ନୂଆଦିଲ୍ଲୀ: ଭାରତକୁ ଆସିଲା ଓମିକ୍ରନ। କାରଣର ସବୁଠାରୁ ଘାତକ ଭାରିଆଣ୍ଟ ଓମିକ୍ରନ ଦ୍ୱାରା ଆକ୍ରାନ୍ତ ହୋଇଥିବା ଦୁଇ ଜଣ ଚିହ୍ନଟ ହୋଇଛନ୍ତି। କର୍ଣ୍ଣାଟକରେ ଏହି ପ୍ରଜାତିର ଭୂତାଣୁ ଦୁଇଜଣଙ୍କ ଠାରେ ଥିବା ଜଣାପଡିଛି। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ଓମିକ୍ରନ ଭୂତାଣୁ ଚିହ୍ନଟ ହୋଇଥିବା ଦୁଇ ଆକ୍ରାନ୍ତଙ୍କ ବୟସ ୬୬ ବର୍ଷ ଓ ୪୬ ବର୍ଷ ବୋଲି ଜଣାପଡିଛି। ସେହିପରି ଦୁଇଜଣ ଓମିକ୍ରନ ଭାରିଆଣ୍ଟ ଆକ୍ରାନ୍ତ ପୁରୁଷ […]

ଭୁବନେଶ୍ବର: କୋଭିଡ-୧୯ର ନୂଆ ଭ୍ୟାରିଆଣ୍ଟ ‘ଓମିକ୍ରନ୍‌’ ନେଇ ସମଗ୍ର ବିଶ୍ବବାସୀଙ୍କର ଚିନ୍ତା ବଢ଼ିଥିବା ବେଳେ ରାଜ୍ୟ ସରକାର ଆଗାମୀ ଡିସେମ୍ବର ମାସ ପାଇଁ କରୋନା ଗାଇଡଲାଇନ୍‌ ଜାରି କରିଛନ୍ତି। ଏହି ଗାଇଡଲାଇନ୍‌ ୨୦୨୨ ଜାନୁଆରି ୧ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ। ରାଜ୍ୟ ସରକାର କରୋନା ସଂକ୍ରମିତଙ୍କ ସଂଖ୍ୟା ଉପରେ ସତର୍କ ଦୃଷ୍ଟି ରଖିବାକୁ ପରାମର୍ଶ ଦେଇଛନ୍ତି। ହସ୍ପିଟାଲ, ଆଇସିୟୁ ବେଡର ରୋଗୀ ସଂଖ୍ୟା ଉପରେ ମଧ୍ୟ ନଜର ରଖିବାକୁ […]

ନୂଆଦିଲ୍ଲୀ: କରୋନାର ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଏବେ ସାରା ବିଶ୍ୱରେ ବଢୁଛି ଭୟ। ପୁରୁଣା ଭାରିଆଣ୍ଟ ଅପେକ୍ଷା ଏହା ଦ୍ରୁତ ଗତିରେ ଲୋକଙ୍କୁ ସଂକ୍ରମିତ କରୁଥିବା କୁହାଯାଉଥିବାବେଳେ, ପୂର୍ବ ଅପେକ୍ଷା ଏହା ଅଧିକ ଘାତକ ବୋଲି ମଧ୍ୟ ବିଶେଷଜ୍ଞମାନେ ମତ ଦେଉଛନ୍ତି। ଯାହାକୁ ନେଇ ଏବେ ସାରା ବିଶ୍ୱରେ ଏକ ପ୍ରକାର ଭୟର ବାତାବରଣ ଖେଳିଯାଇଛି। ତେବେ ଦକ୍ଷିଣ ଆଫ୍ରିକାରୁ ଚିହ୍ନଟ ହୋଇଥିବା ଏହି ନୂଆ ଭାରିଆଣ୍ଟ ବିଶ୍ୱର […]

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୦ ହଜାରରୁ ଯଥେଷ୍ଟ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୫୦୦ ପାଖାପାଖି ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୦,୫୪୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪୮୮ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ […]

ନୂଆଦିଲ୍ଲୀ: କର୍ଣ୍ଣାଟକର ଏସଡିଏମ ମେଡିକାଲ କଲେଜରେ ୬୬ଜଣ ଛାତ୍ରଛାତ୍ରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏକାସାଙ୍ଗରେ ଏତେଜଣ ପିଲା କରୋନା ପଜିଟିଭ ଚିହ୍ନଟ ହେବା ଖବର ପ୍ରଶାସନକୁ ଚିନ୍ତାରେ ପକାଇଛି। ପ୍ରଶାସନ ତୁରନ୍ତ ପଦକ୍ଷେପ ନେଇ କଲେଜ ବିଲଡିଂର ଦୁଇଟି ହଷ୍ଟେଲ ସିଲ କରି ଦେଇଛି। ଏହି କଲେଜରେ ପାଖାପାଖି ୪୦୦ଜଣ ଛାତ୍ରଛାତ୍ରୀ ପାଠପଢ଼ୁଥିଲେ। ସୂଚନାଯୋଗ୍ୟ, ଯେମିତି ହିଁ କିଛି ଛାତ୍ର କରୋନା ପଜିଟିଭ ବୋଲି ଚିହ୍ନଟ ହୋଇଥିଲେ ତୁରନ୍ତ […]

