ପାଇଖାନା ଟାଙ୍କିରେ ପଡ଼ି ୨ ଶ୍ରମିକ ମୃତ

ପାଇଖାନା ଟାଙ୍କିରେ ପଡ଼ି ୨ ଶ୍ରମିକ ମୃତ

ଭୁବନେଶ୍ୱର: ପାଇଖାନା ଟାଙ୍କି ସଫା କରିବାକୁ ଯାଇ ୨ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଘଟଣା ରାଜଧାନୀରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଶିଶୁପାଳଗଡ଼ ରଘୁନାଥନଗର ଲେନ୍-୨ରେ ଜଣେ ବ୍ୟକ୍ତିଙ୍କ ପାଇଖାନା ଟାଙ୍କି ସଫା କରିବାକୁ ଆସିଥିଲେ ୨ ଯୁବକ। ହେଲେ ଦୁହେଁ ପାଇଖାନା ଟାଙ୍କିରେ ଶ୍ଵାସରୁଦ୍ଧ ହୋଇଯାଇଥିଲେ। ଉଭୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଥିଲା ଅଗ୍ନିଶମ ବାହିନୀ। ହସ୍ପିଟାଲରେ ଉଭୟଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ।

Share Now:

Kalinga News Beuro

Next Post

ବ୍ୟାଙ୍କ ଋଣ ଦେବା ନାଁରେ କୋଟିଏ ଟଙ୍କାର ଠକେଇ : ବନ୍ଧା ହେଲେ ପୂର୍ବତନ ଶାଖା ପରିଚାଳକ

Sat Jul 29 , 2023
ଭୁବନେଶ୍ୱର: ବ୍ୟାଙ୍କ ଋଣ ଦେବା ନାଁରେ ବଡ଼ ଧରଣର ଠକେଇ ମାମଲାରେ ବନ୍ଧା ହେଲେ ସେଣ୍ଟ୍ରାଲ୍ ବ୍ୟାଙ୍କ ଅଫ୍ ଇଣ୍ଡିଆର ପୂର୍ବତନ ଶାଖା ପରିଚାଳକ ସ୍ୱୟମ୍ ପ୍ରକାଶ ପରିଡ଼ା। କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା ପଳାସପଲ୍ଲୀରେ ଥିବା ସେଣ୍ଟ୍ରାଲ୍ ବ୍ୟାଙ୍କ ଅଫ୍ ଇଣ୍ଡିଆର ପୂର୍ବତନ ଶାଖା ପରିଚାଳକ ସ୍ଵୟମଙ୍କୁ ଗିରଫ କରିଛି। ସୂଚନାଯୋଗ୍ୟ, ୨୦୧୫ରୁ ୨୦୧୭ ମଧ୍ୟରେ ବ୍ୟାଙ୍କ ଋଣ ଦେବା ନାଁରେ ଏକ କୋଟି ୯ ଲକ୍ଷ ଟଙ୍କାର […]
ଋଣ ଦେବା ନାଁରେ କୋଟିଏ ଟଙ୍କାର ଠକେଇ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial