ଭୁବନେଶ୍ୱର: ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ରାଜନୀତି ସରଗରମ ହୋଇଥିବା ବେଳେ ପ୍ରଚାର ମଧ୍ୟ ଜମୁଛି। ଆଉ ଏହାରି ଭିତରେ ସାମ୍ବାଦିକ ସମ୍ମିଳନୀରେ ନିର୍ବାଚନ ନେଇ ବିସ୍ତୃତ ତଥ୍ୟ ରଖିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା ଅନୁଯାୟୀ, ଆଜି ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ ଥିଲା। ତେବେ ତିର୍ତ୍ତୋଲରେ ମୋଟ‌ ୮ଜଣ ପ୍ରାର୍ଥୀ ସେମାନଙ୍କର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। […]

ପୁରୀ: ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଅନ୍ତିମ ସଂସ୍କାରରେ ସାମିଲ ହେବା ଘଟଣାରେ ସତ୍ୟବାଦୀ ବିଧାୟକ ଉମା ସାମନ୍ତରାୟ କ୍ଷମା ମାଗିଛନ୍ତି। ସେ ଏକ ଭିଡିଓ ଜାରି କହିଛନ୍ତି ଯେ ଗତ ୪ ତାରିଖରେ କରୋନା ସଂକ୍ରମିତ ହୋଇ ମଧ୍ୟ ପ୍ରଦୀପ ମହାରଥୀଙ୍କ ଅନ୍ତିମ ସଂସ୍କାରରେ ସାମିଲ ହେବା ଭୁଲ୍ ଥିଲା। ପ୍ରଦୀପ ମହାରଥୀ ତାଙ୍କର ବଡ଼ ଭାଇ ଓ ସେ ତାଙ୍କର ଆଦର୍ଶ ବି। ତାଙ୍କ ବିୟୋଗରେ ଭାବବିହ୍ୱଳ […]

ଭୁବନେଶ୍ବର: ବାଜିଲା ବାଲେଶ୍ୱର ସଦର ଏବଂ ତିର୍ତୋଲ ବିଧାନସଭା ଆସନ ପାଇଁ ନିର୍ବାଚନ ବିଗୁଲ। ଏହି ଦୁଇଟି ଆସନ ପାଇଁ ଆସନ୍ତା ନଭେମ୍ବର ୩ ତାରିଖରେ ଉପ-ନିର୍ବାଚନ ଅନୁଷ୍ଠିତ ହେବ। ଆଜି ଏଥିଲାଗି ପ୍ରକାଶ ପାଇଛି ବିଜ୍ଞପ୍ତି। ବିଜ୍ଞପ୍ତି ସହ ଆଜିଠୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହେଉଥିବା ବେଳେ ଅକ୍ଟୋବର ୧୬ ତାରିଖ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି। ଅକ୍ଟୋବର ୧୭ରେ ନାମାଙ୍କନ ପତ୍ର ଯାଞ୍ଚ ହେବା […]

ଭୁବନେଶ୍ବର: ନିର୍ଦ୍ଧାରିତ ସମୟର ଦିନକ ପୂର୍ବରୁ ଶେଷ ହୋଇଛି ବିଧାନସଭା ଅଧିବେଶନ। ଅଧିବେଶନ ଶେଷ ନେଇ ଘୋଷଣା କରିଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର। ଆଜି ଶେଷ ଦିନରେ ୫ଟି ବିଲ୍ ଗୃହୀତ ହେବା ସହ ସିଏଜିଙ୍କ ରିପୋର୍ଟ ମଧ୍ୟ ଉପସ୍ଥାପିତ ହୋଇଛି। ଅର୍ଥମନ୍ତ୍ରୀ ନିରଂଜନ ପୂଜାରୀ ବିଧାନସଭାରେ ସିଏଜି ରିପୋର୍ଟ ଉପସ୍ଥାପନ କରିଥିଲେ। ଏଥର ମୌସୁମୀ ଅଧିବେଶନରେ ମୋଟ ୭ଟି ବିଲ୍ ଗୃହୀତ ହୋଇଛି । ଆଜି ଗୋଟିଏ ଦିନରେ […]

ଜଗତସିଂହପୁର: ଉପନିର୍ବାଚନ ପୂର୍ବରୁ ଆରମ୍ଭ ହେଲା ଦଳଡିଆଁ ପର୍ବ। ତିର୍ତ୍ତୋଲ ଉପନିର୍ବାଚନ ପୂର୍ବରୁ ବିଜେପି ଛାଡ଼ିଛନ୍ତି ରମାକାନ୍ତ ଭୋଇ। ୨୦୧୯ ନିର୍ବାଚନରେ ତିର୍ତ୍ତୋଲରୁ ବିଜେପି ପ୍ରାର୍ଥୀ ଭାବେ ଲଢିଥିବା ରମାକାନ୍ତ ଆଜି ନିଜ ସମର୍ଥକଙ୍କ ସହ ପଦ୍ମ ଶିବିରରୁ ପରିତ୍ୟାଗ କରିଛନ୍ତି। ଦଳ ତାଙ୍କୁ ଅଣଦେଖା କରୁଥିବା ଅଭିଯୋଗ ଆଣି ବିଜେପି ଛାଡିଛନ୍ତି ରମାକାନ୍ତ,ଯାହା ଜଗତସିଂହପୁର ଜିଲ୍ଲରେ ଦଳରେ ଥିବା କନ୍ଦଳକୁ ପଦାରେ ପକାଇଛି। ତିର୍ତ୍ତୋଲ ଉପନିର୍ବାଚନ ପୂର୍ବରୁ କଂଗ୍ରେସ […]

ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କର ଗତକାଲି ବିଳମ୍ବିତ ରାତିରେ ପରଲୋକ ଘଟିଛି। ଅସୁସ୍ଥତା ଯୋଗୁଁ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବରିଷ୍ଠ ବିଜେଡ଼ି ନେତା ପ୍ରଦୀପ ମହାରଥୀଙ୍କ ସ୍ବାସ୍ଥ୍ୟାବସ୍ଥା ଗତକାଲି ହଠାତ ଗୁରୁତର ହୋଇପଡ଼ିଥିଲା। ଏହାପରେ ଭେଣ୍ଟିଲେଟର ସହାୟତାରେ ତାଙ୍କର ଚିକିତ୍ସା ଜାରି ରହିଥିଲା। ମାତ୍ର ଡାକ୍ତରମାନଙ୍କ ସବୁ ପ୍ରଚେଷ୍ଟା ସତ୍ତ୍ବେ ମହାରଥୀଙ୍କୁ ବଞ୍ଚାଇ ରଖିବା ସମ୍ଭବ ହୋଇ ନ ଥିଲା। ମୃତ୍ୟୁ ବେଳକୁ […]

ନୂଆଦିଲ୍ଲୀ: ହାଥ‌ରସ‌ର ଦୁଷ୍କର୍ମ ପୀଡ଼ିତାଙ୍କ ପରିବାର ଲୋକଙ୍କୁ ଭେଟିବା ଲାଗି ଶନିବାର ଦିନ ଉତ୍ତରପ୍ରଦେଶ ପ୍ରଶାସନ କଂଗ୍ରେସ ନେତା ରାହୁଲ‌ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ଅନୁମତି ପ୍ରଦାନ କରିଛି। ସେମାନଙ୍କ ସାଥୀରେ ଅନ୍ୟ ତିନିଜଣ କଂଗ୍ରେସ ନେତା ମଧ୍ୟ ଯିବେ। କେ ସି ବେଣୁଗୋପାଳ, ଅଧୀର ରଞ୍ଜନ ଚୌଧୁରୀ ଏବଂ ପିଏଲ୍‌ ପୁନିଆ ରାହୁଲ୍‌ ଓ ପ୍ରିୟଙ୍କାଙ୍କ ସହ ଯାଇପାରନ୍ତି ବୋଲି ଆଶା କରାଯାଉଛି। ଯିବା ପୂର୍ବରୁ […]

ପୀଡ଼ିତା ପରିବାରକୁ ଭେଟିବାକୁ ଦେଲେନି, ଲାଠିମାଡ଼ ଅଭିଯୋଗ କଲେ ପ୍ରିୟଙ୍କା ଲକ୍ଷ୍ନୌ : ଉତ୍ତରପ୍ରଦେଶର ହଠରାସ‌ ଗଣଦୁଷ୍କର୍ମ ପୀଡ଼ିତାଙ୍କ ମୃତ୍ୟୁ ଏବଂ ତାଙ୍କ ପରିବାରକୁ ନଜଣାଇ ବିଳମ୍ବିତ ରାତିରେ ପୋଲିସ ଦ୍ବାରା ଅନ୍ତିମ ସଂସ୍କାର କରାଯିବା ଘଟଣାକୁ ନେଇ ଉଦ୍‌ବେଗଜନକ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ଲଜ୍ଜାଜନକ ପ୍ରସଙ୍ଗରେ ବିଭିନ୍ନ ଦଳ ସଂଗଠନ ମଧ୍ୟ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଏଭଳି ପରିସ୍ଥିତିରେ ପୀଡ଼ିତା ପରିବାର ପ୍ରତି ସମବେଦନା ଜଣାଇବା […]

ଉପବାଚସ୍ପତି ରଜନୀକାନ୍ତ ସିଂ ବି ସଂକ୍ରମିତ, ୯୫୦ରୁ ଅଧିକ ନମୁନା ପରୀକ୍ଷା, ୧୮୪ ପଜିଟିଭ୍‌ ଭୁବନେଶ୍ୱର : ଆଜିଠାରୁ ବିଧାନସଭା ଆରମ୍ଭ ହେବାକୁ ଯାଉଥିବା ବେଳେ କରୋନା ଭୟ ବଢ଼ିବାରେ ଲାଗିଛି। ଗତକାଲି ହୋଇଥିବା ପ୍ରାୟ ୨ ଶହ କୋଭିଡ୍‌ ନମୁନା ପରୀକ୍ଷାରୁ ଉପବାଚସ୍ପତି, ୩ ମନ୍ତ୍ରୀ ଓ ବିଧାୟକଙ୍କୁ ମିଶାଇ ସମୁଦାୟ ୧୨ଜଣ କରୋନା ସଂକ୍ରମିତ ଥିବା ଜଣାପଡ଼ିଛି। ଏହାସହ ୩୬ଜଣ କର୍ମଚାରୀ, ସାମ୍ବାଦିକ ମଧ୍ୟ ପଜିଟିଭ୍ ଚିହ୍ନଟ […]

ମୁମ୍ବାଇ: ମହାରାଷ୍ଟ୍ର ରାଜନୀତିରେ ଝଡ। ବିଜେପିର ବରିଷ୍ଠ ନେତା ତଥା ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସଙ୍କୁ ସାକ୍ଷାତ କରିଛନ୍ତି ଶିବସେନା ମୁଖପାତ୍ର ସଂଜୟ ରାଉତ। ମହାରାଷ୍ଟ୍ର ରାଜନୀତି ଏହାକୁ ନେଇ କଡଲେଉଟାଇବା କଥା ଚର୍ଚ୍ଚା ହେଉଛି। ସାକ୍ଷାତକାର ପରେ ଚର୍ଚ୍ଚା ହେଉଛି ଯେ, ଏନଡିଏ ମେଣ୍ଟକୁ ଫେରିବାକୁ ଶିବସେନା ଉଦ୍ୟମ କରିବ କି? ଏନଡିଏର ପୁରୁଣା ସହଯୋଗୀ ପଞ୍ଜାବର ଅକାଳୀ ଦଳ ଏନଡିଏରୁ ବାହାର ହୋଇଯାଇଛି । ଏପରି […]

Social media & sharing icons powered by UltimatelySocial