ଭୁବନେଶ୍ବର: ତୃତୀୟ ଲହରରେ ଶିଶୁ ଅଧିକ ସଂକ୍ରମିତ ହେବାର ଆଶଙ୍କା କମ। ଆରଏମଆରସି କରିଥିବା ଗବେଷଣାରୁ କିଛି ଏଭଳି ତଥ୍ୟ ସାମ୍ନାକୁ ଆସିଛି। ୨୦୨୦ ମାର୍ଚ୍ଚରୁ ୨୦୨୧ ଅଗଷ୍ଟ ମଧ୍ୟରେ କରାଯାଇଥିବା ନମୁନା ପରୀକ୍ଷାରେ ୧୮ବର୍ଷରୁ ଅଧିକ ବର୍ଷର ଯେତିକି ଲୋକ ସଂକ୍ରମିତ ହୋଇଥିଲେ, ଠିକ୍ ସମାନ ହାରରେ ଶିଶୁ ବି ସଂକ୍ରମିତ ହୋଇଥିବା ଜଣାପଡିଥିଲା। ତେଣୁ ଆଗାମୀ ଦିନରେ ଯଦି କୌଣସି ଲହର ଆସେ ତେବେ ସେଥିରେ ଯେ […]

ନୂଆଦିଲ୍ଲୀ : ବିଶ୍ବର ୯୫ଟି ଦେଶରେ ମିଳିପାରିବ ଆମେରିକୀୟ ଫାର୍ମା କମ୍ପାନି ଫାଇଜର ଦ୍ବାରା ପ୍ରସ୍ତୁତ କରୋନା ଔଷଧ। ଏଥିପାଇଁ ଫାଇଜର ଜାତିସଂଘ ଅନୁବନ୍ଧିତ ଏକ ସଂସ୍ଥା ସହ ଚୁକ୍ତି କରିଛି। ଜେନିଭା ଭିତ୍ତିକ ଏହି ସଂସ୍ଥା ହେଉଛି ମେଡିସିନ୍ସ ପ୍ୟାଟେଣ୍ଟ ପୁଲ୍। ଏହି ଚୁକ୍ତି ଫଳରେ ଅନ୍ୟ ଔଷଧ ଉତ୍ପାଦକମାନେ ଏହି ଔଷଧର ଉତ୍ପାଦନ କରିପାରିବେ ଓ ବିଶ୍ବର ୯୫ଟି ଗରିବ ଓ ବିକାଶଶୀଳ ଦେଶରେ ବିକ୍ରି କରିପାରିବେ। […]

ଭୁବନେଶ୍ବର: ଏବେ ରାଜଧାନୀରେ କରୋନା ସଂକ୍ରମଣ ସ୍ଥିର ରହିଛି। ଗତ କିଛି ଦିନ ହେଲାଣି ସଂକ୍ରମିତଙ୍କ ସଂଖ୍ୟା ୩୦୦ଭିତରେ ରହୁଛି। ଆଜି ରାଜ୍ୟ ରାଜଧାନୀରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୮୦ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୩୫ଜଣ ଥିବା […]

ଭୁବନେଶ୍ୱର: ଆଜି ରାଜ୍ୟରେ ୩୮୭ ଜଣ କରୋନା ପଜିଟିଭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୦ରୁ ୧୮ ବର୍ଷ ମଧ୍ୟରେ ୭୫ ଜଣ ଥିବାବେଳେ ସଙ୍ଗରୋଧରୁ ୨୨୩ ଜଣ ଓ ୧୬୪ ଜଣ ସ୍ଥାନୀୟ ସଂକ୍ରମଣ ବୋଲି ଜଣାପଡିଛି। ଆଜି କଟକରୁ ୩୩, ଖୋର୍ଦ୍ଧାରୁ ୧୯୫, ସମ୍ବଲପୁରରୁ ୧୮, ପୁରୀରୁ ୧୨, ଜଗତସିଂହପୁରରୁ ୧୦, ଷ୍ଟେଟ ପୁଲରୁ ୪୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ରାଜ୍ୟରେ […]

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୭୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୫୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୧୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୫୫ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୮ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା […]

Social media & sharing icons powered by UltimatelySocial