ସିସୋର ଚିଟ୍‌ଫଣ୍ଡ ମାମଲା: ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳଙ୍କ ନାମରେ ହେଲା ଚାର୍ଜଫ୍ରେମ

ସିସୋର ଚିଟ୍‌ଫଣ୍ଡ ମାମଲା

ଭୁବନେଶ୍ୱର: ବହୁଚର୍ଚ୍ଚିତ ସିସୋର ଚିଟ୍‌ଫଣ୍ଡ ଠକେଇ ମାମଲାର ୯ ବର୍ଷ ପରେ ଆଜି ଭୁବନେଶ୍ୱର ସିବିଆଇ-୧ କୋର୍ଟରେ ସିବିଆଇ ଚାର୍ଜଫ୍ରେମ୍ ଦାଖଲ କରିଛି। କଟକ-ଚୌଦ୍ୱାରର ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳଙ୍କ ସହ ତାଙ୍କ ପତ୍ନୀ ଲକ୍ଷ୍ମୀ ବିଳାସିନୀଙ୍କ ନାଁରେ ଚାର୍ଜଫ୍ରେମ ହୋଇଛି। ବେଆଇନ ଅର୍ଥ କାରବାର ମାମଲାରେ ଉଭୟଙ୍କ ନାଁରେ ଚାର୍ଜଫ୍ରେମ୍ ଦାଖଲ ହୋଇଥିବାବେଳେ ଦଫା ୪୨୦, ୧୨୦ ବି’, ୪୦୯, ୪୬୭, ୪୬୮ ଏବଂ ୪୭୧ରେ ଚାର୍ଜଫ୍ରେମ୍ ହୋଇଛି।

Share Now:

Kalinga News Beuro

Next Post

ବାରାଣାସୀରେ ନୂଆ ଷ୍ଟାଡିୟମର ଶିଳାନ୍ୟାସ କଲେ ମୋଦୀ

Sat Sep 23 , 2023
ବାରାଣାସୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶରେ ୧୫୦୦ କୋଟିରୁ ଅଧିକ ମୂଲ୍ୟର ଅନେକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି। ସେ ବାରଣାସୀରେ ୪୫୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁଥିବା ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମର ଶିଳାନ୍ୟାସ କରିଛନ୍ତି। ଏହା ସହିତ ୧୬ଟି ଅଟଳ ଆବାସିକ ବିଦ୍ୟାଳୟର ଉଦଘାଟନ କରିଛନ୍ତି। ସୂଚନା ଅନୁସାରେ ବାରଣାସୀର ଗଞ୍ଜାରୀ ରଜତାଲାବଠାରେ ନିର୍ମାଣ ହେବାକୁ ଥିବା ଏହି ଅତ୍ୟାଧୁନିକ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମକୁ […]
ବାରାଣାସୀରେ ନୂଆ ଷ୍ଟାଡିୟମର ଶିଳାନ୍ୟାସ କଲେ ମୋଦୀ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial