ଭୁବନେଶ୍ୱର/ ପୁରୁଣା ଭୁବନେଶ୍ୱର: ଏୟାରଫିଲ୍ଡ ଥାନା ଅଧୀନ ଏକାମ୍ର କଲେଜ ନିକଟ‌ରେ ଯୁବକ ଅମରେଶ ନାୟକଙ୍କୁ ପିଟି ପିଟି ହତ୍ୟା ଘଟଣାକୁ ୩୬ଘଣ୍ଟା ବିତି ଗଲାଣି। କିନ୍ତୁ ଏଯାଏ ପୁଲିସ କାହାରିକୁ ଗିରଫ କରି ପାରିନାହିଁ। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ପୁଲିସର ଏପରି ନିଷ୍କ୍ରିୟତା ପ୍ରତିବାଦରେ ଅମରେଶଙ୍କ ସାଙ୍ଗସାଥୀ ଓ ବିଡିଏ କଲୋନି ବାସିନ୍ଦା ଆଜି ସଂଧ୍ୟାରେ ମହମବତି ଶୋଭାଯାତ୍ରା କରିବା ସହ ଥାନା‌ […]

ଭୁବନେଶ୍ୱର:ଡାକ୍ତରଖାନା ଓ ଆରଟିଓ ଅଫିସକୁ ଦଲାଲମୁକ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ ପୁଲିସ୍ ସକ୍ରିୟ ହୋଇଉଠିଛି । ଆଜି ପୁଣି ରାଜ୍ୟର ବିଭିନ୍ନ ଡାକ୍ତରଖାନା ଓ ଆରଟିଓ ଅଫିସରେ ଚଢ଼ାଉ କରି ବର୍ତ୍ତମାନ ସୁଦ୍ଧା ୧୭ ଜଣ ଦଲାଲଙ୍କୁ ଗିରଫ କରିଛି ପୁଲିସ୍ । ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରୁ ୩ଜଣ ଦଲାଲଙ୍କୁ ଗିରଫ କରାଯାଇଥିବା ବେଳେ ଆରଟିଓରୁ ୩ ଜଣ ଦଲାଲକୁ ବାନ୍ଧିଛି ପୁଲିସ୍ । ସେହିଭଳି ବାରିପଦା […]

ଭୁବନେଶ୍ୱର: ବରମୁଣ୍ଡା ବସଷ୍ଟାଣ୍ଡକୁ ଅନ୍ତଃରାଜ୍ୟ ବସ୍‌ ଟର୍ମିନାଲରେ ପରିଣତ କରିବା ପାଇଁ ହୋଇଥିବା ଟେଣ୍ଡରକୁ ଆଜି କ୍ୟାବିନେଟ୍ ଅନୁ‌େମାଦନ କରିଛି। ୨୪ମାସରେ ବସ୍‌ଷ୍ଟାଣ୍ଡ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି। ତେଣୁ ବସ୍‌ଷ୍ଟାଣ୍ଡକୁ ଅସ୍ଥାୟୀ ଭାବେ ଖଣ୍ଡଗିରି ବାରିକୁ ସ୍ଥାନାନ୍ତର କରିବାକୁ ନିଷ୍ପତ୍ତିି ହୋଇଛି। ଖଣ୍ଡଗିରି ବାରିରେ ୭ଏକର ସରକାରୀ ଜମି ଥିବାରୁ ସେଠାକୁ ବସ୍‌ଷ୍ଟାଣ୍ଡ ଦୁଇ ବର୍ଷ ପାଇଁ ସ୍ଥାନାନ୍ତର କରି ନିର୍ମାଣ କାର୍ଯ୍ୟ ଆରମ୍ଭ କରିବାକୁ […]

କଟକ: ସଞ୍ଜୟ ବେହେରା ଓଡିଶା କ୍ରିକେଟ ଆସୋସିଏସନ୍‌ (ଓସିଏ)ର ସଂପାଦକ ଭାବେ ନିର୍ବାଚିତ ହୋଇଛନ୍ତି। ସଂଜୟ ବେହେରା ୪୫ ଖଣ୍ଡ ଭୋଟ ପାଇଛନ୍ତି। ସେ ୨୦ ଖଣ୍ଡ ଭୋଟ ବ୍ୟବଧାନରେ ନବରଂଜନ ସ୍ୱାଇଁଙ୍କୁ ପରାସ୍ତ କରିଛନ୍ତି। ଅର୍ଥତତ୍ତ୍ୱ ଚିଟଫଣ୍ଡ (ଏଟି) ଠକେଇ ମାମଲାରେ ଗିରଫ ଆଶୀର୍ବାଦ ବେହେରାଙ୍କ ପୁଅ ହେଉଛନ୍ତି ସଞ୍ଜୟ ବେହେରା। ଯୁଗ୍ମ ସଂପାଦକ ଭାବେ ମେହେତାବ୍‌ ଖାନ୍‌ ନିର୍ବାଚିତ ହୋଇଛନ୍ତି। ମେହେତାବ୍‌ ଖାନ ନିର୍ବାଚନରେ ସୁଜିତ୍‌ କୁମାର […]

ଭୁବନେଶ୍ୱର: ଆଜିଠାରୁ ଝାରସୁଗୁଡାର ବୀର ସୁରେନ୍ଦ୍ର ସାଏ (ଭିଏସ୍‌ଏସ୍‌) ବିମାନ ବନ୍ଦରରୁ ଆଉ ଦୁଇଟି ସହରକୁ ନୂତନ ଭାବେ ବିମାନ ସେବା ଆରମ୍ଭ ହୋଇଥିବା ନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ବୁଧବାର ସୂଚନା ଦେଇଛନ୍ତି। ମୁଖ୍ୟ ଶାସନ ସଚିବଙ୍କ କହିବାନୁସାରେ, ଝାରସୁଗୁଡା ବିମାନ ବନ୍ଦରରେ ଆରମ୍ଭ ହୋଇଥିବା ଏହି ନୂଆ ଉଡାଣ ସେବା କୋଲକାତା ଓ ବେଙ୍ଗାଲୁରୁ ପାଇଁ ରହିଛି। ଅର୍ଥାତ ଏବେ ଯାତ୍ରୀ ଝାରସୁଗୁଡା ବିମାନ […]

ନୂଆଦିଲ୍ଲୀ : କଶ୍ମୀର ପ୍ରସଙ୍ଗକୁ ଅନ୍ତର୍ଜାତୀୟ ପ୍ରସଙ୍ଗ କରିବା ପାଇଁ ପାକିସ୍ତାନର ଉଦ୍ୟମକୁ ଆଉ ଏକ ବଡ଼ ଧକ୍କା ଲାଗିଛି । ଶେଷରେ ଜାତିସଂଘରୁ ମଧ୍ୟ ନିରାଶ ହୋଇଛି ପାକିସ୍ତାନ । ଜାତିସଂଘର ମହାସଚିବ ଆଣ୍ଟୋନିଓ ଗୁଟେରେସ କହିଛନ୍ତି ଯେ କାଶ୍ମୀର ସମସ୍ୟାକୁ ଭାରତ ଓ ପାକିସ୍ତାନ ଆଲୋଚନା ମାଧ୍ୟମରେ ସମାଧାନ କରିବା ଆବଶ୍ୟକ । ଏହା ସହିତ କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା ପ୍ରସ୍ତାବକୁ ସେ ଖାରଜ କରିଦେଇଛନ୍ତି । […]

ପୁରୀ: ନିର୍ଦ୍ଧାରିତ ତିଥିରେ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଆୟୋଜନ ପାଇଁ ଗଜପତି ଦିବ୍ୟସିଂହ ଦେବ ଆହ୍ୱାନ କରିଛନ୍ତି। ପବିତ୍ର ସୁନିଆଁ ଅବସରରେ ଏକ ବାର୍ତ୍ତା ଜରିଆରେ ଏହି ଆହ୍ୱାନ କରିଛନ୍ତି ଗଜପତି ମହାରାଜା। ସେ ଏହି ବାର୍ତ୍ତାରେ ‌କହିଛନ୍ତି କି ପବିତ୍ର ଗୁଣ୍ଡିଚା ଯାତ୍ରା ସନାତନ ଶାସ୍ତ୍ର ଆଧାରିତ ଓ ପ୍ରତିବର୍ଷ ଆଷାଢ ଶୁକ୍ଳ ପକ୍ଷ ତିଥିରେ ରଥଯାତ୍ରା ଅନୁଷ୍ଠିତ ହୁଏ । ରଥଯାତ୍ରା ପରେ ରତ୍ନସିଂହାସନରେ ବିରାଜମାନ ହୁଅନ୍ତି ଶ୍ରୀବିଗ୍ରହ […]

ଭୁବନେଶ୍ୱର : ସଡ଼କ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରାଳୟ ପକ୍ଷରୁ ‘ବାହନ’ ସେବା ଉପଲବ୍ଧ ହେଉଛି। ଏଥିରେ ଜଣେ ନିଜ ଗାଡ଼ି ସଂପର୍କରେ ସମସ୍ତ ସୂଚନା ଏସ୍‌ଏମ୍‌ଏସ୍‌ ଜରିଆରେ ପାଇପାରିବ। ଗୋଟିଏ ମେସେଜ୍ ଜରିଆରେ ଗାଡ଼ିର ମାଲିକ ସହିତ ଆରଟିଓ ରେଜିଷ୍ଟ୍ରେସନ୍‌ ନମ୍ବର, ଗାଡ଼ି ମଡେଲ, ଆରସି ବୁକ୍, ଇନସ୍ୟୁରାନ୍‌ସ ସଂପର୍କରେ ସୂଚନା ମିଳି ପାରୁଛି। ଏଥିପାଇଁ ଜଣେ ବ୍ୟକ୍ତିଙ୍କୁ ପ୍ରଥମେ ନିଜ ମୋବାଇଲରେ ଇଂରାଜୀରେ ବଡ଼ ଅକ୍ଷରରେVAHAN […]

ଭୁବନେଶ୍ୱର : ରାଜଧାନୀର ଯେଉଁ ରାସ୍ତାରେ ଯିବ ସେଠାରେ ଆଣ୍ଠୁଏ ଉଚ୍ଚର ଖାଲ, କିଛି ବର୍ଷ ତଳେ ଯେଉଁ ରାସ୍ତା କଙ୍କ୍ରିଟ ଓ ପିଚୁ ଥିଲା ତାହା ଏବେ ମାଟି ରାସ୍ତା। ଅସରାଏ ବର୍ଷା ହେଲେ ରାସ୍ତା ଉପରେ ଆଣ୍ଠୁଏ ଉଚ୍ଚରେ ପାଣି ଚାଲୁଛି, ସବୁଠି ରାସ୍ତା ଉପରେ ଗାଈ, ଷଣ୍ଢ ଶୋଉଛନ୍ତି, ବୁଲା କୁକୁର ଗାଡ଼ି ଆଗକୁ ମାଡ଼ି ଆସୁଛନ୍ତି। ଅଧିକାଂଶ ଅଞ୍ଚଳରେ ଷ୍ଟ୍ରିଟ ଲାଇଟ୍ ଜଳୁନି, ସର୍ଭିସ୍ […]

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମୋତିହାରୀ ଓ ଅମଲେଖଗଞ୍ଜ (ନେପାଳ) ମଧ୍ୟରେ ଏକ ପେଟ୍ରୋଲିୟମ ଉତ୍ପାଦ ପାଇପଲାଇନର ଶୁଭ ଉଦଘାଟନ କରିଛନ୍ତି । ସେ ନେପାଳର ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲିଙ୍କ ସହ ଭିଡ଼ିଓ କନଫେରେନ୍ସିଂ ଜରିଆରେ ଏହି ପାଇପଲାଇନର ଉଦଘାଟନ କରିଛନ୍ତି ।ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ, ଏହା ବହୁତ ଖୁସିର କଥା ଯେ ଦକ୍ଷିଣ ଏସିଆର ପ୍ରଥମ କ୍ରସ ବର୍ଡର (ସୀମାପାର) […]

Social media & sharing icons powered by UltimatelySocial