ପଣ୍ଡ ହେଲା ଲୁଟ ଉଦ୍ୟମ: ୨ ଏଟିଏମ ଲୁଟେରାଙ୍କୁ ଗିରଫ କଲା ଲିଙ୍ଗରାଜ ଥାନା ପୁଲିସ

୨ ଏଟିଏମ ଲୁଟେରା ଗିରଫ

ଭୁବନେଶ୍ୱର: ୨ ଏଟିଏମ ଲୁଟେରା ଗିରଫ। ଓଲଡ଼ଟାଉନରେ ଥିବା ଏସବିଆଇ ଏଟିଏମ ଲୁଟ କରିବାକୁ ଉଦ୍ୟମ କରିଥିବା ୨ଲୁଟେରାଙ୍କୁ ଗିରଫ କରିଛି ଲିଙ୍ଗରାଜ ଥାନା ପୁଲିସ। ସୂଚନା ମୁତାବକ, ୨ ଏଟିଏମ ଲୁଟେରା ଏସବିଆଇ ଏଟିଏମ ଭାଙ୍ଗି ଲୁଟ କରୁଥିବା ବେଳେ ଲୁଟେରାକୁ କାବୁ କରିଥିଲେ ସ୍ଥାନୀୟ ଲୋକେ। ବଢ଼େଇବାଙ୍କ ଛକ ନିକଟରେ ଥିବା ଏଟିଏମ ଆଗରେ ଲୁଟେରାକୁ ଧରିଥିଲେ ସ୍ଥାନୀୟ ଲୋକେ। ଏନେଇ ଲିଙ୍ଗରାଜ ଥାନା ପୁଲିସକୁ ଖବର ଦିଆଯିବା ପରେ ପୁଲିସ ଘଟାଣସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ୨ଲୁଟେରାଙ୍କୁ ଗିରଫ କରିଥିବା ଜଣାପଡ଼ିଛି।

Share Now:

Kalinga News Beuro

Next Post

କମିବ କୋଭିସିଲଡ୍ ଟିକାର ମାତ୍ରା ବ୍ୟବଧାନ: ନିଷ୍ପତ୍ତି ଖୁବଶୀଘ୍ର

Thu Aug 26 , 2021
ନୂଆଦିଲ୍ଲୀ : କୋଭିସିଲ୍ଡର ଦୁଇଟି ମାତ୍ରା ମଧ୍ୟରେ ବ୍ୟବଧାନକୁ କମାଇବାକୁ କେନ୍ଦ୍ର ସରକାର ବିଚାର କରୁଛନ୍ତି। ଏ ପ୍ରସଙ୍ଗରେ ଖୁବଶୀଘ୍ର ଟାକା ସମ୍ପର୍କିତ ଜାତୀୟ ବୈଷୟିକ ପରାମର୍ଶଦାତା କମିଟିର ବୈଠକରେ ଆଲୋଚନା କରାଯିବ। କମିଟିର ସୁପାରିଶ ଆସିବା ପରେ ସରକାର ନିଷ୍ପତ୍ତି ନେଇପାରନ୍ତି ବୋଲି ଗଣମାଧ୍ୟମ ରିପୋର୍ଟରୁ ଜଣାପଡ଼ିଛି। ଚଳିତ ମାସ ପ୍ରାରମ୍ଭରେ ସରକାରଙ୍କ କୋଭିଡ୍-୧୯ କାର୍ଯ୍ୟଗୋଷ୍ଠୀର ଅଧ୍ୟକ୍ଷ ଡ.ଏନ.କେ. ଆରୋରା କହିଥିଲେ ଯେ ସରକାର ଦୁଇଟି କୋଭିସିଲଡ ମାତ୍ରା […]
କୋଭିସିଲଡ୍ ଟିକା

ଆହୁରି ପଢ଼ନ୍ତୁ

Breaking News

Most Read

Social media & sharing icons powered by UltimatelySocial