୧୨ ଘଣ୍ଟିଆ କଟକ ବନ୍ଦ, ଏଣେ ଲଗାଣ ବର୍ଷା ଯୋଗୁଁ ସହର ଜଳମଗ୍ନ କଟକ: ବିଜେପି ପକ୍ଷରୁ ଆଜି ୧୨ ଘଣ୍ଟିଆ କଟକ ବନ୍ଦ ଡାକରା ଦିଆଯାଇଛି। ଲଗାଣ ବର୍ଷା ସତ୍ତ୍ୱେ କଟକ ବାଦାମବାଡ଼ି ଠାରେ ବିଜେପି କର୍ମୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏହାସହ ସହରର ବିଭିନ୍ନ ଅଞ୍ଚଳରେ ମଧ୍ୟ୍ୟ ଏହି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ତେବେ କଟକ ବନ୍ଦ ଡାକରା ଦିଆଯାଇଥିବାବେଳେ ଲଗାଣ ବର୍ଷା ଯୋଗୁଁ ସହରରେ ଏହି […]

ଗାନ୍ଧୀନଗର: ଗୁଜରାଟର ୧୭ତମ ମୁଖ୍ୟମନ୍ତ୍ରୀ ରୂପେ ଶପଥ ଗ୍ରହଣ କଲେ ୫୯ ବର୍ଷିୟ ‘ବିଜେପି’ ନେତା ଭୂପେନ୍ଦ୍ର ପଟେଲ୍। ଗାନ୍ଧୀନଗରରେ ଆୟୋଜନ ହୋଇଥିବା ଏହି ଶପଥ ଗ୍ରହଣ ଉତ୍ସବରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଯୋଗ ଦେବା ସହ ଗୁଜରାଟର ନୂତନ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲଙ୍କୁ ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଶପଥ ଗ୍ରହଣ କରାଇଛନ୍ତି। ଭୂପେନ୍ଦ୍ର ପଟେଲଙ୍କ ଶପଥ ଗ୍ରହଣ ସମାରୋହରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଓ […]

ଭୁପେନ୍ଦ୍ରଙ୍କ ନାମ ସୁପାରିସ କଲେ ବିଜୟ ରୂପାନୀ ଅହମ୍ମଦାବାଦ: ଭୁପେନ୍ଦ୍ର ପଟେଲ ହେବେ ଗୁଜୁରାଟର ନୂଆ ମୁଖ୍ୟମନ୍ତ୍ରୀ। ଗୁଜୁରାଟ ବିଜେପିର କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନରେନ୍ଦ୍ର ସିଂହ ତୋମାର ଆଜି ଭୁପେନ୍ଦ୍ର ପଟେଲଙ୍କ ମୁଖ୍ୟମନ୍ତ୍ରୀ ହେବେ ବୋଲି ଘୋଷଣା କରିଛନ୍ତି। ସୂଚନା ମୁତାବକ ଗତକାଲି ଇସ୍ତଫା ଦେଇଥିବା ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ ତାଙ୍କ ନାମକୁ ସୁପାରିସ କରିଛନ୍ତି। ଆଜି ବସିଥିବା ବିଜେପି ବିଧାୟକ ଦଳ ବୈଠକରେ ଭୁପେନ୍ଦ୍ରଙ୍କ ନାମକୁ ବିଜୟ ରୂପାନୀ […]

ଦଳ ଓ ଜିଲ୍ଲା ପ୍ଲାନିଂ କମିଟି ଅଧ୍ୟକ୍ଷ ପଦରୁ ମଧ୍ୟ ବିଦା ହେଲେ ଭୁବନେଶ୍ୱର: ବିଜେପି କର୍ମୀଙ୍କୁ ମାଡ଼ମାରିବା ଖୋର୍ଦ୍ଧା ଜିଲ୍ଲା ଚିଲିକା ବଧାୟକଙ୍କ ପାଇଁ ମହଙ୍ଗା ପଡ଼ିଛି। ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ବିରୋଧରେ ବିଜୁ ଜନତା ଦଳ କଡ଼ା କାର୍ଯ୍ୟାନୁଷ୍ଠାନ ନେଇଛି। ବିଜେଡରୁି ପ୍ରଶାନ୍ତ ନିଲମ୍ବିତ ହୋଇଛନ୍ତି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ଦଳରୁ ନିଲମ୍ବନ କରିଛନ୍ତି। ଦଳରୁ ନିଲମ୍ବନ ସହ ଖୋର୍ଦ୍ଧା ଜିଲ୍ଲା ପ୍ଲାନିଂ କମିଟି […]

ଭୁବନେଶ୍ୱର: ପିପିଲି ଉପନିର୍ବାଚନ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶିଳ କୁମାର ଲୋହାନୀ ଆଜି ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। କରୋନା କଟକଣା ମାନି ନିର୍ବାଚନରେ ସମସ୍ତ କାମ କରାଯିବ। ରୋଡ଼ ସୋ’, ସାଇକେଲ ରାଲି, ବାଇକ ରାଲିକୁ ବାରଣ ହୋଇଛି। ସେହିଭଳି ଦ୍ୱାରକୁ ଦ୍ୱାର ନିର୍ବାଚନ କ୍ୟାମ୍ପେନରେ ପ୍ରାର୍ଥୀଙ୍କ ସହ ମାତ୍ର ୫ ଜଣ କର୍ମୀ ମତଦାତାଙ୍କ ପାଖକୁ ଯାଇପାରିବେ। ତେବେ ସବୁଠାରୁ ବଡ କଥା ହେଉଛି ମତଦାନର […]

