ଭୁବନେଶ୍ୱର: ରାଜଧାନୀକୁ ଫେରିଲା କଣ୍ଟେନମେଣ୍ଟ ଜୋନ୍। ରାଜେନ୍ଦ୍ରବିହାର ଆପାର୍ଟମେଣ୍ଟ, ଫରେଷ୍ଟ ପାର୍କକୁ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଛି। ଆପାର୍ଟମେଣ୍ଟର ୧୦ଟି ଫ୍ଲାଟରେ ଏକାଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏକାଧିକ ସଂକ୍ରମିତ ଚିହ୍ନଟ ପରେ ବିଏମସି ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। କଣ୍ଟେନମେଣ୍ଟ ଜୋନରେ ପ୍ରବେଶ ଓ ପ୍ରସ୍ଥାନ ଉପରେ ବିଏମସିର କଟକଣା ଲାଗିଛି। ମେଡିସିନ ଓ ଅତ୍ୟାବଶ୍ୟକ ସାମଗ୍ରୀ ବିଏମସି ପକ୍ଷରୁ ଯୋଗାଇ ଦିଆଯିବ। ବିଏମସିର ନିର୍ଦ୍ଦେଶ […]

ଭୁବନେଶ୍ବର: ଏବେ ରାଜଧାନୀରେ କରୋନା ସଂକ୍ରମଣ ସ୍ଥିର ରହିଛି। ଗତ କିଛି ଦିନ ହେଲାଣି ସଂକ୍ରମିତଙ୍କ ସଂଖ୍ୟା ୩୦୦ଭିତରେ ରହୁଛି। ଆଜି ରାଜ୍ୟ ରାଜଧାନୀରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୬୬ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୬ଜଣ ଥିବା […]

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୭୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୮୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୯୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୫୭ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୧ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା […]

ଭୁବନେଶ୍ବର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୬୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୩ ଜଣ ଆକ୍ରାନ୍ତଙ୍କ ବୟସ ୧୮ ବର୍ଷରୁ କମ। କ୍ବାରାଣ୍ଟାଇନରୁ ୩୨୮ ଜଣ ଚିହ୍ନଟ ହୋଇଥିବାବେଳେ ୨୩୭ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି। ଚିହ୍ନଟ ହୋଇଥିବା ୫୬୫ ଜଣଙ୍କ ମଧ୍ୟରୁ ଅନୁଗୁଳରୁ ୮ ଜଣ, […]

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ପ୍ରାୟ ୨୬ ହଜାର ଥିବା ବେଳେ ମୃତ୍ୟୁସଂଖ୍ୟା ୩ ଶହରୁ କମ୍‌ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୬,୦୪୧ କରୋନା ଭାଇରସ୍‌ ଜନିତ ନୂତନ ସଂକ୍ରମଣ ଓ ୨୭୬ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ […]

ନୂଆଦିଲ୍ଲୀ: ଭାରତଠାରୁ କଡ଼ା ଚେତାବନୀ ପାଇବାପରେ ବ୍ରିଟେନ୍‌ କୋଭିସିଲ୍ଡ ଟିକାକୁ ସ୍ବୀକୃତି ଦେଇଛି। ବ୍ରିଟେନ୍‌ର ସ୍ବୀକୃତିପ୍ରାପ୍ତ ଟିକା ତାଲିକାରେ କୋଭିସିଲ୍ଡ ରହିଛି। ଏହାସତ୍ତ୍ୱେ ବି ୨ଟି ଡୋଜ୍‌ କୋଭିସିଲ୍ଡ ଟିକା ନେଇଥିବା ଭାରତୀୟ ବ୍ରିଟେନରେ ପହଞ୍ଚିବାପରେ କ୍ବାରାଣ୍ଟିନ୍‌ରେ ରହିବେ। ବ୍ରିଟେନ୍ ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ନୂଆ ନିର୍ଦ୍ଦେଶାବଳି ଅନୁଯାୟୀ ବ୍ରିଟେନ୍‌ର କୋଭିସିଲ୍ଡ ଟିକାକୁ ନେଇ କୌଣସି ସମସ୍ୟା ନାହିଁ କିନ୍ତୁ ଭାରତ ଦ୍ବାରା ଦିଆଯାଉଥିବା ଟିକା ସାର୍ଟିଫିକେଟ୍‌କୁ ନେଇ […]

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୩୦ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୩ ଶହରୁ କମ୍ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୦,୨୫୬ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୯୫ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ […]

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୩୦ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୪ ଶହରୁ ସାମାନ୍ୟ ଅଧିକ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୦,୫୭୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪୩୧ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ […]

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟ ରାଜଧାନୀ ଭୁବନେଶ୍ବରୁ ୨୫୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୫୮ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି। ଆଜି ଚିହ୍ନଟ ହୋଇଥିବା ନୂଆ କରୋନା ଆକ୍ରାନ୍ତଙ୍କୁ ମିଶାଇଲେ ରାଜଧାନୀରେ ଏଯାବତ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮୭୯୦ରେ ପହଞ୍ଚିଛି। ସେହିପରି ଏଯାବତ ୧୦୪୫୪୫ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୧୦୦୯ଜଣଙ୍କ ଏଥିରେ ମୃତ୍ୟୁ […]

ଭୁବନେଶ୍ବର: ଏବେ ରାଜଧାନୀରେ କରୋନା ସଂକ୍ରମଣ ସ୍ଥିର ରହିଛି। ଗତ କିଛି ଦିନ ହେଲାଣି ସଂକ୍ରମିତଙ୍କ ସଂଖ୍ୟା ୨୦୦ଭିତରେ ରହୁଛି। ଆଜି ରାଜ୍ୟ ରାଜଧାନୀରେ ଗତ ୨୪ ଘଣ୍ଟା ମଧ୍ୟରେ ୧୭୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୦୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୪୬ଜଣ ଥିବା […]

Social media & sharing icons powered by UltimatelySocial