ଚିନ୍ତା ବଢ଼ାଇଲା ସଲିଆସାହି,ମୁମ୍ବାଇ ସ୍ଥିତି ହେବନି ତ? ଭୁବନେଶ୍ୱର: ସାଲିଆସାହି ବସ୍ତିକୁ ନେଇ ଏବେ ଚିନ୍ତା ବଢ଼ିବାରେ ଲାଗିଛି। ଗତକାଲି ଏଠାରେ ଚିହ୍ନଟ ହୋଇଥିବା ମହିଳାଜଣଙ୍କ କେତେ ଜଣଙ୍କ ସଂସ୍ପର୍ଶରେ ଆସିଛନ୍ତି, ତାହାକୁ ଠିକ୍ ଭାବେ ଆକଳନ କରାଯାଇପାରୁ ନାହିଁ। କାରଣ ଏହି ମହିଳାଙ୍କ ପରିବାରଲୋକେ ଘର ନିକଟରେ ଚାଉଳି(ହାଣ୍ଡିଆ ଜାତୀୟ ପାନୀୟ) ବିକ୍ରି କରୁଥିଲେ। ପ୍ରତିଦିନ ସକାଳେ ଓ ସନ୍ଧ୍ୟାରେ ସେଠାରେ ଲୋକଙ୍କ ଭିଡ଼ ଲାଗି ରହୁଥିଲା। ସହରର […]
ରାଜ୍ୟ
ଭୁବନେଶ୍ୱର:ଆଜି ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୧୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୭ଜଣ ସଙ୍ଗରୋଧରେ ରହିଥିବା ବେଳେ ୬ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ଏହି ସବୁ ମାମଲା ସାମ୍ନାକୁ ଆସିଥିବା ଜଣାପଡ଼ିଛି। ୬ଟି ସ୍ଥାନୀୟ ସଂକ୍ରମଣ ରାଜଧାନୀର ବିଭିନ୍ନ ସ୍ଥାନରୁ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ୱରର ୟୁନିଟ-୪ ଅଞ୍ଚଳରୁ ୨ଟି ସ୍ଥାନୀୟ ମାମଲା ଚିହ୍ନଟ ହୋଇଥିବା […]
ତିରୁଅନନ୍ତପୁରମ୍: ଜଙ୍ଗଲୀ ଅନ୍ତଃସତ୍ତ୍ୱା ହାତୀ ମୃତ୍ୟୁର କାରଣ ହୋଇଥିବା ବ୍ୟକ୍ତିମାନଙ୍କୁ ଧରିବାକୁ କେରଳ ରାଜ୍ୟ ବନ ବିଭାଗ ବିଧିବଦ୍ଧ ଅଭିଯାନ ଆରମ୍ଭ କରି ଦେଇଛନ୍ତି। ଏଥିସହିତ ହାତୀ ହତ୍ୟାରେ ସାମିଲ ଅଭିଯୁକ୍ତଙ୍କୁ ଧରାଇ ଦେଲେ ଏକଲକ୍ଷ ଟଙ୍କାର ପୁରସ୍କାର ରାଶିର ଘୋଷଣା କରିଛି ବନ୍ୟପ୍ରାଣୀ ସୁରକ୍ଷା କ୍ଷେତ୍ରରେ କାର୍ଯ୍ୟ କରୁଥିବା ବେସରକାରୀ ସଂଗଠନ ୱାଇଲ୍ଡ ଲାଇଫ୍ ଏସଓଏସ୍। ଏହି ମାମଲାରେ ବନବିଭାଗର ସାହାଯ୍ୟ କରିବା ବ୍ୟକ୍ତିଙ୍କୁ ଓ୍ଵାଇଲ୍ଡ ଲାଇଫ୍ […]
ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୯୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆଜି ୧୩ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୭୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୧୧ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୭୯ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। […]
ଭୁବନେଶ୍ୱର: ସମ୍ଭାବ୍ୟ ପଙ୍ଗପାଳ ଆକ୍ରମଣର ମୁକାବିଲା ନେଇ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମୀକ୍ଷା କରିଥିବା ଜଣାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଏହି ବୈଠକ ପରେ ସ୍ୱତନ୍ତ୍ର ସଚିବ ଏସ.କେ ବଶିଷ୍ଠ ସୂଚନା ଦେଇ କହିଛନ୍ତି ପଙ୍ଗପାଳ ଓଡ଼ିଶା ଆସିବାର ସମ୍ଭାବନା ରହିଛି। ଆମେ ଏଥିପାଇଁ ପୂରା ପ୍ରସ୍ତୁତ ରହିଛୁ। ତେଲେଙ୍ଗାନା, ଆନ୍ଧ୍ର, ବିହାର, ଛତିଶଗଡ଼ ଉପରେ ନଜର ରଖାଯାଇଥିବା ସେ କହିଛନ୍ତି। ଏଥିଲାଗି ଉପରୋକ୍ତ ୪ଟି ରାଜ୍ୟର ନିକଟବର୍ତ୍ତୀ ସୁନ୍ଦରଗଡ଼, ମାଲକାନଗିରି, […]
ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୧୪୧ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨୪୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୩୧ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୧୦ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୧୮ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। […]
ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୧୫୬ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୧୦୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗୋଟିଏ ଦିନରେ ୧୫୬ କରୋନା ପଜିଟିଭ୍ ଚିହ୍ନଟ ହେବା ଫଳରେ ଏକ ନୂଆ ରେକର୍ଡ଼ ସୃଷ୍ଟି ହୋଇଛି ରାଜ୍ୟରେ। ଏଯାବତ୍ ଏତେ ସଂଖ୍ୟକ ଆକ୍ରାନ୍ତ ଏକାଥରକରେ ଚିହ୍ଟଟ ହୋଇ ନଥିଲେ। […]
ଭୁବନେଶ୍ୱର: କରୋନାର ମୁକାବିଲା ଲାଗି ରାଜ୍ୟ ସରକାର ଅଧିକ କଠୋର ହୋଇଛନ୍ତି। ଏଥିଲାଗି ରାଜ୍ୟ ସରକାର କଡ଼ା କଟକଣା ଜାରି କରିଛନ୍ତି। ଏ ନେଇ ଆଜି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ଇତିମଧ୍ୟରେ ୪ଲକ୍ଷ ୨୬ ହଜାରରୁ ଅଧିକ ଲୋକ ରାଜ୍ୟକୁ ଫେରିଛନ୍ତି। ଯେତେ ଅଧିକ ଲୋକ ଆସିବେ ସେତେ ସଂକ୍ରମଣ ବଢ଼ିବ। ତେଣୁ ସଂକ୍ରମଣ ରୋକିବା ଲାଗି […]
ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୧୨୯ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୯୪୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗୋଟିଏ ଦିନରେ ୧୨୯ କରୋନା ପଜିଟିଭ୍ ଚିହ୍ନଟ ହେବା ଫଳରେ ଏକ ନୂଆ ରେକର୍ଡ଼ ସୃଷ୍ଟି ହୋଇଛି ରାଜ୍ୟରେ। ଏଯାବତ୍ ଏତେ ସଂଖ୍ୟକ ଆକ୍ରାନ୍ତ ଏକାଥରକରେ ଚିହ୍ଟଟ ହୋଇ ନଥିଲେ। […]
ଭୁବନେଶ୍ୱର : କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇବା ଲାଗି ଆଜି ଅପରାହ୍ଣ ସାଢ଼େ ୫ଟାରେ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରିବା ଲାଗି ରାଜ୍ୟ ସରକାର ଘୋଷଣା କରିବା ପରେ ବ୍ୟାପକ ପ୍ରସ୍ତୁତି ହୋଇଛି। କମିସନରେଟ୍ ପୁଲିସ ପକ୍ଷରୁ ସ୍ୱତନ୍ତ୍ର ଆୟୋଜନ କରାଯାଇଛି। ସୂଚନା ଅନୁସାରେ, ଭୁବନେଶ୍ୱରର ସବୁ ପ୍ରମୁଖ ଟ୍ରାଫିକ ଛକରେ ସଙ୍ଗୀତ ଗାନ କରାଯିବ। ଠିକ୍ ଏହାର ୩ ମିନିଟ ପୂର୍ବରୁ ଅର୍ଥାତ୍ ୫ଟା ୨୭ରେ ଟ୍ରାଫିକ୍ […]