କୋଟିଆରେ ଆନ୍ଧ୍ରର ନିର୍ବାଚନକୁ ବେଆଇନ ଘୋଷଣା କଲେ ଆନ୍ଧ୍ର ହାଇକୋର୍ଟ

କୋଟିଆରେ ଆନ୍ଧ୍ରର ନିର୍ବାଚନକୁ ବେଆଇନ ଘୋଷଣା କଲେ ଆନ୍ଧ୍ର ହାଇକୋର୍ଟ

ଭୁବନେଶ୍ବର : କୋଟିଆରେ ଆନ୍ଧ୍ରର ଜିଲ୍ଲା ପରିଷଦ ନିର୍ବାଚନକୁ ବେଆଇନ ଘୋଷଣା କଲେ ଆନ୍ଧ୍ର ହାଇକୋର୍ଟ। ନିୟମ ଅନୁଯାୟୀ ନିର୍ବାଚନ କରାଯାଇ ନଥିବାରୁ ନିର୍ବାଚନ ରଦ୍ଦ କଲେ ହାଇକୋର୍ଟ। ନିର୍ବାଚନ ପାଇଁ ନିୟମ ଉଲ୍ଲଘଂନ ଆଣିଥିଲେ ଟିଡିପି ଓ ବିଜେପି। ଆନ୍ଧ୍ର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ଟିଡିପି ଓ ବିଜେପି। ଅଭିଯୋଗ ପରେ ଆବେଦନର ଶୁଣାଣି କରି ଜିଲ୍ଲା ପରିଷଦ ନିର୍ବାଚନକୁ ରଦ୍ଦ କଲେ ଖଣ୍ଡପୀଠ। କୋଟିଆରେ ଆନ୍ଧ୍ରର ଏହି ନିର୍ବାଚନକୁ ରାଜ୍ୟ ସରକାର ମଧ୍ୟ ବିରୋଧ କରିଥିଲେ।

Share Now:

Kalinga News Beuro

Next Post

ମୁଖ୍ୟ ଶାସନ ସଚିବଙ୍କ ବାତ୍ୟା ମୁକାବିଲା ନେଇ ଉଚ୍ଚସ୍ତରୀୟ ବୈଠକ

Fri May 21 , 2021
ଯ଼ୋଗ ଦେଲେ ସ୍ବତନ୍ତ୍ର ରିଲିଫ କମିଶନର, ୧୦ ଜିଲ୍ଲାର ଜିଲ୍ଲାପାଳ ଭୁବନେଶ୍ବର : ସମ୍ଭାବ୍ୟ ବାତ୍ୟା ମୁକାବିଲାକୁ ନେଇ ନେଇ ଆଜି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଭିଡିଓ କନଫରେନ୍ସିଂ ଜରିଆରେ ଏକ ଉଚ୍ଚସ୍ତରୀୟ ବୈଠକ ଡକାଇ ସ୍ଥିତିର ସମୀକ୍ଷା କରିଛନ୍ତି। ଏହି ବୈଠକରେ ସ୍ବତନ୍ତ୍ର ରିଲିଫ କମିଶନର, ବିଭିନ୍ନ ବିଭାଗର ସଚିବ, ଏନଡିଆରଏଫର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ଏହା ସହିତ ପ୍ରଭାବିତ ହେବାକୁ ଥିବା ୧୦ […]
ବାତ୍ୟା ୟାସ୍ ୨୬ ସକାଳେ ସ୍ଥଳଭାଗ ଛୁଇଁବ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial