ରାଜଧାନୀରେ ଅଘଟଣ: ସ୍କୁଟିକୁ ଦୁଇ କିଲୋମିଟର ଘୋଷାଡ଼ି ନେଲା କାର୍

ଭୁବନେଶ୍ୱର: ରାଜଧାନୀର ପଟିଆ ରୟାଲିଟି ଛକର କିଲର କାର। ଦୁର୍ଘଟଣା ଘଟାଇ ଫିଲ୍ମ ଷ୍ଟାଇଲରେ ସ୍କୁଟିକୁ ଦୁଇ କିଲୋମିଟରରୁ ଅଧିକ ବାଟ ଯାଏଁ ଭିଡ଼ିନେଲା ଏହି କାର। ୟୁପି ନମ୍ବର ଥିବା ଏକ ହୋଣ୍ଡା କାର ଏକ ସ୍କୁଟିକୁ ଘୋଷାଡ଼ି ନେଉଥିବାର ଭିଡିଓ ଦେଖିବାକୁ ମିଳିଛି। କାରଟି ୨ଜଣ ବ୍ୟକ୍ତିଙ୍କୁ ଦୁର୍ଘଟଣା ଘଟାଇବା ପରେ ସ୍ପିଡରେ ଏକ ସ୍କୁଟିକୁ ଘୋଷାଡ଼ି ନେଇଥିଲା। ବାଟରେ ଉକ୍ତ କାରକୁ ଦେଖି ଲୋକମାନେ ଜୀବନ ବିକଳରେ ରାସ୍ତାରୁ ପାଖେଇ ଯାଇଥିଲେ। ଗାଡ଼ିରୁ ନିଆଁ ବାହାରୁଥିବା ମଧ୍ୟ ଦେଖିବାକୁ ମିଳିଛି।

Share Now:

Kalinga News Beuro

Next Post

ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ପ୍ରସ୍ତୁତି ସମୀକ୍ଷା କଲେ ୫ଟି ଅଧ୍ୟକ୍ଷ

Thu Feb 1 , 2024
ଭାଷା ସମ୍ମିଳନୀ ସହିତ ସମସ୍ତ ବ୍ଲକ ଓ ଗ୍ରାମ ପଞ୍ଚାୟତକୁ ଅନଲାଇନରେ ଯୋଡିବା ପାଇଁ ନିର୍ଦ୍ଦେଶ ଭୁବନେଶ୍ୱର: ୫ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଭି କାର୍ତ୍ତିକ ପାଣ୍ଡିଆନ ଗୁରୁବାର ସନ୍ଧ୍ୟାରେ ଜନତା ମୈଦାନ ଓ ଅକ୍ଷର ଭୂମି ପରିଦର୍ଶନ କରି ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପାଇଁ ଚାଲିଥିବା ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା କରିଛନ୍ତି। ସୂଚନାଯୋଗ୍ୟ ଯେ ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀରେ ରାଜ୍ୟର ସମସ୍ତ ବ୍ଲକ […]

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial