ଭୁବନେଶ୍ବର: ଏବେ ରାଜଧାନୀରେ କରୋନା ସଂକ୍ରମଣ ସ୍ଥିର ରହିଛି। ଗତ କିଛି ଦିନ ହେଲାଣି ସଂକ୍ରମିତଙ୍କ ସଂଖ୍ୟା ୨୦୦ଭିତରେ ରହୁଛି। ଆଜି ରାଜ୍ୟ ରାଜଧାନୀରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୪୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୪୭ଜଣ ଥିବା […]

ସଟଡାଉନ ରାତି ୧୦ଟାରୁ ସକାଳ ୫ଟା ପର୍ଯ୍ୟନ୍ତ ପୌରାଞ୍ଚଳରେ ରାତ୍ରିକାଳୀନ କର୍ଫ୍ୟୁ ଭୁବନେଶ୍ବର : ରାଜ୍ୟ ସରକାର ଆଜି ସେପ୍ଟେମ୍ବର ମାସ ପାଇଁ କୋଭିଡ୍ ଗାଇଡଲାଇନ ଘୋଷଣା କରିଛନ୍ତି। ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଥିବାରୁ ସରକାର ଏଥର କଟକଣାକୁ ଆହୁରି କୋହଳ କରିଛନ୍ତି। ଏ ସମ୍ପର୍କରେ ଘୋଷଣା କରି ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା କହିଛନ୍ତି ଯେ ଏଣିକି ରାତି ୧୦ଟାରୁ ସକାଳ ୫ଟା ପର୍ଯ୍ୟନ୍ତ […]

ଆଜି ରାଜଧାନୀରେ ଆଉ ୨୧୩ ଆକ୍ରାନ୍ତ ଚିହ୍ନଟ ଭୁବନେଶ୍ୱର: ଖୁବ୍‌ଶୀଘ୍ର କରୋନାର ତୃତୀୟ ଲହର ଆସିବା ନେଇ ଆକଳନ କରାଯାଉଛି। ଏଥିରେ ସର୍ବାଧିକ ଶିଶୁ ଆକ୍ରାନ୍ତ ହେବା ନେଇ କୁହାଯାଉଛି। ସେଥିପାଇଁ ସରକାରୀସ୍ତରରେ ପ୍ରସ୍ତୁତି ଆରମ୍ଭ ହୋଇଛି। ତୃତୀୟ ଲହର ପାଇଁ ବିଏମ୍‌ସି ମଧ୍ୟ ପ୍ରସ୍ତୁତ ରହିଛି ବୋଲି ସୂଚନା ଦେଇଛନ୍ତି ବିଏମ୍‌ସି କମିସନର ସଞ୍ଜୟ ସିଂହ। ଗଣମାଧ୍ୟମକୁ ସୂଚନା ଦେଇ ସେ କହିଛନ୍ତି, କୋଭିଡର ତୃତୀୟ ଲହର ପାଇଁ […]

ପୂଜାପର୍ବାଣି ବେଳାରେ ଅଧିକ ଜନଗହଳି ନ ହେବା ପାଇଁ କେନ୍ଦ୍ରର ନିର୍ଦ୍ଦେଶ ନୂଆଦିଲ୍ଲୀ: କେତେକ ରାଜ୍ୟରେ କୋଭିଡ୍‌-୧୯ ସଂକ୍ରମଣ ମାମଲା ବୃଦ୍ଧି ପାଉଥିବାରୁ ଆଜି ଗୃହମନ୍ତ୍ରାଳୟ ସ୍ଥିତାବସ୍ଥାରେ ଥିବା କରୋନାଭାଇରସ୍ ମହାମାରୀ ‘କଣ୍ଟେନ୍‌ମେଣ୍ଟ୍‌ ଗାଇଡ୍‌ଲାଇନ୍‌’କୁ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ବୃଦ୍ଧି କରିଛି। ଉପରୋକ୍ତ କୋଭିଡ୍‌-୧୯ କଟକଣା ଜୁନ୍‌ ୨୯ରେ ଜାରି ହୋଇଥିଲା ଏବଂ ପୁନର୍ବାର ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ତାହାକୁ ବଳବତ୍ତର ରଖିବା ଲାଗି ଆଜି ରାଜ୍ୟମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। […]

ଭୁବନେଶ୍ବର: ଏବେ ରାଜଧାନୀରେ କରୋନା ସଂକ୍ରମଣ ସ୍ଥିର ରହିଛି। ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ୪୦୦ଭିତରେ ରହିଛି। ଆଜି ରାଜ୍ୟ ରାଜଧାନୀରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୬୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୪୪ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ […]

ନୂଆଦିଲ୍ଲୀ : କୋଭିସିଲ୍ଡର ଦୁଇଟି ମାତ୍ରା ମଧ୍ୟରେ ବ୍ୟବଧାନକୁ କମାଇବାକୁ କେନ୍ଦ୍ର ସରକାର ବିଚାର କରୁଛନ୍ତି। ଏ ପ୍ରସଙ୍ଗରେ ଖୁବଶୀଘ୍ର ଟାକା ସମ୍ପର୍କିତ ଜାତୀୟ ବୈଷୟିକ ପରାମର୍ଶଦାତା କମିଟିର ବୈଠକରେ ଆଲୋଚନା କରାଯିବ। କମିଟିର ସୁପାରିଶ ଆସିବା ପରେ ସରକାର ନିଷ୍ପତ୍ତି ନେଇପାରନ୍ତି ବୋଲି ଗଣମାଧ୍ୟମ ରିପୋର୍ଟରୁ ଜଣାପଡ଼ିଛି। ଚଳିତ ମାସ ପ୍ରାରମ୍ଭରେ ସରକାରଙ୍କ କୋଭିଡ୍-୧୯ କାର୍ଯ୍ୟଗୋଷ୍ଠୀର ଅଧ୍ୟକ୍ଷ ଡ.ଏନ.କେ. ଆରୋରା କହିଥିଲେ ଯେ ସରକାର ଦୁଇଟି କୋଭିସିଲଡ ମାତ୍ରା […]

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୨୩୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି। ଚିହ୍ନଟ ୨୩୭ଜଣଙ୍କ ମଧ୍ୟରୁ କ୍ବାରେଣ୍ଟାଇନରୁ ୭୭ଜଣ ରହିଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୬୦ଜଣ କରୋନା ଆକ୍ରାନ୍ତ ରହିଛନ୍ତି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟ ରାଜଧାନୀରୁ ୧୮୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି। ନୂଆ […]

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୬୬ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ଏମାନଙ୍କ ମଧ୍ୟରୁ ୫୩୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୮୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୧୬ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ କିଶୋର ଥିବା ଜଣାଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୫୨ ଜଣ […]

ଦେଶରେ ଆର୍‌ ଭାଲ୍ୟୁ ୧ ତଳେ ନୂଆଦିଲ୍ଲୀ: କରୋନା ଟିକାର ୨ଟି ଯାକ ଡୋଜ୍‌ ନେଇ ସାରିଥିବା ୮୭ ହଜାରରୁ ଅଧିକ ଲୋକ ଦେଶରେ କରୋନା ସଂକ୍ରମିତ ‌ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୬ ପ୍ରତିଶତ କେବଳ କେରଳରୁ। କେରଳରେ ପ୍ରଥମ ଡୋଜ୍‌ ଟିକା ନେବାପରେ ପ୍ରାୟ ୮୦ ହଜାର ଲୋକ କରୋନା ସଂକ୍ରମିତ ହୋଇଥିବା ବେଳେ ଦ୍ବିତୀୟ ଡୋଜ୍‌ ନେବାପରେ ୪୦ ହଜାର ଲୋକ ସଂକ୍ରମିତ ହୋଇଛନ୍ତି। ଏହି ମାମଲାଗୁଡ଼ିକ […]

ଭୁବନେଶ୍ବର: ରାଜ୍ୟ ରାଜଧାନୀରୁ ୨୪ଘଣ୍ଟା ମଧ୍ୟରେ ୧୯୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନରୁ ୪୬ଜଣ ରହିଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୮୫ଜଣ ରହିଛନ୍ତି। ଆଜିର ନୂଆ ଆକ୍ରାନ୍ତଙ୍କୁ ମିଶାଇଲେ ରାଜଧାନୀରୁ ଏଯାବତ ୧୦୪୪୯୨ଟି କରୋନା ମାମଲା ରହିଛି। ସେହିପରି ଏବେ ବି ୩୧୫୩ଟି କରୋନା ସକ୍ରିୟ ମାମଲା ରହିଥିବା ବେଳେ ୯୭୮ଜଣଙ୍କ […]

Social media & sharing icons powered by UltimatelySocial