୩୦ ଜିଲ୍ଲାରୁ ୧୩୭୬ଜଣ କରୋନା ପଜିଟିଭ୍ ଚିହ୍ନଟ

ରାଜଧାନୀରୁ ଆଜି ୩୧୯ ଜଣ କରୋନା ସଂକ୍ରମିତ

ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୫ହଜାର ଟପିଲା

ଭୁବନେଶ୍ବର: ଆଜି ରାଜ୍ୟରେ ୧୩୭୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ଏହି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଏମାନଙ୍କ ଭିତରୁ ସଂଗରୋଧ କେନ୍ଦ୍ରରୁ ୯୧୭ ଓ ସ୍ଥାନୀୟ ଅଞ୍ଚଳରୁ ୪୫୯ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୫,୩୮୯କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଏବେ ରାଜ୍ୟରେ ମୋଟ୍ ୧୫,୯୨୮ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୨୮୭ ରହିଛି।

Share Now:

Kalinga News Beuro

Next Post

ବିଭିନ୍ନ ଧର୍ମାନୁଷ୍ଠାନ ସହଯୋଗରେ ରାଜଧାନୀରେ ହେବ କୋଭିଡ୍‌ କେୟାର ହସ୍ପିଟାଲ୍‌

Sun Jul 26 , 2020
ଭୁବନେଶ୍ୱର : ରାଜଧାନୀରେ ଥିବା ବିଭିନ୍ନ ଧର୍ମାନୁଷ୍ଠାନ ସହଯୋଗରେ ବିଏମ୍‌ସି ୨୨୦ ଶଯ୍ୟା ବିଶିଷ୍ଟ କୋଭିଡ୍‌ କେୟାର ହସ୍ପିଟାଲ ପ୍ରସ୍ତୁତ କରିବାକୁ ଯୋଜନା କରିଛି। ଗୁରୁଦ୍ବାରା, ଖ୍ରୀଷ୍ଟିଆନ ଆସୋସିଏସନ, ମୁସଲିମ୍‌ ଆସୋସିଏସନ୍ ଇତ୍ୟାଦି ଏ ନେଇ ବିଏମ୍‌ସିକୁ ସହଯୋଗର ହାତ ବଢ଼ାଇଥିବା ବିଏମ୍‌ସି କମିସନର କହିଛନ୍ତି। ଏହାବାଦ୍‌ ଆଦିତ୍ୟ ଅଶ୍ବିନୀ ହସ୍ପିଟାଲରେ ୧୫୦ଶଯ୍ୟା, ୩୧ ଆଇସିୟୁ ବିଶିଷ୍ଟ କୋଭିଡ୍‌ ହସ୍ପିଟାଲ, ଡୁମଡୁମା ୟୁସିଏଚ୍‌ସିରେ ବିଏମ୍‌ସି ପକ୍ଷରୁ ୬୦ଶଯ୍ୟା ବିଶିଷ୍ଟ କୋଭିଡ୍‌ […]
ରାଜଧାନୀରେ ହେବ କୋଭିଡ୍‌ କେୟାର ହସ୍ପିଟାଲ୍‌

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial