ଚନ୍ଦ୍ରଶେଖରପୁର: ଓଡ଼ିଆରେ ୱେବ୍ ସିରିଜ୍ ନିର୍ମାଣ କରିବା ନାଁରେ ଠକେଇ ଅଭିଯୋଗ ଆସିଛି। ଅବିନାଶ ରାଉତ ନାମକ ଯୁବକ ନିଜକୁ ମୁମ୍ବାଇ ଫେରନ୍ତା ଚଳଚ୍ଚିତ୍ର ନିର୍ଦ୍ଦେଶକ ବୋଲି କହି କିଛି ନବାଗତ କଳାକାରଙ୍କଠାରୁ ଠକେଇ କରିବା ସହ ଯୁବତୀଙ୍କୁ କାଷ୍ଟିଂକାଉଚ୍‌ ଜାଲରେ ଫସାଇଥିବା ଅଭିଯୋଗ ହୋଇଛି। ଏହାଛଡ଼ା ସିରିଜ୍‌ ନିର୍ମାଣ ପାଇଁ ସୁଟିଂରେ ନିୟୋଜିତ ଟେକ୍ନିସିଆନଙ୍କୁ ପାରିଶ୍ରମିକ ଦେଇନଥିବାରୁ ସେମାନେ ମଧ୍ୟ ବିଭିନ୍ନ ଥାନାର ଦ୍ବାରସ୍ଥ ହୋଇଛନ୍ତି। ସୂଚନା ମୁତାବକ, […]

ଭୁବନେଶ୍ବର: କମୁଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୦୨ କରୋନା ଆକ୍ରାନ୍ତ ଚିହ୍ନଟ। ସେମାନଙ୍କ ମଧ୍ୟରୁ ୧୪୯୫ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୧୦୭ ଜଣ ସ୍ଥାନୀୟ ସଂକ୍ରମିତ। ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୨୯୭୮୮ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୮୯୭୩୬୨ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୨୮୦୧୫ ଜଣ।ଗତ […]

୯୮ ବର୍ଷ ବୟସରେ ସରିଗଲା ଜୀବନ ଯାତ୍ରା ମୁମ୍ବାଇ: ଆଉ ନାହାନ୍ତି ଲୋକପ୍ରିୟ ବଲିଉଡ୍‌ କଳାକାର ଦିଲୀପ କୁମା‌ର। ସେ ଆଜି ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୯୮ ବର୍ଷ ବୟସ ହୋଇଥିଲା। ପୂର୍ବରୁ ତାଙ୍କ ଶ୍ବାସକ୍ରିୟାରେ ସମସ୍ୟା ଉପୁଜିବା ହେତୁ ଜୁନ୍‌ ୨୯ ତାରିଖରେ ତାଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ଜୁନ୍‌ ୩୦ ତାରିଖରେ ତାଙ୍କୁ ମୁମ୍ବାଇର ହିନ୍ଦୁଜା ହସ୍ପିଟାଲ୍‌ ଆଇସିୟୁରେ ରଖା […]

କଟକ: ଗତ ସଂଧ୍ୟାରେ ଦୁଇ ଘଣ୍ଟା କଚ୍ଚା ବର୍ଷାରେ ଭାସିଛି କଟକ। ଅଧିକାଂଶ ଅଞ୍ଚଳରେ ରାସ୍ତା ବୁଡିଛି, ଲୋକଙ୍କ ଘରେ ପାଣି ପଶିଛି। କଟକରେ ଜଳବନ୍ଦୀ ସମସ୍ୟା କିଛି ନୂଆକଥା ନୁହେଁ। କିନ୍ତୁ ବର୍ଷର ପ୍ରଥମ ବଡ ବର୍ଷାରେ ଏଭଳି ସ୍ଥିତି ଡ୍ରେନ୍ ପଙ୍କୋଦ୍ଧାରକୁ ନେଇ ହୋଇ ଆସୁଥିବା ଦୁର୍ନୀତି ଆଉ ଅବ୍ୟବସ୍ଥାର ଅଭିଯୋଗକୁ ସତ ପ୍ରମାଣିତ କରିଛି। ନିର୍ଦ୍ଦିଷ୍ଟ ସମୟ ପୂର୍ବରୁ ପ୍ରତ୍ୟେକ ବର୍ଷ କଟକର ଡ୍ରେନରୁ ପଙ୍କୋଦ୍ଧାର […]

ହତ୍ୟାକାଣ୍ଡ ଭିଆଇଥିବା ଯୁବକକୁ ମୁଁ ଜାଣିନାହିଁ କି ଚିହ୍ନିନାହଁ : ମୃତ ମହିଳାଙ୍କ ବାପା ଭୁବନେଶ୍ୱର: ଭୁବନେଶ୍ୱର ଭୀମଟାଙ୍ଗି ଅଞ୍ଚଳରେ ମହିଳାଙ୍କୁ ବୀଭତ୍ସ ହତ୍ୟାକାଣ୍ଡ ପଛରେ ରହିଛି ପୂର୍ବ ସମ୍ପର୍କ। ଏକଥା ନିଜେ କହିଛନ୍ତି ଅଭିଯୁକ୍ତଙ୍କ ମା’ସାବିତ୍ରୀ ପ୍ରଧାନ। ମୃତ ମହିଳା ପ୍ରିୟଙ୍କାଙ୍କ ସହ ତାଙ୍କ ପୁଅ ଜଗନ୍ନାଥଙ୍କ ନିବିଡ଼ ସମ୍ପର୍କ ଥିଲା ବୋଲି ସେ କହିଛନ୍ତି। ବିବାହ ପୂର୍ବରୁ ଜଗନ୍ନାଥଙ୍କୁ ଜାଣିଥିଲେ ପ୍ରିୟଙ୍କା। ତେବେ ପ୍ରିୟଙ୍କାଙ୍କ ବିବାହ ପରେ […]

ଭୁବନେଶ୍ୱର: ରଥଯାତ୍ରାରେ ଗଜପତି କରିବେ ଛେରାପହଁରା। ସ୍ନାନପୂର୍ଣ୍ଣମାରେ ଛେରାପହଁରା କରିନଥିବା ଗଜପତି ମହାରାଜ ଦିବ୍ୟସିଂହ ଦେବ ରଥଯାତ୍ରାରେ ଛେରାପହଁରା କରିବେ ବୋଲି ନିଜେ ସୂଚନା ଦେଇଛନ୍ତି। ସେ କହିଛନ୍ତି ଆମେ ରଥଯାତ୍ରାକୁ ମୁଖ୍ୟ ସ୍ଥାନ ଦେଇଛୁ, ତାହା ମୁଖ୍ୟ ପର୍ବ। ଏମିତିକି ସେ ଆହୁରି କହିଛନ୍ତି ମହାପ୍ରଭୁ ଚାହିଁଲେ ବାହୁଡ଼ାରେ ମଧ୍ୟ ଆମେ ଯିବୁ। ଆର୍ଥାତ୍‌ ବାହୁଡ଼ାରେ ମଧ୍ୟ ଛେରାପହଁରା କରିପାରନ୍ତି ବୋଲି କହିଛନ୍ତି ଗଜପତି ମହାରାଜ। ତେବେ ଅନ୍ୟ […]

ଭୁବନେଶ୍ୱର: ଭୁବନେଶ୍ୱର ଏମ୍ସ ପରିସରରେ ଅଗ୍ନିଶମ ସେବାକେନ୍ଦ୍ର ଖୋଲିବ। ଯାହାକି ଏକ ଭଲ ଖବର ବୋଲି କୁହାଯାଉଛି। ମଙ୍ଗଳବାର ଏମ୍ସ ପରିସରରେ ଅଗ୍ନିଶମ ସେବାକେନ୍ଦ୍ର ଖୋଲିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଞୁରୀ ଦେଇଛନ୍ତି। ଅଗ୍ନିଶମ ସେବାକେନ୍ଦ୍ରରେ ଜଣେ ଷ୍ଟେସନ ଅଫିସରଙ୍କ ସମେତ ଦଶଜଣ କର୍ମଚାରୀ ରହିବାର ବ୍ୟବସ୍ଥା ରହିଛି। ଏଥିପାଇଁ ରାଜ୍ୟ ସରକାର ଦଶଟି ନୂତନ ପଦବୀ ସୃଷ୍ଟି କରିଥିବା କୁହାଯାଉଛି। ଅଗ୍ନିଶମ ସେବାକେନ୍ଦ୍ର ଖୋଲିବା ଦ୍ବାରା ଏମ୍ସ […]

ଭୁବନେଶ୍ବର: ମଙ୍ଗଳବାର ଉତ୍କଳ ବିଶ୍ୱବିଦ୍ୟାଳୟରେ ଅଗ୍ନିକାଣ୍ଡ ଘଟିଛି। ବିଶ୍ୱବିଦ୍ୟାଳୟ ସଂସ୍କୃତ ବିଭାଗର ମୁଖ୍ୟଙ୍କ କାର୍ଯ୍ୟାଳୟରେ ଆଜି ଏହି ଅଗ୍ନିକାଣ୍ଡ ଘଟିଥିବା ଖବର ମିଳିଛି। ଅଗ୍ନିକାଣ୍ଡ ଘଟିଥିବା ଖବର ପାଇବା ପରେ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗର ଏକ ଟିମ୍ ପହଞ୍ଚିବା ସହିତ ନିଆଁକୁ ଆୟତ୍ତ କରିଥିଲେ। ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ଅଗ୍ନିକାଣ୍ଡରେ କାର୍ଯ୍ୟାଳୟରେ ଥିବା ଆସବାବପତ୍ର ଓ କାଗଜ ପତ୍ର ପୋଡି ଯାଇଛି। ବିଭାଗୀୟ ମୁଖ୍ୟ ଡାକ୍ତର ସୁବାସ ଚନ୍ଦ୍ର […]

ଭୁବନେଶ୍ବର : କରୋନା ସଂକ୍ରମଣ ଧୀରେ ଧୀରେ ହ୍ରାସ ପାଉଥିବାରୁ ରାଜ୍ୟରେ ଚାଲୁ ରହିଥିବା ସମସ୍ତ ସରକାରୀ ଓ ବେସରକାରୀ କୋଭିଡ୍ ସେବା କେନ୍ଦ୍ରଗୁଡ଼ିକୁ ବନ୍ଦ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ତେବେ ଯଦି ଏକ କୋଭିଡ୍ ସେବା କେନ୍ଦ୍ରରେ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଥିବେ ସେମାନେ ସୁସ୍ଥ ହେବା ପର୍ଯ୍ୟନ୍ତ ତାହା ଚାଲୁ ରହିବ। ଏ ସମ୍ପର୍କରେ ରାଜ୍ୟର ସମସ୍ତ ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିଶନରମାନଙ୍କୁ ଏକ […]

ଭୁବନେଶ୍ୱର: ଗତ ୨୪ ମଧ୍ୟରେ ରାଜ୍ୟରେ ସର୍ବାଧିକ ୫୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଳ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୨୪୮କୁ ବୃଦ୍ଧି ପାଇଛି। ଏହି ୫୨ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ ଅଛନ୍ତି। ଏହି ୯ ଜଣଙ୍କ ମଧ୍ୟରୁ କେବଳ ଭୁବନେଶ୍ୱରରୁ ୫ ଜଣ ଥିବା ଜଣାଯାଇଛି। […]

Social media & sharing icons powered by UltimatelySocial