ଚନ୍ଦ୍ରଶେଖରପୁର : ଭୁବନେଶ୍ବର ଜିଲ୍ଲା ବିଜେଡି ପରିବର୍ଦ୍ଧିତ କାର୍ଯ୍ୟକରିଣୀ ବୈଠକ ପରେ ତୃଣମୂଳସ୍ତରରେ ଦଳକୁ ସଙ୍ଗଠନ କରିବା ପାଇଁ ନେତାମାନେ ଲାଗି ପଡ଼ିଛନ୍ତି। ଏହି କ୍ରମରେ ଆଜି ଉତ୍ତର ଭୁବନେଶ୍ବର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୮ ନମ୍ବର ୱାର୍ଡରେ ଦଳର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି। ଯେଉଁଥିରେ ୧୪ନମ୍ବର ୱାର୍ଡର ବହୁ ବିଜେପି କର୍ମୀ ବିଜେଡିରେ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେପି ନେତା […]

ବିଧାୟକଙ୍କ ସହିତ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱରଙ୍କ ମତାନ୍ତର ଅଭିଯୋଗ ବାରିପଦା: ଆଜି ଥିଲା ମୟୂରଭଞ୍ଜ ଜିଲ୍ଲା ପରିଷଦର ୧୧ତମ ବୈଠକ। ଆଉ ଏହି ବୈଠକରେ ଜିଲ୍ଲା ବିଜେପିକୁ ଏକ ଶକ୍ତ ଝଟ୍‌କା ଲାଗିଛି। ଆଜି ଦଳରୁ ଇସ୍ତଫା ଦେଇଛନ୍ତି ୧୫ ଜଣ ନିର୍ବାଚିତ ଜିଲ୍ଲା ପରିଷଦ ସଭ୍ୟ ଓ ସଭ୍ୟା। ଆଜି ଜିଲ୍ଲା ପରିଷଦ ବୈଠକରେ ଯୋଗଦେବା ପରେ ସନ୍ଧ୍ୟାରେ ଏକ ସାମ୍ବାଦିକ ସମ୍ମିଳନୀ ଜରିଆରେ ଦଳରୁ ଇସ୍ତଫା ଦେଇଛନ୍ତି ୧୫ […]

ଭୁବନେଶ୍ବର : ବିଜେପିର ଭୁବନେଶ୍ବର ମଧ୍ୟ ନିର୍ବାଚନମଣ୍ଡଳୀ ନେତା ଜଗନ୍ନାଥ ପ୍ରଧାନ ଖୁବ୍‌ଶୀଘ୍ର ବିଜେପି ଛାଡ଼ିପାରନ୍ତି। ଭୁବନେଶ୍ବର ବିଜେପିରେ ବଢ଼ି ଚାଲିଥିବା ଅନ୍ତଃକନ୍ଦଳ ପାଇଁ ଜଗନ୍ନାଥ ବିଜେପି ଛାଡ଼ିବେ ବୋଲି ଚର୍ଚ୍ଚା ଜୋର୍‌ ଧରିଛି। ଏପରିକି ଅଗଷ୍ଟ ୧୭ କିମ୍ବା ୧୯ତାରିଖରେ ବିଜେଡି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜନ ହେବାକୁ ଏକ ମିଶ୍ରଣ ପର୍ବରେ ସେ ତାଙ୍କର କିଛି ସମର୍ଥକଙ୍କ ସହ ବିଜେଡିରେ ମିଶିବେ ବୋଲି ଆପାତତଃ ସ୍ଥିର ହୋଇଥିବା କୁହାଯାଉଛି। […]

ନୂଆଦିଲ୍ଲୀ : ଗତକାଲି ସଂସଦର ମୌସୁମୀ ଅଧିବେଶନ ୨ ଦିନ ଆଗରୁ ଶେଷ ହୋଇଛି। ଅଧିବେଶନ ଶେଷ ହେବାପରେ ବାଚସ୍ପତି ଓମ୍‌ ବିର୍ଲା ବିଭିନ୍ନ ଦଳର ନେତାମାନଙ୍କୁ ତାଙ୍କ କକ୍ଷରେ ଭେଟିଛନ୍ତି। ‌ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କଂଗ୍ରେସ ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧି ମଧ୍ୟ ଆଜି ବାଚସ୍ପତିଙ୍କ କକ୍ଷରେ ଉପସ୍ଥିତ ଥିଲେ। ବୈଠକରେ ମୋଦୀ ଗୋଟିଏ ସୋଫାରେ ବସିଥିବାବେଳେ ସୋନିଆ ପାଖ ସୋଫାରେ ବସିଥିଲେ। ଗୃହ ମନ୍ତ୍ରୀ […]

ଭୁବନେଶ୍ବର : ବିଜେଡିର ସୋରଡ଼ା ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସ୍ବାଇଁ ଗତ ତିନିଟି ବିଧାନସଭା ନିର୍ବାଚନରେ ମିଥ୍ୟା ସତ୍ୟପାଠ ଦେଇଥିବାରୁ ତାଙ୍କର ସଭ୍ୟପଦ ରଦ୍ଦ କରାଯାଉ ବୋଲି ବିଜେପି ଦାବି କରିଛି। ଆଜି ଏନେଇ ବିଜେପିର ଏକ ପ୍ରତିନିଧି ଦଳ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଦାବି ପତ୍ର ଦେଇଛି। ବିଜେପି ଅଭିଯୋଗ କରିଛି ଯେ, ଗତ ତିନିଟି ନିର୍ବାଚନରେ ସୋରଡ଼ା ବିଧାୟକ ଶ୍ରୀ ସ୍ବାଇଁ ତାଙ୍କର ଶିକ୍ଷାଗତ […]

Social media & sharing icons powered by UltimatelySocial