ନୂଆଦିଲ୍ଲୀ: ନିର୍ବାଚନ ଜିତିବାକୁ ଇସ୍ରାଏଲର ସହାୟତା ନିଅନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। କିଛି ଏଭଳି ଆଶ୍ଚର୍ଯ୍ୟଜନକ ଦାବି କରିଛି କଂଗ୍ରେସ। ନୂଆଦିଲ୍ଲୀରେ କଂଗ୍ରେସ ମୁଖ୍ୟାଳୟରେ ଦଳ ଏକ ସାମ୍ବାଦିକ ସମ୍ମିଳନୀ କରି ପ୍ରଧାନମନ୍ତ୍ରୀ ମୋଦୀଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛି। କଂଗ୍ରେସ ମୁଖପାତ୍ର ସୁପ୍ରିୟା ଶ୍ରୀନେତ ଏବଂ ପୱନ ଖେଡା ଦାବି କରିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦୀ ଗଣତନ୍ତ୍ର ସହ ଖେଳୁଛନ୍ତି, ସେ ନିର୍ବାଚନରେ ​​ଜିତିବା ପାଇଁ ଇସ୍ରାଏଲର ଏଜେନ୍ସି […]

ଭୁବନେଶ୍ୱର: ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ନେଇ ବରିଷ୍ଠ ନେତା ବିଜୟ ମହାପାତ୍ର ବୁଧବାର ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ଗଣମାଧ୍ୟମର ପ୍ରତିନିଧିଙ୍କୁ ସେ କହିଛନ୍ତି ଏହା ସମ୍ପୂର୍ଣ୍ଣ ଭାବେ ଆରେଞ୍ଜଡ଼ ମର୍ଡର। ଡିଜିଙ୍କ ନିଦ ବହୁତ ଦିନ ପରେ ଭାଙ୍ଗିଛି। ଡିଜି କେତେ ହତ୍ୟାକାଣ୍ଡର ତଦନ୍ତ କରିଛନ୍ତି ବୋଲି ବିଜୟ ପ୍ରଶ୍ନ କରିଛନ୍ତି। ସେ କହିଛନ୍ତି ଯେ, ତଦନ୍ତରେ ବିଳମ୍ବ ହୋଇଛି। ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡକୁ ୧୫ […]

କୋଲକାତା: ଲୋକସଭା ନିର୍ବାଚନକୁ ଆଉ ମାତ୍ର ଏକ ବର୍ଷ ବାକି ଅଛି। ସମସ୍ତ ଦଳ ଏବେ ନିର୍ବାଚନ ପ୍ରସ୍ତୁତିରେ ଲାଗିପଡ଼ିଲେଣି। ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱରେ ଏନଡିଏ ତୃତୀୟ ଥର ପାଇଁ ଜିତିବାକୁ ପ୍ରଚେଷ୍ଟା ଆରମ୍ଭ କରିଥିବାବେଳେ ଏବେ ଏମିତି ଏକ ସର୍ଭେର ଫଳାଫଳ ଆସିଛି ଯାହାକୁ ନେଇ ତୃଣମୂଳ କଂଗ୍ରେସ ଶିବିରରେ ଟେନସନ ବଢ଼ିଥିବାବେଳେ ବିଜେପି ଶିବିରରେ ଉତ୍ସାହ ଦେଖିବାକୁ ମିଳିଛି। ବାସ୍ତବରେ ସି ଭୋଟର ଏବଂ ଇଣ୍ଡିଆ ଟୁଡେ […]

ଭୁବନେଶ୍ୱର: ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡକୁ ୧୮ ଦିନ ବିତିସାରିଛି । କିନ୍ତୁ ଏପର୍ଯ୍ୟନ୍ତ ତାଙ୍କୁ କାହିଁକି ଗୁଳି ମାରି ହତ୍ୟା କରାଗଲା ତାହା ଜଣାପଡ଼ି ନାହିଁ । କ୍ରାଇମବ୍ରାଞ୍ଚ ମାମଲାର ତଦନ୍ତ କରୁଥିବା ବେଳେ ଏପର୍ଯ୍ୟନ୍ତ ମୁହଁ ଖୋଲୁନି। ନବ ଦାସଙ୍କ ହତ୍ୟାକାରୀ କୁହାଯାଉଥିବା ଅଭିଯୁକ୍ତ ଗୋପାଳ ବି କାହିଁକି ମାରିଲା କ୍ରାଇମବ୍ରାଞ୍ଚ ସ୍ପଷ୍ଟ କରି ପାରିନାହିଁ। ଏହାରି ମଧ୍ୟରେ ରାଜ୍ୟ କଂଗ୍ରେସ ପ୍ରଭାରୀ ଚେଲ୍ଲା କୁମାର […]

ନୂଆଦିଲ୍ଲୀ: ଆଜି ବିଧିବଦ୍ଧ ଭାବେ କଂଗ୍ରେସରେ ଯୋଗ ଦେଇଛନ୍ତି ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ। ଦିଲ୍ଲୀସ୍ଥିତ ଏଆଇସିସି ମୁଖ୍ୟ କାର୍ଯ୍ୟାଳୟରେ ସେ କଂଗ୍ରେସ ଅଧ୍ୟକ୍ଷ ମଲିକାର୍ଜୁନ ଖଡ୍ଗେଙ୍କ ଉପସ୍ଥିତିରେ କଂଗ୍ରେସ ଦଳରେ ଯୋଗ ଦେଇଛନ୍ତି। କଂଗ୍ରେସରେ ଯୋଗ ଦେବା ନେଇ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ କହିଛନ୍ତି ଯେ ପ୍ରଥମ ଥର ରାଜନୀତିରେ ଯୋଗ ଦେଉଛି। ନୀତି, ଆଦର୍ଶକୁ ନେଇ ଆଗକୁ ବଢ଼ିବି। ଓଡ଼ିଶାରେ […]

ବିରୋଧୀ ଓ ବିଜେଡି କଥା କଟାକଟି, ସାର୍ବଜନୀନ କରିବାକୁ ବିରୋଧୀଙ୍କ ଦାବୀ ଭୁବନେଶ୍ବର: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳି କରି ହତ୍ୟା କରାଯିବା ଘଟଣାରେ ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର ମୁହଁ ଖୋଲିଛନ୍ତି। ସ୍ବର୍ଗତ ନବ ଦାସଙ୍କ ମେଡିକାଲ ରିପୋର୍ଟ ସାର୍ବଜନୀନ କରିବାକୁ ସରକାରଙ୍କ ନିକଟରେ ଦାବି କରିଛନ୍ତି। ଝାରସୁଗୁଡା ହସ୍ପିଟାଲର ଇସିଜି ରିପୋର୍ଟ, ସେହି ସମୟରେ ତାଙ୍କର ସ୍ୱାସ୍ଥ୍ୟଗତ ଅବସ୍ଥା କେମିତି ଥିଲା, ସ୍ଥାନାନ୍ତରିତ […]

ଚନ୍ଦ୍ରଶେଖରପୁର: ଆସନ୍ତାବର୍ଷ ସାଧାରଣ ନିର୍ବାଚନ। ସମୟ ଯେତିକି ପାଖେଇ ଆସୁଛି, ରାଜ୍ୟ ରାଜନୀତି ସେତିକି ଚଳଚଞ୍ଚଳ ହୋଇଉଠୁଛି। ଉତ୍ତର ଭୁବନେଶ୍ବରର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ରଙ୍କ ଏକ ବନ୍ଧୁମିଳନ ହଠାତ ରାଜଧାନୀ ରାଜନୀତିକୁ ସରଗରମ କରିଦେଇଛି। ଏହା ସହ ଭୁବନେଶ୍ବରର ବିଜେଡି ସଂଗଠନର ଆଭ୍ୟନ୍ତରୀଣ ରାଜନୀତି ତେଜିବା ସହ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ୨୦୧୯ ସାଧାରଣ ନିର୍ବାଚନରେ ବିଜେଡି ଟିକେଟ୍‌ରୁ ବଞ୍ଚିତ ହେବା ପରେ ପ୍ରିୟଦର୍ଶୀ ଦଳର ରାଜ୍ୟ ସଂଗଠନରେ […]

