ଧସିଲା ରଘୁବାରି ଘାଟି: ୪୦ ଖଣ୍ଡ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ

ରାୟଗଡ଼ା: ଲଗାଣ ବର୍ଷା ଯୋଗୁଁ ରାୟଗଡ଼ା ଜିଲ୍ଲା ରଘୁବାରି ଘାଟି ଧସିଯାଇଛି। ଘାଟି ଧସି ଯବାରୁ ରଘୁବାରି ଓ ଡିମିରିଗୁଡ଼ା ଅଞ୍ଚଳର ପ୍ରାୟ ୪୦ ଖଣ୍ଡ ଗାଁର ପାଞ୍ଚ ହଜାରରୁ ଅଧିକ ଲୋକ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ଯାଇଛନ୍ତି।

ରଘୁବାରିରୁ ପାତରପଡ଼ା, ହରିପୁର ଓ ଡିମିରିଗୁଡ଼ା ରାସ୍ତା ଧସି ହୋଇ ଯାଇଛି। ଫଳରେ ସ୍ଥାନୀୟ ଅଞ୍ଚଳରେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରିକି ଅମ୍ବାଦଳାକୁ ଯାଇଥିବା ଲୋକେ ନିଜ ଗାଁକୁ ଫେରି ପାରୁ ନାହାନ୍ତି। ମୁନିଗୁଡ଼ା କିମ୍ବା ଅନ୍ୟ କୌଣସି ସ୍ଥାନକୁ ମଧ୍ୟ ଲୋକେ ଜରୁରୀ କାମରେ ଯାଇ ପାରୁ ନ ଥିବା ଜଣାପଡ଼ିଛି।

Share Now:

Kalinga News Beuro

Leave a Reply

Next Post

‘ହାର୍‌ ନେହିଁ ମାନୁଙ୍ଗା…’ କହୁଥିବା ଭାରତୀୟ ରାଜନୀତିର ଏହି ଅଜାତଶତ୍ରୁ କାଳ ନିକଟରେ ହାରିଗଲେ : ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପରଲୋକ

Thu Aug 16 , 2018
ନୂଆଦିଲ୍ଲୀ: ଅଟଳ ବିହାରୀ ବାଜପେୟୀ; ଭାରତୀୟ ରାଜନୀତିର ଅଜାତଶତ୍ରୁ। ସେ ଥିଲେ ଏପରି ଜଣେ ବ୍ୟକ୍ତିତ୍ୱ, ଯାହାଙ୍କୁ ରାଜନୈତିକ ବିରୋଧୀମାନେ ମଧ୍ୟ ପସନ୍ଦ କରିବା ସହିତ ପ୍ରଶଂସା କରୁଥିଲେ। ଏହା ସାଂପ୍ରତିକ ଭାରତ ଇତିହାସରେ ବାଜପେୟୀଙ୍କୁ ଜଣେ ବିରଳ ରାଜନେତାର ସ୍ଥାନ ଦେଇଛିି। ନିଜର ଦୀର୍ଘ ରାଜନୈତିକ ଜୀବନରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କର ବିଭିନ୍ନ ରାଜନୈିତକ ଦଳର ନେତାଙ୍କ ସହିତ ଆଦର୍ଶଗତ ପାର୍ଥକ୍ୟ ଥିଲା ସତ, […]

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial