ମୁମ୍ବାଇ : ପୂର୍ବତନ କ୍ରିକେଟିୟର ଚେତନ ଶର୍ମାଙ୍କୁ ଚୟନ କମିଟିର ମୁଖ୍ୟ ନିଯୁକ୍ତ କରିଛି ବିସିସିଆଇ। ବିସିସିଆଇର କ୍ରିକେଟ ପରାମର୍ଶଦାତା କମିଟିର ପରାମର୍ଶକ୍ରମେ ଚେତନଙ୍କୁ ପୁଣି ଥରେ ଏହି ପଦରେ ନିଯୁକ୍ତ କରାଯାଇଛି। ଏହି ଚୟନ କମିଟିରେ ଓଡ଼ିଶାରୁ ଶିବସୁନ୍ଦର ଦାସ ସ୍ଥାନ ପାଇଛନ୍ତି। କମିଟିର ଅନ୍ୟ ସଦସ୍ୟମାନେ ହେଲେ ସଲିଲ ଆଙ୍କୋଲା, ସୁବ୍ରତ ବାନାର୍ଜୀ ଓ ଶ୍ରୀଧରନ ଶରତ। ଗତ ଟି-୨୦ ବିଶ୍ୱକପରେ ଭାରତୀୟ ଦଳ ବିଦା ହେବା […]
କ୍ରୀଡା
ଭୁବନେଶ୍ୱର: ଆସନ୍ତା ୧୩ ତାରିଖରୁ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ ଏବଂ ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଯାଉଛି ହକି ବିଶ୍ୱକପ୍। ଏଥିପାଇଁ ବିଭିନ୍ନ ସ୍ତରରେ ସବୁ ପ୍ରକାରର ବନ୍ଦୋବସ୍ତ କରାଯାଉଛି । ଏହି କ୍ରମରେ ପୁଲିସ କମିସନରେଟ୍ ପକ୍ଷରୁ ଜାରି ହୋଇଛି ଏକ ହେଲ୍ପ ଲାଇନ୍ ନମ୍ବର। ଏହି ନମ୍ବରଟି ହେଲା ୭୩୭୭୭୭୦୦୭୦। ହକି ବିଶ୍ୱକପକୁ ନେଇ ସମସ୍ତ ତଥ୍ୟ ଏହି ନମ୍ବରରେ ଥିବା ହ୍ବାଟ୍ସଆପ୍ ମେସେଞ୍ଜରରୁ […]
ନୂଆଦିଲ୍ଲୀ: ଦିଲ୍ଲୀରୁ ଫେରୁଥିବା ବେଳେ ଉତ୍ତରାଖଣ୍ଡର ରୂଡ଼କୀ ଅନ୍ତର୍ଗତ ନର୍ସାନ୍ ସୀମାନ୍ତ ନିକଟ ହମ୍ମାଦପୁର ଝାଲରେ ଭାରତୀୟ କ୍ରିକେଟ୍ ଖେଳାଳି ଋଷଭ ପନ୍ତ ଦୁର୍ଘଟଣାର ସମୁଖୀନ ହୋଇଥିଲେ। ସଡ଼କ ଡିଭାଇଡର୍ରେ ଧକ୍କା ଖାଇବା ପରେ ତାଙ୍କ କାର୍ରେ ନିଆଁ ଲାଗି ଜଳି ଯାଇଥିଲା। ସେ ପ୍ରାଣବିକଳରେ କାରର ସାମ୍ନା କାଚ ଭାଙ୍ଗି ବାହାରକୁ ବାହାରି ଘଟଣାସ୍ଥଳରେ ଉପସ୍ଥିତ ଥିବା ଲୋକଙ୍କୁ ନିଜ ପରିଚୟ ଦେଇ ସାହାଯ୍ୟ ପାଇଁ ଅନୁରୋଧ କରିଥିଲେ। […]
ଚେନ୍ନାଇ : ଓଡିଶାରେ ଆୟୋଜିତ ହେଉଥିବା ହକି ବିଶ୍ୱ କପ୍ ଲାଗି ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଆଜି ଚେନ୍ନାଇଠାରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍.କେ.ଷ୍ଟାଲିନ୍ଙ୍କୁ ସାକ୍ଷାତ କରି ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଆନୁଷ୍ଠାନିକ ଭାବେ ନିମନ୍ତ୍ରଣ ପତ୍ର ପ୍ରଦାନ କରିଛନ୍ତି। ସେ ତାମିଲନାଡୁର କ୍ରୀଡାମନ୍ତ୍ରୀ ଉଦୟନାଥ ଷ୍ଟାଲିନ୍ଙ୍କୁ ମଧ୍ୟ ନିମନ୍ତ୍ରଣ କରିଛନ୍ତି।ପ୍ରକାଶ ଥାଉକି ହକି ବିଶ୍ୱ କପ୍ ଲାଗି ଦେଶର ସମସ୍ତ ମୁଖ୍ୟମନ୍ତ୍ରୀମାନଙ୍କୁ […]
ଭୁବନେଶ୍ବର: ହକି ବିଶ୍ବକପ୍-୨୦୨୩ ପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ଭାରତୀୟ ପୁରୁଷ ହକି ଦଳ ‘ହକି ବିଶ୍ୱକପ୍’ ପାଇଁ ଆଜି ଓଡ଼ିଶାରେ ପହଞ୍ଚିଛି। ଭାରତୀୟ ହକି ଟିମ୍ ଭୁବନେଶ୍ବରରେ ପହଞ୍ଚିଛନ୍ତି। ଖେଳାଳିମାନେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଲା ପରେ ସେମାନଙ୍କୁ ସ୍ବାଗତ କରାଯାଇଥିଲା। ଭୁବନେଶ୍ଵର ବିମାନବନ୍ଦରରେ ଖେଳାଳିମାନେ ପହଞ୍ଚିଲା ପରେ ସେଠାରୁ ସିଧାସଳଖ ହୋଟେଲକୁ ଯାଇଥିଲେ। ସେଠାରେ ବିଶ୍ରାମ ନେବା ପରେ ପୁଣି ଖେଳାଳିମାନେ ରାଉରକେଲା ଅଭିମୁଖେ ବାହାରିଯିବେ। […]
ଭୁବନେଶ୍ୱର: ଦେଶର ବିଭିନ୍ନ ରାଜ୍ୟରେ ପରିକ୍ରମା କରିବା ପରେ ଆଜି ଭୁବନେଶ୍ୱରରେ ପହଞ୍ଚିଛି ହକି ବିଶ୍ୱକପର ଟ୍ରଫି। ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚିବା ପରେ ବିଭିନ୍ନ ବାଦ୍ୟର ତାଳେ ତାଳେ ଏହାକୁ ଭବ୍ୟ ସ୍ୱାଗତ କରାଯାଇଛି। ଟ୍ରଫିକୁ ସ୍ୱାଗତ କରିବାକୁ ହକି ଇଣ୍ଡିଆର ସଭାପତି ଦିଲୀପ ତିର୍କୀ, କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା ଓ ମନ୍ତ୍ରୀ ଅଶୋକ ପଣ୍ଡାଙ୍କ ସହ ମେୟର ସୁଲୋଚନା […]
ରାଉରକେଲା: ରାଉରକେଲାରେ ନବନିର୍ମିତ ବୀର୍ସା ମୁଣ୍ଡା ହକି ଷ୍ଟାଡିୟମରେ ପୁରୁଷ ହକି ବିଶ୍ବକପ୍ ମ୍ୟାଚ୍ ଖେଳାଯିବା ପୂର୍ବରୁ ଭାରତ ଓ କୋରିଆ କନିଷ୍ଠ ଦଳ ମଧ୍ୟରେ ରବିବାରଠାରୁ ୩ଟି ଟେଷ୍ଟ୍ ମ୍ୟାଚ୍ ଖେଳାଯିବ। ଏହା ପୂର୍ବରୁ ଗୁରୁବାର ଭାରତୀୟ ଦଳ ଅଭ୍ୟାସ ମ୍ୟାଚ୍ରେ ୭-୨ ଗୋଲ୍ରେ ସେଲ୍ ହକି ଏକାଡେମୀ(ରାଉରକେଲା)କୁ ପରାସ୍ତ କରିଥିବାବେଳେ ଶୁକ୍ରବାର କୋରିଆ ଦଳ ତା’ର ଅଭ୍ୟାସ୍ ମ୍ୟାଚ୍ରେ ଓଡ଼ିଶା ଦଳଠାରୁ ପରାସ୍ତ ହୋଇଛି।ଶୁକ୍ରବାର ସନ୍ଧ୍ୟାରେ ଷ୍ଟାଡିୟମ୍ର […]
ଟିମରେ ଓଡ଼ିଆ ପୁଅ ନକୁଳ ବଡ଼ନାୟକ ବେଙ୍ଗାଲୁରୁ : ଦୃଷ୍ଟିହୀନ ଟି-୨୦ କ୍ରିକେଟରେ ଭାରତ ବିଶ୍ବ ଚାମ୍ପିଅନ ହୋଇଛି। ବେଙ୍ଗାଲୁରୁର ଏନ.ଚିନ୍ନାସ୍ବାମୀ ଷ୍ଟାଡିୟମଠାରେ ଆଜି ଖେଳାଯାଇଥିବା ମ୍ୟାଚରେ ଭାରତ ବାଂଲାଦେଶକୁ ୧୨୦ ରନରେ ପରାସ୍ତ କରି ଏକ ବଡ଼ ବିଜୟ ହାସଲ କରିଛି। ପ୍ରଥମେ ବ୍ୟାଟିଂ କରି ଭାରତ ୨ ଓ୍ବିକେଟ ହରାଇ ୨୭୭ ରନ କରିଥିଲା। ଭାରତ ପକ୍ଷରୁ ରମେଶ ୧୬୩ ରନ କରିଥିବାବେଳେ ଅଜୟ ୧୦୦ ରନ […]
ରାଉରକେଲା: ହକି ବିଶ୍ୱକପ ଅବସରରେ ସୁନ୍ଦରଗଡ଼ ଜିଲ୍ଲାରେ ଆରମ୍ଭ ହୋଇଛି ଆନ୍ତଃମହାବିଦ୍ୟାଳୟ କ୍ରୀଡ଼ା ପ୍ରତିଯୋଗିତା। ଆଜି ରାଉରକେଲା ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ ପଡ଼ିଆଠାରେ ଏହି କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଛି। ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ତଥା ମହାନଗର ନିଗମ କମିଶନର ଡାକ୍ତର ଶୁଭଙ୍କର ମହାପାତ୍ର ପତାକା ଉତ୍ତୋଳନ କରି ଏହାକୁ ଉଦଘାଟନ କରିଛନ୍ତି। ରାଉରକେଲାଠାରେ ଅନୁଷ୍ଠିତ ଏହି କ୍ରୀଡ଼ା କାର୍ଯ୍ୟକ୍ରମରେ ପାନପୋଷ ଉପଖଣ୍ଡର ପ୍ରାୟ ୫୦ଟି କଲେଜର ଛାତ୍ରଛାତ୍ରୀମାନେ ଭାଗ ନେଇଥିଲେ। […]
ନୂଆଦିଲ୍ଲୀ : ପ୍ରଥମ ୨ଟି ମ୍ୟାଚ ହାରି ସିରିଜ୍ ହାରିଯାଇଥିବା ଭାରତୀୟ ଦଳ ଚଟ୍ଟଗ୍ରାମରେ ଅନୁଷ୍ଠିତ ୩ୟ ଦିନିକିଆରେ ରନର ପାହାଡ଼ ଛିଡ଼ା କରିଛି। ଇଶାନ କିଷନଙ୍କ ବିସ୍ଫୋରକ ଦ୍ୱିଶତକ ଓ ବିରାଟ କୋହଲିଙ୍କ ଶତକ ବଳରେ ଭାରତ ବାଂଲାଦେଶ ଆଗରେ ୪୧୦ ରନର ଲକ୍ଷ୍ୟ ଧାର୍ଯ୍ୟ କରିଛି। ଏହି ମ୍ୟାଚରେ ବାଂଲାଦେଶ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ ଆରମ୍ଭ କରିଥିବା ଭାରତ […]