ ନିର୍ବାଚିତ ହୋଇଥିବା ବିଜେପି ପ୍ରାର୍ଥୀ ହେଲେ ମୁକେଶ ଦଲାଲ। ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ଦିନରେ […]

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୪ରୁ ପ୍ରଚାର ମୈଦାନକୁ ଓହ୍ଲାଇବେ। ସେ ଗଂଜାମ ଜିଲ୍ଲା ହିଂଜିଳି ବିଧାନସଭା ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କରିବେ। ୨୪ ତାରିଖରେ ହିଂଜିଳି ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରଚାର କରିବାକୁ ଥିବା ବେଳେ ୨୫ ତାରିଖରେ ରାୟଗଡ଼ାରେ ପ୍ରଚାର କରିବାର ସୂଚନା ରହିଛି। ଗତଥର ଭଳି ଏଥର ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ବିଧାନସଭା ଆସନରୁ ନିର୍ବାଚନ ଲଢ଼ୁଛନ୍ତି। ନିଜର ପାରମ୍ପରିକ […]

ଭୁବନେଶ୍ୱର: ଦୁଇ ଦିନ ପୂର୍ବରୁ ବିଜୁ ଜନତା ଦଳ (ବିଜେଡି) ପଞ୍ଚମ ପର୍ଯ୍ୟାୟରେ ଯେତେବେଳେ ପ୍ରାର୍ଥୀ ଘୋଷଣା କରିଥିଲା, ସେହି ସମୟରେ ଟିକେଟ ନପାଇ ପୂର୍ବ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଭାବବିହ୍ଵଳ ହୋଇ କାନ୍ଦି ପକାଇଥିଲେ। କିନ୍ତୁ ଆଜି ବିଜେଡି ଜଣେ ମହିଳା ସରପଞ୍ଚ ଯେତେବେଳେ ଦଳର ବିଧାୟକ ପ୍ରାର୍ଥୀ ଘୋଷଣା କଳା, ସଂପୃକ୍ତ ଲୋକପ୍ରତିନିଧି ଜଣକ ନିଜର ଲୁହକୁ ଅଟକାଇ ପାରି ନଥିଲେ। ବିଜେଡି […]

Breaking News

Most Read

Social media & sharing icons powered by UltimatelySocial