ପ୍ରେମ ପାଇଁ ମାଓ ସଙ୍ଗଠନ ଛାଡିଲେ ଦୁଇ କ୍ୟାଡର ମାଓବାଦୀ

ଅନୁଗୋଳ: ଅନୁଗୋଳ ଏସ୍‌ପିଙ୍କ ନିକଟରେ ୨ କ୍ୟାଡର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏହି ଦୁଇ କ୍ୟାଡର ମାଓବାଦୀ ହେଲେ ଦୟାନନ୍ଦ ଏବଂ ଜଲି ଦେହୁରୀ। ସେମାନେ ସୁନ୍ଦରଗଡ଼-ଦେବଗଡ଼-ସମ୍ବଲପୁର ଡିଭିଜନ ସଦସ୍ୟ ଭାବେ କାର୍ଯ୍ୟ କରୁଥିଲେ।

ସେକ୍ସନ କମାଣ୍ଡର ଥିବା ଦୟାନନ୍ଦ ନାଁରେ ୪ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିଲା। ଜଲି ସହ ପ୍ରେମ ସମ୍ପର୍କ କାରଣରୁ ଦୟାନନ୍ଦକୁ ବିରୋଧ କରାଯିବାରୁ ଉଭୟେ ମାଓ ସଂଗଠନ ଛାଡ଼ିଥିବା କହିଛନ୍ତି।

Share Now:

Kalinga News Beuro

Leave a Reply

Next Post

ଲଜ୍ୟା :ବାଲେଶ୍ୱରରେ ପୁଣି ଜଣେ ନାବାଳିକାଙ୍କୁ ଦୁଷ୍କର୍ମ

Tue Apr 17 , 2018
ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ନୀଳଗିରିର ୪ ବର୍ଷର ନାବାଳିକା ଦୁଷ୍କର୍ମ ମାମଲା ନେଇ ରାଜ୍ୟ ରାଜନୀତି ସରଗରମ ଥିବା ବେଳେ ପୁଣି ବାଲେଶ୍ୱର ଜିଲ୍ଲା ଖଇରା ଥାନା ଅନ୍ତର୍ଗତ ସୁଝାଗଡ଼ ଗାଁରେ ଜଣେ ୮ମ ଶ୍ରେଣୀରେ ପଢ଼ୁଥିବା ନାବାଳିକାଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଗତ ୧୩ ତାରିଖ ଦିନ ଏହି ଘଟଣା ଘଟିଥିବା ବେଳେ ପୀଡ଼ିତାଙ୍କ ପରିବାର ୧୪ ତାରିଖ ଦିନ ଏ ନେଇ ଥାନାରେ ଅଭିଯୋଗ କରିଛନ୍ତି। […]

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial