ଭୁବନେଶ୍ୱର: ରାଜ୍ୟରେ ଆଜି ୧୮୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯୦୯କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୧୫ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୭୧ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୨୦ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। କନ୍ଧମାଳ ଜିଲ୍ଲାରେ ସର୍ବାଧିକ […]

ମୋଟ୍ କରୋନା ପଜିଟିଭ୍ ଚିହ୍ନଟଙ୍କ ସଂଖ୍ୟା ୧୦୬ ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରେ ପୁଣି ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ବିଏମସି(ଭୁବନେଶ୍ୱର ମହାନଗର ନିଗମ) ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ଜଣେ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ତାଙ୍କର ଘର ଡୁମଡୁମା ଅଞ୍ଚଳରେ ବୋଲି ଜଣାଯାଇଛି। ସେ ଜଣେ ୪୮ ବର୍ଷିୟ ପୁରୁଷ। ସେ ଗଞ୍ଜାମ ଜିଲ୍ଲା ଗସ୍ତ କରିଥିବାର ସୂଚନା ଦିଆଯାଇଛି। […]

ଭୁବନେଶ୍ୱର: ରାଜ୍ୟରେ ଆଜି ସର୍ବାଧିକ ୨୨୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୭୨୩କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୨୯ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୯୬ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୧୬ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଆଜି […]

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୧୧୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୪୯୮କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୫ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୦୭ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୧୮ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଏଥିରେ […]

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରେ ପୁଣି ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ବିଏମସି(ଭୁବନେଶ୍ୱର ମହାନଗର ନିଗମ) ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ଆପୋଲୋ ହସ୍ପିଟାଲର ଜଣେ ୪୬ ବର୍ଷୀୟା ମହିଳା କର୍ମଚାରୀ ଅଛନ୍ତି। ତାଙ୍କର ଘର ଗଡ଼କଣା ଅଞ୍ଚଳରେ ବୋଲି ଜଣାଯାଇଛି। ଆଉ ଜଣେ ନୟାପଲ୍ଲୀ ଅଞ୍ଚଳର ୩୦ ବର୍ଷିୟ ପୁରୁଷ ଅଛନ୍ତି। ଜଣେ ନିକଟ ସଂପର୍କୀୟ ଆଗରୁ କରୋନା ପଜିଟିଭ୍ […]

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୧୩୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୮୬କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୨ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୩୪ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୧୪ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଏମାନଙ୍କ […]

ଭୁବନେଶ୍ୱର: ଲକ୍‌ଡାଉନ୍‌-୫ରେ ନିୟମ କୋହଳ ହେବା ପରେ ଏବେ ରାଜଧାନୀରେ କେହି କରୋନା କଟକଣା ମାନୁନାହାନ୍ତି। ହାଟ ବଜାର ସବୁଠି ଅସମ୍ଭାଳ ଭିଡ଼। ଦୋକାନ ଭିତରେ ୫ରୁ ଅଧିକ ଲୋକ ପ୍ରବେଶ କରାଇବାକୁ ନିୟମ ନଥିବାବେଳେ ଦୋକାନରେ ଏହାର ବହୁ ଗୁଣା ଲୋକ ବୁଲୁଛନ୍ତି। ଅଧିକାଂଶ ଲୋକ ମାସ୍କ ପିନ୍ଧୁନାହାନ୍ତି। କାହାର କାହା ମଧ୍ୟରେ ସାମାଜିକ ଦୂରତା ରହୁନି। ଏପରିକି ହୋଟେଲ/ଠେଲା/ଫାଷ୍ଟଫୁଡ୍‌ ଆଦି ଦୋକାନରୁ ଲୋକ ଯେତିକି ପାର୍ସଲ ନେଉନାହାନ୍ତି […]

ଭୁବନେଶ୍ୱର: କରୋନା ବା କୋଭିଡ୍‌-୧୯ ମହାମାରୀର ସଂକ୍ରମଣକୁ ବ୍ୟାପକ କରିବା କ୍ଷେତ୍ରରେ ସବୁଠାରୁ ବିପଦଜନକ ହେଉଛି ଭିଡ଼ ବା ଜନ ବହୁଳତା। ବିଶ୍ୱ ଠାରୁ ଆରମ୍ଭ କରି ଦେଶ ପର୍ଯ୍ୟନ୍ତ ଉପଲବ୍ଧ ଥିବା ତଥ୍ୟକୁ ଅନୁଶୀଳନ କରିବା ପରେ ହିଁ ଏହି ସତ୍ୟ ସାମନାକୁ ଆସିଛି ବୋଲି କହିଛନ୍ତି ରାଜ୍ୟ କୋଭିଡ୍‌-୧୯ ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗ୍‌ଚୀ। ଆଜି ଅପରାହ୍ନରେ ସ୍ଥାନୀୟ ଗୀତଗୋବିନ୍ଦ ସଦନ ଠାରେ ରାଜ୍ୟ ସରକାରଙ୍କ ପକ୍ଷରୁ […]

ଭୁବନେଶ୍ୱର: ରାଜ୍ୟରେ ଆଜି ୧୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯୭ ଜଣ କ୍ୱାରେଣ୍ଟାଇନ ସେଣ୍ଟରରେ ଥିବାବେଳେ ୧୩ଟି ସ୍ଥାନୀୟ କେସ ବୋଲି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଚିହ୍ନଟ ହୋଇଥିବା ୧୧୦ ଜଣଙ୍କ ମଧ୍ୟରୁ ଜଗତସିଂହପୁରରୁ ସର୍ବାଧିକ ୩୩ ଜଣ, ରାୟଗଡାରୁ ୪ ଜଣ, କଟକରୁ ୨୦ ଜଣ, ଝାରସୁଗୁଡ଼ାରୁ ଜଣେ, ଖୋର୍ଦ୍ଧାରୁ ୧୪ ଜଣ, ନୟାଗଡ଼ରୁ […]

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରେ ପୁଣି ୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ବିଏମସି(ଭୁବନେଶ୍ୱର ମହାନଗର ନିଗମ) ପକ୍ଷରୁ ଟୁଇଟ୍ କରି କୁହାଯାଇଛି। ଏମାନଙ୍କ ଭିତରୁ ଚନ୍ଦ୍ରଶେଖରପୁରରୁ ଜଣେ ୨୮ ବର୍ଷିୟ ପୁରୁଷ ଅଛନ୍ତି। ସେ ଜଣେ ହାଇଦ୍ରାବାଦ ଫେରନ୍ତା। ଆଉ ଜଣେ ଡୁମଡୁମା ଅଞ୍ଚଳର ୨୯ ବର୍ଷିୟ ପୁରୁଷ ଅଛନ୍ତି। ସେ ଜଣେ ଦିଲ୍ଲୀ ଫେରନ୍ତା ବୋଲି ବିଏମସି(ଭୁବନେଶ୍ୱର ମହାନଗର ନିଗମ) ପକ୍ଷରୁ କୁହାଯାଇଛି। ଅପରପକ୍ଷରେ […]

Social media & sharing icons powered by UltimatelySocial