ପ୍ରଫେସର ପ୍ରସନ୍ନ କୁମାର ସ୍ୱାଇଁ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ନୂତନ କୁଳପତି

ପ୍ରଫେସର ପ୍ରସନ୍ନ କୁମାର ସ୍ବାଇଁ

ଭୁବନେଶ୍ୱର: ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଓଡ଼ିଆ ବିଭାଗ ମୁଖ୍ୟ ପ୍ରଫେସର ପ୍ରସନ୍ନ କୁମାର ସ୍ୱାଇଁ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ ହୋଇଛନ୍ତି। ଓଡ଼ିଶାର ରାଜ୍ୟପାଳ ଏବଂ ବିଶ୍ୱବିଦ୍ୟାଳୟର କୁଳାଧିପତି ପ୍ରଫେସର ଗଣେଶୀ ଲାଲ ତିନି ବର୍ଷ ପାଇଁ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର କୁଳପତି ଭାବରେ ପ୍ରଫେସର ପ୍ରସନ୍ନ କୁମାର ସ୍ୱାଇଁଙ୍କୁ ନିଯୁକ୍ତ କରିଛନ୍ତି। ପ୍ରଫେସର ସ୍ୱାଇଁଙ୍କର ୩୧ ବର୍ଷର ଶିକ୍ଷାଦାନ ଅଭିଜ୍ଞତା ଅଛି। ସେ ଦଶଟି ପୁସ୍ତକ ରଚନା କରିଛନ୍ତି ଏବଂ ସଫଳତାର ସହିତ ଦୁଇ ଡିଲିଟ୍, ୧୫ ପିଏଚଡି ଏବଂ ୫୬ ଏମଫିଲ୍ ସ୍କଲାରମାନଙ୍କୁ ଗାଇଡ୍ କରିଛନ୍ତି।

Share Now:

Kalinga News Beuro

Next Post

ଗୋପନରେ କିବ୍ ଗସ୍ତ କଲେ ଆମେରିକା ରାଷ୍ଟ୍ରପତି ବାଇଡେନ

Mon Feb 20 , 2023
ନୂଆଦିଲ୍ଲୀ : ଆସନ୍ତା ୨୪ ତାରିଖରେ ୟୁକ୍ରେନ ଉପରେ ରୁଷ ଆକ୍ରମଣକୁ ଏକ ବର୍ଷ ପୂରଣ ହେବ। ଏହା ପୂର୍ବରୁ ପାଶ୍ଚାତ୍ୟ ଦେଶମାନେ ୟୁକ୍ରେନ ପଛରେ ନିଜର ସମର୍ଥନକୁ ପ୍ରମାଣିତ କରିବାକୁ ପୋଲାଣ୍ଡର ଓ୍ବାର୍ସାଠାରେ ଏକାଠି ହୋଇଛନ୍ତି। ଏହି ବୈଠକରେ ଯୋଗ ଦେବାକୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ସୋମବାରଦିନ ପୋଲାଣ୍ଡ ଗସ୍ତରେ ଯାଇଛନ୍ତି। କିନ୍ତୁ ପୋଲାଣ୍ଡରୁ ସେ ଗୋପନରେ ୟୁକ୍ରେନର ରାଜଧାନୀ କିବ୍ ଗସ୍ତ କରିଥିବା ଆଲୋଚନା ହେଉଛି। […]
ଗୋପନ କିବ୍ ଗସ୍ତରେ ଆମେରିକା ରାଷ୍ଟ୍ରପତି ବାଇଡେନ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial