ପୁଲିସ ଜୁଲମ ପ୍ରତିବାଦରେ ରାସ୍ତାରେ ପରିବା ଢାଳିଲେ ଚାଷୀ

ପୁଲିସ ଜୁଲମ ପ୍ରତିବାଦରେ ରାସ୍ତାରେ ପରିବା ଢାଳିଲେ ଚାଷୀ

ବାଲିପାଟଣା: ପୁଲିସ ଜୁଲମ ପ୍ରତିବାଦରେ ରାସ୍ତାରେ ପରିବା ଢାଳିଲେ ଚାଷୀ। ଅଠାନ୍ତର ବନମାଳୀପୁର ରାସ୍ତା ଅବରୋଧ କଲେ ଲୋକେ। ବାଲିପାଟଣା ଧାନହରା ସାପ୍ତାହିକ ହାଟରେ କିଛି ବ୍ୟବସାୟୀ ସାମାଜିକ ନିୟମ ଉଲ୍ଲଘଂନ କରିଥିଲେ। ବାଲିପାଟଣା ଥାନା ପୁଲିସ ସେମାନଙ୍କୁ ତାଗିଦ କରିବା ସହ ପନିପରିବା ଫୋପଡ଼ା ଫିଙ୍ଗା କରିଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଏହାକୁ ପ୍ରତିବାଦ କରି ଚାଷୀମାନେ ଅଠାନ୍ତର-ବନମାଳିପୁର ରାସ୍ତା ଧାନହରା ଛକରେ ପନିପରିବା ରଖି ରାସ୍ତାରୋକ କରିଛନ୍ତି।

Share Now:

Kalinga News Beuro

Next Post

ଦେଶରେ ଉପଲବ୍ଧ ହେବ ୨୧୬ କୋଟି ଡୋଜ୍ ଟିକା

Thu May 13 , 2021
ଅଗଷ୍ଟରୁ ଦୂର ହେବ ଦେଶର ଟିକା ଅଭାବ ନୂଆଦିଲ୍ଲୀ : ଆସନ୍ତା ଅଗଷ୍ଟ ରୁ ଡିସେମ୍ବର ମଧ୍ୟରେ ଦେଶରେ ଥିବା କରୋନା ଟିକାର ଅଭାବ ଦୂର ହୋଇଯ଼ିବ। ଏହି ସମୟ ସୁଦ୍ଧା ଦେଶରେ ପ୍ରାୟ ୨୧୬ କୋଟି ଡୋଜ୍ ଟିକା ଉପଲବ୍ଧ ହୋଇଥିବା ଆଶା କରାଯ଼ାଉଛି ବୋଲି ସରକାରଙ୍କ କୋଭିଡ ଟାସ୍କଫୋର୍ସର ମୁଖ୍ୟ ଡ.ଭି.କେ. ପଲ କହିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟର ସାମ୍ବାଦିକ ସମ୍ମିଳନୀରେ ସେ ସୂଚନା ଦେଇଛନ୍ତି ଯ଼େ […]
ଅଗଷ୍ଟରୁ ଦୂର ହେବ ଦେଶର ଟିକା ଅଭାବ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial