ରାୟଗଡ଼ ବ୍ଲକର କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ରାୟଗଡ଼ ବ୍ଲକରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ କେ.ନାଗେଶ୍ବର ସେନାପତିଙ୍କ ଘରେ ଭିଜିଲାନ୍ସ ଚଢାଉ ଜାରି ରହିଥିବାର ଖବର ମିଳିଛି। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପାରଳାଖେମୁଣ୍ଡି ଓ ବ୍ରହ୍ମପୁର ଭିଜିଲାନ୍ସର ମିଳିତ ଚଢାଉ ଜାରି ରହିଛି।

ଭିଜିଲାନ୍ସ ବିଭାଗର ୬ଟି ଟିମ୍ ପାରଳାଖେମୁଣ୍ଡିସ୍ଥିତ ଜଗନ୍ନାଥ ବିହାରରେ ଥିବା କେ.ନାଗେଶ୍ବର ସେନାପତିଙ୍କ ବାସଭବନ, ବ୍ରହ୍ମପୁରସ୍ଥିତ ତାଙ୍କ ଶାଳକଙ୍କ ଘର, ଆସିକାସ୍ଥିତ ପୈତୃକ ବାସଭବନ, ରାୟଗଡ଼ ଅଫିସ ଓ ଛଅ ମାଇଲଠାରେ ପାର୍ଟନରସିପରେ ଚାଲିଥିବା ଇଟା ଫ୍ୟାକ୍ଟ୍ରି ଉପରେ ଚଢାଉ ଜାରି ରଖିଛି ଭିଜିଲାନ୍ସ ଟିମ୍।

Share Now:

Kalinga News Beuro

Next Post

ନାବାଳିକା ସହିତ ଦୁଷ୍କର୍ମକରି ଯୁବକ ଗିରଫ

Tue Mar 2 , 2021
ଜଗତପୁର: ନାବାଳିକାର ଅନିଚ୍ଛା ସତ୍ୱେ ତା ସହିତ ଶାରୀରିକ ସମ୍ପର୍କ ରଖିବା ଏବଂ ଏହାର ପ୍ରତିବାଦ କରିବାରୁ, ବିଭିନ୍ନ ପ୍ରକାରର ଶାରୀରିକ ଓ ମାନସିକ ନିର୍ଯାତନା ଦେବା ଅଭିଯୋଗରେ ଜଗତପୁର ଥାନା ପୁଲିସ ବିଭିନ୍ନ ଦଫା ସହିତ ପୋକ୍ସ ଦଫା ଅନୁଯାୟୀ ଗିରଫ କରି କୋର୍ଟ ଚାଲାଣ କରିଛିl ଅଭିଯୁକ୍ତ ଯୁବକ ଜଗତପୁର ଥାନା ନିମପୁର ବିଜୁବାବୁ କଲୋନୀର ବିକାଶ ନାଏକ। ପ୍ରାପ୍ତ ସୂଚନା ମୁତାବକ ଅଭିଯୁକ୍ତ ବିକାଶ ସେହି […]
ମାଆ ସାଜିଲା ପିଶାଚୀନି

ଆହୁରି ପଢ଼ନ୍ତୁ

Most Read

Social media & sharing icons powered by UltimatelySocial