ଭୁବନେଶ୍ବର: ନବ ଦାସଙ୍କୁ ଗୁଳି କରି ହତ୍ୟା କରାଯିବା ଘଟଣାରେ ସରକାରଙ୍କୁ ଟାର୍ଗେଟ କରିଛି କଂଗ୍ରେସ। ଦଳ ମୁଖପାତ୍ର ସୁଦର୍ଶନ ଦାସ କହିଛନ୍ତି, ନବଙ୍କୁ ହତ୍ୟା ପଛରେ ଟପ ଲେଭେଲରେ ଥିବା ଲୋକଙ୍କ ସମ୍ପୃକ୍ତି ଥିବା ସନ୍ଦେହ କରାଯାଉଛି। ଏଭଳି ଘଟଣା ଯୋଗୁଁ ମୁଖ୍ୟମନ୍ତ୍ରୀ ଦାୟୀ। ଏଣୁ ପ୍ରଥମେ ଗୃହ ବିଭାଗରୁ ମୁଖ୍ୟମନ୍ତ୍ରୀ ଇସ୍ତଫା ଦିଅନ୍ତୁ। ଜଣେ କ୍ୟାବିନେଟ ମନ୍ତ୍ରୀଙ୍କୁ ଗୃହ ବିଭାଗର କର୍ମୀ ହତ୍ୟା କରୁଛି ହେଲେ ମୁଖ୍ୟମନ୍ତ୍ରୀ […]

କୋରାପୁଟ: ବିଜେପି ଛାଡିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେପି ନେତା ଗିରିଧର ଗମାଙ୍ଗ। ଗିରିଧର ଗମାଙ୍ଗଙ୍କ ସହ ତାଙ୍କ ପୁଅ ଶିଶିର ଗମାଙ୍ଗ ବି ବିଜେପି ଛାଡ଼ିଛନ୍ତି। ଦଳର ପ୍ରାଥମିକ ସଦସ୍ୟ ଓ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପଦରୁ ଉଭୟ ବାପପୁଅ ଇସ୍ତଫା ଦେଇଛନ୍ତି। ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡାଙ୍କୁ ସେମାନେ ନିଜର ଇସ୍ତଫା ପତ୍ର ପଠାଇଛନ୍ତି। ୨୦୧୫ ମସିହାରେ କଂଗ୍ରେସ ଛାଡି ବିଜେପିରେ ଯୋଗଦାନ କରିଥିଲେ […]

ଭୁବନେଶ୍ୱର: ବିଜେପିର ଜାତୀୟ କାର୍ଯ୍ୟକାରିଣୀ ବୈଠକ ପରେ ବାହାସ୍ଫୋଟ ମାରିଛନ୍ତି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର। ଆସନ୍ତା ୨୦୨୪ରେ ଦୁଇ ତୃତୀୟାଂଶ ଆସନ ସହ ବିଜେପି ଓଡ଼ିଶାରେ ସରକାର ଗଢିବ। ଗୁଜରାଟ ମଡେଲକୁ ଆଧାର କରି ଭୋଟରଙ୍କ ପାଖରେ ପହଞ୍ଚିବ ବିଜେପି। ଆଉ ବିଜେପି ଅଧିକରୁ ଅଧିକ ଆସନ ହାତେଇବା ପାଇଁ ଯୁବବର୍ଗଙ୍କୁ ଫୋକସରେ ରଖିବ। ଏନେଇ ଜାତୀୟ କାର୍ଯ୍ୟକାରିଣୀରେ ରଣନୀତି ପ୍ରସ୍ତୁତ ହୋଇଥିବା କହିଛନ୍ତି ଜୟନାରାୟଣ ମିଶ୍ର। […]

Social media & sharing icons powered by UltimatelySocial