ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩୪୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭୭୫ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୫୬୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୭୭ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୩୦ ଜଣ, […]

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୧୩ ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩୧୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭୬୨ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୫୫୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୧୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା […]

ନୂଆଦିଲ୍ଲୀ: ଆଜି ‘ୱାର୍ଲଡୋମିଟର୍‌’ରୁ ପ୍ରାପ୍ତ ତଥ୍ୟାବଳି ଅନୁସାରେ, ସମଗ୍ର ବିଶ୍ବରେ କରୋନାଭାଇରସ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୦୦,୨୬୪,୩୫୬ରେ ପହଞ୍ଚିଛି। ଏଥିରୁ ୧୮୦,୫୩୧,୪୫୨ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୪,୨୫୮,୬୯୩ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ୩୬,୦୪୯,୦୧୫ଜଣ ବ୍ୟକ୍ତି ଆକ୍ରାନ୍ତ ହୋଇଥିବା ଯୁକ୍ତରାଷ୍ଟ୍ର ଆମେରିକା କରୋନାଭାଇରସ୍‌ ସଂକ୍ରମଣ ମାମଲାରେ ବିଶ୍ବର ସର୍ବାଗ୍ରେ ରହିଛି। ସେମାନଙ୍କ ମଧ୍ୟରୁ ୨୯,୭୫୬,୫୮୬ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୬୩୦,୪୯୭ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଯାଇଛି। ଏବେ ଆମେରିକାରେ ସକ୍ରିୟ ଆକ୍ରାନ୍ତଙ୍କ […]

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରୁ ଗତ ୨୪ ଘଣ୍ଟା ମଧ୍ୟରେ ୨୨୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ କେନ୍ଦ୍ରରୁ ୪୬ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୭୭ଜଣ ରହିଛନ୍ତି। ଏଯାବତ ରାଜଧାନୀରୁ ୧୦୦୬୦୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୭୧୫୪ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। ଏବେ ବି ୨୫୯୫ଟି କରୋନା ସକ୍ରିୟ ମାମଲା […]

ନୂଆଦିଲ୍ଲୀ: କରୋନା ଭାଇରସ୍‌ର ଡେଲ୍‌ଟା ପ୍ରଜାତି ପାଇଁ ଏବେ ବିଶ୍ବବ୍ୟାପୀ ସଂକ୍ରମଣ କ୍ଷିପ୍ର ଗତିରେ ବଢ଼ୁଛି। ଏ ପର୍ଯ୍ୟନ୍ତ ୧୩୨ ରାଷ୍ଟ୍ରରେ ଡେଲ୍‌ଟା ସଂକ୍ରମଣ ବ୍ୟପି ସାରିଛି। ବିଶ୍ବବ୍ୟାପୀ ସଂକ୍ରମଣର ନୂଆ ଲହରକୁ ନେଇ ବିଶ୍ବ ସ୍ବାସ୍ଥ୍ୟ ସଂଗଠନ (ହୁ) ଉଦ୍‌ବେଗ ପ୍ରକାଶ କରିଛି। ଡେଲ୍‌ଟାକୁ ନେଇ କେତେକ ରାଷ୍ଟ୍ରରେ ସ୍ଥିତି ଭୟଙ୍କର ରୂପ ନେଇଛି ଏବଂ ୨୯ଟି ରାଷ୍ଟ୍ରରେ ଅକ୍ସିଜେନ ସଙ୍କଟ ଦେଖାଦେଇଛି। ଅନେକ ରାଷ୍ଟ୍ରରେ ସ୍ବାସ୍ଥ୍ୟକର୍ମୀଙ୍କ ପାଖରେ […]

ଭୁବନେଶ୍ୱର: ଭୁବନେଶ୍ୱରରେ ଆଜି କରୋନା ସଂକ୍ରମଣ ସାମାନ୍ୟ ବଢ଼ିଥିବା ଦେଖାଯାଇଛି। ଗତକଲି ଆକ୍ରାନ୍ତଙ୍କ ସଂଖ୍ୟା କମ ରହିଥିବା ବେଳେ ଆଜି ଏହି ସଂଖ୍ୟା ବଢ଼ିଛି। ଗତକାଲି ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୮୨ ଥିବା ବେଳେ ଆଜି ଏହି ସଂଖ୍ୟା ବଢ଼ିଛି ଏବଂ ସୁସ୍ଥ ସଂଖ୍ୟା ମଧ୍ୟ ବଢ଼ିଛି। ଆଜି ଭୁବନେଶ୍ୱରରୁ ୩୫୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହ ଆଜି ଭୁବନେଶ୍ୱରରୁ ୨୫୩ ଜଣ ସୁସ୍ଥ ହୋଇ ଘରକୁ […]

ନୂଆଦିଲ୍ଲୀ: ଭାରତରେ ଆସନ୍ତା ମାସରେ ୧୮ବର୍ଷରୁ କମ ପିଲାଙ୍କୁ ଦିଆଯିବ କରୋନା ଟିକା। ବିଜେପିର ସଂସଦୀୟ ବୈଠକରେ ଏହି ସୂଚନା ଦେଇଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟା। ଭାରତ ବାୟୋଟେକ ଦ୍ୱାରା ପ୍ରସ୍ତୁତ କୋଭାକ୍ସିନ୍ ଟିକାର ପରୀକ୍ଷା ବର୍ତ୍ତମାନ ଚାଲିଛି। ଏହା ସଫଳ ହେଲେ ଯଥାଶୀଘ୍ର ୨ ରୁ ୧୭ ବର୍ଷ ପିଲାଙ୍କୁ ଟିକା ଦିଆଯିବ। ଆସନ୍ତା ମାସରୁ ଏହା ଆରମ୍ଭ ହୋଇପାରେ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି। ସୂଚନା ମୁତାବକ, […]

ଭୁବନେଶ୍ବର: ଗତ ୨୪ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୩୭୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୩୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି। ଚିହ୍ନଟ ୩୭୧ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନରୁ ୧୦୮ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୬୩ଜଣ ରହିଛନ୍ତି। ତେବେ ଭୁବନେଶ୍ବରରେ ଏଯାବତ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୮୦୬୬ ରହିଥିବା ବେଳେ ସକ୍ରିୟ ମାମଲା ୧୯୮୮ […]

ନୂଆଦିଲ୍ଲୀ: ସେପ୍ଟେମ୍ବର ସୁଦ୍ଧା ଦେଶରେ ପିଲାମାନଙ୍କ ନିମନ୍ତେ କୋଭିଡ୍‌ ଟିକାକରଣ ଆରମ୍ଭ ହୋଇପାରେ ବୋଲି ‘ଏମ୍‌ସ୍‌’ ମୁଖ୍ୟ ଡାକ୍ତର ରଣଦୀପ ଗୁଲେରିଆ ଆଜି ସକାଳେ ଗଣମାଧ୍ୟମକୁ କହିଛନ୍ତି। ସଂକ୍ରମଣ ଶୃଙ୍ଖଳ ଛିନ୍ନ କରିବାରେ ଏହା ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ହେବ ବୋଲି ମଧ୍ୟ ସେ କହିଛନ୍ତି। ସେ କହିଛନ୍ତି, ମୋର ମନେହୁଏ ‘ଜାଇଡସ୍‌’ ପରୀକ୍ଷା କରି ସାରି ଜରୁରୀକାଳୀନ ସ୍ବୀକୃତିକୁ ଅପେକ୍ଷା କରିଛି। ଭାରତ ବାୟୋଟେକ୍‌ର କୋଭାକ୍ସିନ୍‌ ପରୀକ୍ଷା ଅଗଷ୍ଟ କିମ୍ବା […]

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ କୋଭିଡର ସ୍ଥିତି, ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି ଏବଂ କୋଭିଡ ସହାୟତା ସଂପର୍କରେ ସମୀକ୍ଷା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ କହିଛନ୍ତି, ‘ଗତ କିଛି ସପ୍ତାହ ହେଲା ରାଜ୍ୟରେ ପଜିଟିଭିଟି ହାର କମିଥିଲେ ମଧ୍ୟ, କେତେକ ଜିଲ୍ଲାରେ ସଂକ୍ରମଣ ସ୍ଥିତିରେ ଆହୁରି ଉନ୍ନତି ଆସିବାକୁ ବାକି ଅଛି। ଯଦିଓ ପରିସ୍ଥିତି ନିୟନ୍ତ୍ରଣାଧୀନ, ତଥାପି ସନ୍ତୋଷଜନକ ନୁହେଁ। ଅଧିକ […]

Social media & sharing icons powered by UltimatelySocial