ବିଜେବି କଲେଜରେ ଗଣ୍ଡଗୋଳ ଘଟଣା: ୨ ନାବାଳକ ସମେତ ୪ ଛାତ୍ର ଥାନାରେ ଅଟକ

୨ ନାବାଳକ ସମେତ ୪ ଛାତ୍ର ଥାନାରେ ଅଟକ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ବକ୍ସି ଜଗବନ୍ଧୁ ବିନାୟକ (ବିଜେବି) କଲେଜରେ ଆଜି ଦେଖାଯାଇଥିବା ଗଣ୍ଡଗୋଳ ଘଟଣାରେ ବରଗଡ଼ ପୁଲିସ ୪ ଜଣ ଅଭିଯୁକ୍ତ ଛାତ୍ରଙ୍କୁ ଅଟକ ରଖି ପଚରାଉଚରା କରୁଛି। ଅଟକଙ୍କ ମଧ୍ୟରେ ୨ ଜଣ ସାବାଳକ ଓ ଅନ୍ୟ ୨ ଜଣ ନାବାଳକ ଥିବା ଜଣାଯାଇଛି। ପ୍ରେମ ବ୍ୟାପାରକୁ କେନ୍ଦ୍ର କରି ଏହି ଗଣ୍ଡଗୋଳ ହୋଇଥିଲା ବୋଲି ପୁଲିସ କହିଛି। ଦ୍ୱିତୀୟ ବର୍ଷର ଛାତ୍ରମାନେ ପ୍ରଥମ ଶ୍ରେଣୀ ଛାତ୍ରକୁ ମାଡ଼ ମାରି ଲହୁଲୁହାଣ କରିଥିଲେ। ଫଳରେ ଯୁକ୍ତ ଦୁଇ ପ୍ରଥମ ବର୍ଷର ଛାତ୍ର ଗୁରୁତର ହୋଇଥିଲେ। ଛାତ୍ରଛାତ୍ରୀଙ୍କ ପରିବାର ଲୋକେ ଏନେଇ ବଡଗଡ଼ ଥାନାରେ ଅଭିଯୋଗ କରିଥିଲେ। ମାଡ଼ ମାରିବା ବେଳର ଭିଜୁଆଲ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଥିଲା।

Share Now:

Kalinga News Beuro

Next Post

ହକି ପାଇଁ ହେଲ୍ପ ଲାଇନ୍ ନମ୍ବର ଜାରି କଲା କମିସନରେଟ ପୁଲିସ

Wed Jan 4 , 2023
ଭୁବନେଶ୍ୱର: ଆସନ୍ତା ୧୩ ତାରିଖରୁ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ ଏବଂ ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଯାଉଛି ହକି ବିଶ୍ୱକପ୍। ଏଥିପାଇଁ ବିଭିନ୍ନ ସ୍ତରରେ ସବୁ ପ୍ରକାରର ବନ୍ଦୋବସ୍ତ କରାଯାଉଛି । ଏହି କ୍ରମରେ ପୁଲିସ କମିସନରେଟ୍ ପକ୍ଷରୁ ଜାରି ହୋଇଛି ଏକ ହେଲ୍ପ ଲାଇନ୍ ନମ୍ବର। ଏହି ନମ୍ବରଟି ହେଲା ୭୩୭୭୭୭୦୦୭୦। ହକି ବିଶ୍ୱକପକୁ ନେଇ ସମସ୍ତ ତଥ୍ୟ ଏହି ନମ୍ବରରେ ଥିବା ହ୍ବାଟ୍‌ସଆପ୍‌ ମେସେଞ୍ଜରରୁ […]
ହକି ବିଶ୍ବକପ୍‌ ପାଇଁ ହେଲ୍ପ ଲାଇନ୍ ନମ୍ବର

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial