ଆଜି ମୁଖ୍ୟମନ୍ତ୍ରୀଙ୍କ ରାଉରକେଲା ଗସ୍ତ

ମୁଖ୍ୟମନ୍ତ୍ରୀଙ୍କ ରାଉରକେଲା ଗସ୍ତ

ସର୍ବବୃହତ୍‌ ହକି ଷ୍ଟାଡିୟମର ଶିଳାନ୍ୟାସ କରିବେ

ରାଉରକେଲା : ଇସ୍ପାତ ସହର ରାଉରକେଲାରେ ଆଜି ପହଞ୍ଚିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ବିପିୟୁଟି ପରିସର‌ରେ ଦେଶର ସର୍ବବୃହତ୍‌ ହକି ଷ୍ଟାଡିୟମର ଭିତ୍ତିପ୍ରସ୍ତର କରିବେ। ନିର୍ମାଣ ହେବାକୁ ଯାଉଥିବା ଏହି ଅତ୍ୟାଧୁନିକ ଷ୍ଟାଡିୟମରେ ଏକକାଳୀନ ୨୦ ହଜାର ଦର୍ଶକ ବସି ଖେଳ ଉପଭୋଗ କରିପାରିବେ। ଏଥିସହ ମୁଖ୍ୟମନ୍ତ୍ରୀ ଜିଲ୍ଲାର ମୋଟ ୪, ୮୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି।

Share Now:

Kalinga News Beuro

Next Post

ଆଜି ଶ୍ରୀଜଗନ୍ନାଥଙ୍କ ରଥକାଠ ଅନୁକୂଳ: ପୂଜା ହେବ ତିନି ଧଉରା କାଠ

Tue Feb 16 , 2021
ପୁରୀ :‌ ରଥଯାତ୍ରାର ଆଦ୍ୟପର୍ବ ରଥକାଠ ଅନୁକୂଳ ନୀତି ପରମ୍ପରା ମୁତାବକ ଆଜି (ମଙ୍ଗଳବାର) ପବିତ୍ର ବସନ୍ତ ପଞ୍ଚମୀ‌ରେ ଅନୁଷ୍ଠିତ ହେବ। ଏହି ଉପଲକ୍ଷେ ଶ୍ରୀମନ୍ଦିର ସମୁଖସ୍ଥ ରଥଖଳା ପ୍ରସ୍ତୁତ ହୋଇଛି। ପରମ୍ପରା ଅନୁଯାୟୀ, ଶ୍ରୀମନ୍ଦିର କାର୍ଯ୍ୟାଳୟ ସମୁଖ ରଥଖଳାରେ ତିନି ରଥ ପାଇଁ ତିନୋଟି କାଠକୁ ପୂଜାର୍ଚ୍ଚନା ହେବ। ଶ୍ରୀମନ୍ଦିର କାର୍ଯ୍ୟାଳୟ ସମୁଖରେ ବାରିକେଡ୍ ପକାଇ ତିନି ରଥକାଠକୁ ଅଲଗା ରଖାଯାଇଛି। ପୂଜାର୍ଚ୍ଚନା ପାଇଁ ଆବଶ୍ୟକ ଜାଗା ବି […]
ରଥକାଠ ଅନୁକୂଳ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial