ଜଙ୍ଗଲରେ ହାତୀର ମୃତଦେହ ଠାବ

ହାତୀର ମୃତଦେହ ଠାବ

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା ବାଙ୍କୀ ରେଞ୍ଜର ବାଙ୍କୀ ନିକଟସ୍ଥ ଟୁଁଗୁରି ଜଙ୍ଗଲରେ ଏକ ଦନ୍ତା ହାତୀର ମୃତଦେହ ଠାବ ହୋଇଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛିl ହାତୀଟି ମରି ପଡ଼ିଥିବା ଦେଖି ସ୍ଥାନୀୟ ଲୋକ ବନ ବିଭାଗକୁ ଖବର ଦେଇଥିଲେ। ସୂଚନା ପାଇ ରାଉରକେଲା ବନଖଣ୍ଡ ଅଧିକାରୀ ଯଶୋବନ୍ତ ସେଠୀ, ଏସିଏଫ ଓ ରେଞ୍ଜର ପହଁଚି ତଦନ୍ତ ଆରମ୍ଭ କରିଛନ୍ତି l ତଦନ୍ତ ପରେ ହାତୀ ମୃତ୍ୟୁର କାରଣ ଜଣାପଡ଼ିବ l

Share Now:

Kalinga News Beuro

Next Post

କେନ୍ଦ୍ରାପଡ଼ା ଗସ୍ତରେ ଦୁଇ କେନ୍ଦ୍ର ମନ୍ତ୍ରୀ: କେନ୍ଦ୍ରସରକାରଙ୍କ ଜନହିତକର ଯୋଜନା ରୂପାୟନର କରିବେ ଅନୁଧ୍ୟାନ

Sat Sep 10 , 2022
ଭୁବନେଶ୍ୱର: ଭୁବନେଶ୍ୱର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରେ ଦୁଇ କେନ୍ଦ୍ର ମନ୍ତ୍ରୀ ପହଞ୍ଚିଛନ୍ତି। କେନ୍ଦ୍ର ଶ୍ରମ ଓ ନିୟୋଜନ ମନ୍ତ୍ରୀ ଭୂପେନ୍ଦ୍ର ଯାଦବ ଏବଂ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ତଥା କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ନିଶିଥ ପ୍ରାମାଣିକ ପହଞ୍ଚି କେନ୍ଦ୍ରାପଡ଼ା ଅଭିମୁଖେ ଯାଇଛନ୍ତି। ସେଠାରେ ଦଳୀୟ ସାଙ୍ଗଠନିକ ସ୍ଥିତି ସମ୍ପର୍କରେ ଉଭୟେ ସମୀକ୍ଷା କରିବେ। ଏଥିସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ଜନହିତକର ଯୋଜନାର କିଭଳି ରୂପାୟନ ହେଉଛି, […]
କେନ୍ଦ୍ରାପଡ଼ା ଗସ୍ତରେ ଦୁଇ କେନ୍ଦ୍ର ମନ୍ତ୍ରୀ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial