ଭୁବନେଶ୍ୱର: ୨୦୨୩ ପାଇଁ ରାଜ୍ୟପାଳ ପୁଲିସ ପଦକ ଘୋଷଣା ହୋଇଛି। ୨୦ଜଣ ପୁଲିସ ଅଧିକାରୀଙ୍କୁ ଏହି ସମ୍ମାନଜନକ ପଦକ ମିଳିବ। ଏଥିରେ ୨ଜଣ ଆଇଜିଙ୍କୁ ରାଜ୍ୟପାଳ ପୁଲିସ ପଦକ ମିଳିବ। ଏହି କ୍ରମରେ ପୂର୍ବାଞ୍ଚଳ ଆଇଜି ହିମାଂଶୁ ଲାଲଙ୍କୁ ଏବଂ କ୍ରାଇମବ୍ରାଞ୍ଚ ଆଇଜି ସଫିନ୍ ଅହମ୍ମଦଙ୍କୁ ଏହି ସମ୍ମାନଜନକ ପଦକ ମିଳିବ। ଗଞ୍ଜାମ ଓ ସମ୍ବଲପୁର ଏସପିଙ୍କୁ ମଧ୍ୟ ଏହି ସମ୍ମାନଜନକ ପଦକ ମିଳିବାର ସୂଚନା ରହିଛି।
Sun Jan 21 , 2024
ନୂଆଦିଲ୍ଲୀ: ଅଯୋଧ୍ୟାରେ ନିର୍ମିତ ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ଉପରେ ସମଗ୍ର ଦେଶବାସୀଙ୍କ ନଜର ରହିଛି। ଲୋକମାନେ ବିଶାଳ ଉଦଘାଟନକୁ ଅପେକ୍ଷା କରି ରହିଛନ୍ତି। ବିଭିନ୍ନ ରାଜ୍ୟରୁ ରାମଲାଲାଙ୍କ ପାଇଁ ବିଭିନ୍ନ ପ୍ରକାରର ଉପହାର ଆସୁଛି। ଜାନୁଆରି ୨୨ରେ ଅଯୋଧ୍ୟାରେ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିପାଇଁ ସମଗ୍ର ଦେଶବାସୀ ରାମ ମନ୍ଦିରର ଉଦଘାଟନୀ ଉତ୍ସବକୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏହି ବଡ଼ ଉତ୍ସବ ପାଇଁ […]