ଭୁବନେଶ୍ବର: ଚିନ୍ତା ବଢ଼ାଇଲାଣି ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରେ କରୋନା ସଂକ୍ରମଣ। କାରଣ ଆଜି ଆକସ୍ମିକ ଭାବେ ଏଦୁଇ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଛି। ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଜି ବି ୫୦୦ ଉପରେ ରହିଛି। ଗତ ୧୩ଦିନ ହେଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ତିନି ଅଙ୍କରୁ ତଳକୁ ଖସୁନଥିବା ବେଳେ ସୋମବାର ଦିନ ୫୭୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୫୭୬ ଜଣ […]

ଭୁବନେଶ୍ବର: ରାଜଧାନୀରେ କରୋନା ସଂକ୍ରମଣ ବଢ଼ୁଥିବାରୁ ଭୁବନେଶ୍ୱର ମହାନଗରରେ ବିଏମସି କଟକଣାକୁ କଡ଼ାକଡ଼ି କରିଛି। ଏନେଇ ବିଏମସି ପକ୍ଷରୁ ଏକ ନୂଆ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏଥିରେ କୁହାଯାଇଛି ଯେ ଠେଲା ଜଳଖିଆ, ଚା, ଲସି ଓ ଗୁପଚୁପ୍ ଆଦି ଦୋକାନୀଙ୍କୁ ଭିଡ଼ କରିବା ମନା। ଦୋକାନୀ ଭିଡ଼ ସମ୍ଭାଳି ନ ପାରିଲେ ଖାଦ୍ୟ ପାର୍ସଲ ଦେବାକୁ ପରାମର୍ଶ ଦିଆଯାଇଛି। କୌଣସି ସପିଙ୍ଗ ମଲ୍ ଓ ଦୋକାନରେ ଭିଡ଼ ନ […]

ଭୁବନେଶ୍ବର: କୋଭିଡ୍ ରେଡ୍ ଜୋନରେ ରାଜ୍ୟର ତିନି ପ୍ରମୁଖ ସହର। ରାଜ୍ୟ ସରକାରଙ୍କ ପ୍ରଦତ୍ତ ସୂଚନା ଅନୁଯାୟୀ ରାଜଧାନୀ ଭୁବନେଶ୍ବର କୋଭିଡ୍ ରେଡ୍ ଜୋନକୁ ଫେରିଛି। ଏହାଛଡ଼ା ପୁରୀ ଓ କଟକ ଜିଲ୍ଲା ବି ରେଡ୍ ଜୋନରେ ସାମିଲ ହୋଇଛି। ରାଜଧାନୀ ଭୁବନେଶ୍ବରରେ ଟିପିଆର ରେଟ୍ ୧୦.୬ ରହିଛି। ଏଣେ କଟକରେ ଏହା ୮.୧ ଓ ପୁରୀରେ ୭.୭ ରହିଛି। ରାଜଧାନୀ‌ ରେଡ୍ ଜୋନରେ ଆସିବାର ସୂଚନା ପାଇ ଭୁବନେଶ୍ବରରେ […]

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଜି କମିଛି। ଗତ ୭ଦିନ ହେଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ତିନି ଅଙ୍କରୁ ତଳକୁ ଖସୁନଥିବା ବେଳେ ସୋମବାର ଦିନ ୨୪୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୩୪୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ମାତ୍ର ୨୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୪୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ […]

ଭୁବନେଶ୍ବର: ଆଜି କରୋନା ସଂକ୍ରମଣ ଲମ୍ବ ଡିଆଁ ମାରିଛି। ଗତକାଲି ୨୩୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୪୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୦୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୪୪ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୪୯ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର […]

ଭୁବନେଶ୍ବର: ଆଜି କରୋନା ସଂକ୍ରମଣ ପୁଣି ବଢ଼ିଛି। ଗତକାଲି ୨୦୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୩୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୯୬ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୩୦ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା […]

ବଢ଼ିଲା ଶଯ୍ୟା ସଂଖ୍ୟା, ବଢ଼ିବ ନମୁନା ପରୀକ୍ଷା,କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରସ୍ତୁତ ବିଏମ୍‌ସି ଭୁବନେଶ୍ୱର : ଭୁବନେଶ୍ବରକୁ ଫେରିଛି କରୋନା କଟକଣା। ସମସ୍ତେ ମାସ୍କ ପିନ୍ଧିବେ। ସାମାଜିକ ଦୂରତା ବି ରକ୍ଷା କରିବେ। ଏଭଳି କଟକଣାକୁ କଡ଼ାକଡ଼ି କରିଛି ବିଏମ୍‌ସି। ବେଶ୍‌ କିଛି ଦିନ ଫୁଙ୍ଗୁଳା ବୁଲିବା ପରେ ଏବେ ରାଜଧାନୀବାସୀ ପୁଣି କରୋନା କଟକଣାରେ ରୁନ୍ଧି ହେବାକୁ ଯାଉଛନ୍ତି। ବିଏମ୍‌ସି ଗାଇଡ୍‌ଲାଇନ୍‌ ଜାରି ହେବା ପରେ ବେଶି ଭୟଭୀତ ହୋଇଛନ୍ତି […]

ଭୁବନେଶ୍ବର: ଧୀରେ ଧୀରେ ବଢ଼ିବାରେ ଲାଗିଛି ରାଜ୍ୟରେ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୯୫ ଜଣ ସଂଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ୬୬ ଜଣ ସ୍ଥାନୀୟ ସଂକ୍ରମିତ। ୦-୧୮ ବର୍ଷ ମଧ୍ୟରେ ରହିଛନ୍ତି ୨୪ ଜଣ। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ କରୋନା ସଂକ୍ରମଣ ସଂଖ୍ୟା ୧୨୮୯୬୦୨ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ […]

ନୂଆଦିଲ୍ଲୀ: ଦେଶର କେତେକ ରାଜ୍ୟରେ କୋଭିଡ୍‌-୧୯ ମାମଲାରେ ବୃଦ୍ଧି ଘଟିଥିବା ବେଳେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡାଭିଆ ସୋମବାର କହିଛନ୍ତି ଯେ ମହାମାରୀ ଏପର୍ଯ୍ୟନ୍ତ ଶେଷ ହୋଇନାହିଁ ଏବଂ ଏଥିପାଇଁ ସଜାଗ ରହିବା ଏବଂ କୋଭିଡ-ଉପଯୁକ୍ତ ଆଚରଣ ଉପରେ ଗୁରୁତ୍ୱାରୋପ କରିବାର ଆବଶ୍ୟକତା ରହିଛି। ମନ୍ତ୍ରୀ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳଗୁଡ଼ିକୁ ନିରୀକ୍ଷଣ ଜାରି ରଖିବାକୁ ଏବଂ ଦେଶରେ ନୂତନ ଭାରିଆଣ୍ଟ ଚିହ୍ନଟ ପାଇଁ ଜିନୋମ୍‌ ସିକ୍ୱେନ୍‌ସିଂ ଉପରେ […]

ମୁମ୍ବାଇ: କୋଭିଡ୍‌-୧୯ ସଂକ୍ରମଣ ମାମଲା ହଠାତ୍‌ ବୃଦ୍ଧି ପାଇବାରୁ ଖୋଲା ସ୍ଥାନ ବ୍ୟତୀତ ବାକି ସମସ୍ତ ସର୍ବସାଧାରଣ ସ୍ଥାନ ଗୁଡ଼ିକରେ ମାସ୍କ୍‌ ପରିଧାନ କରିବା ପାଇଁ ମହାରାଷ୍ଟ୍ର ସରକାର ନାଗରିକମାନଙ୍କ ନିମନ୍ତେ ଆଦେଶ ଜାରି କରିଛନ୍ତି। ବଢ଼ି ଚାଲୁଥିବା କୋଭିଡ୍‌ ସଂକ୍ରମଣ ମାମଲା ସଂକ୍ରାନ୍ତରେ ରାଜ୍ୟ ସରକାର ଜିଲ୍ଲା କର୍ତ୍ତୃପକ୍ଷମାନଙ୍କ ଆଗରେ ଚିନ୍ତା ପ୍ରକଟ କରିଛନ୍ତି। ସର୍ବସାଧାରଣ ସ୍ଥାନଗୁଡ଼ିକରେ ମାସ୍କ୍‌ ପିନ୍ଧିବା ପାଇଁ ଆଦେଶ ଦେବା ସମେତ ସମସ୍ତ ଜିଲ୍ଲା […]

Most Read

Social media & sharing icons powered by UltimatelySocial