ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୧୪୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧୪୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୧୭ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୨୯ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୧୭ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଆଜି […]

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୧୩୮ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୯୯୪କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୧୩ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୨୫ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୧୮ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଆଜି […]

ରାଉରକେଲା: ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୮ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ରାଉରକେଲା ସରକାରୀ ହସ୍ପିଟାଲର ଜଣେ ମହିଳା ଡାକ୍ତରଙ୍କ ସହ ଅନ୍ୟ ଜଣେ ପୁରୁଷ ଡାକ୍ତର କରୋନା ଆକ୍ରାନ୍ତ ଥିବା ଜଣାଯାଇଛିl ଦୁହିଁଙ୍କୁ ହାଇଟେକ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗତ ୨୪ ଘଣ୍ଟାରେ ଜିଲ୍ଲାରେ ଆଉ୧୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୧୫ ଜଣ ପୁରୁଷ ଓ ୩ […]

ଭୁବନେଶ୍ୱର:ଆଜି ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୨ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଦୁହେଁ ପଟିଆ ଅଞ୍ଚଳର ଜଣେ ୪୦ ବର୍ଷିୟ ପୁରୁଷ ଓ ୮ ବର୍ଷୀୟ ଝିଅ ବୋଲି ଜଣାଯାଇଛି। ଉଭୟେ ଗୋଟିଏ ପରିବାରର ବୋଲି ବି ଜଣାଯାଇଛି। ଉଭୟଙ୍କର ଦିଲ୍ଲୀ ଗସ୍ତ ନେଇ ଟ୍ରାଭେଲ ହିଷ୍ଟ୍ରି ରହିଛି ବୋଲି ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ଏବେ ଭୁବନେଶ୍ୱର ମହାନଗର ନିଗମରେ ମୋଟ୍ […]

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୭୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୫୬କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୩ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୭୨ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୧୬ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଜଗତସିଂହପୁର […]

ନୂଆଦିଲ୍ଲୀ: ଭାରତରେ କରୋନାଭୂତାଣୁ ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ଟପିଥିଲେ ହେଁ ସବୁଠୁ ଖରାପ ସମୟ ତଥାପି ଆସିନି ବୋଲି ବିଶେଷଜ୍ଞମାନେ ସତର୍କ କରାଇଦେଇଛନ୍ତିା ଲୋକେ ସଚେତନ ହୋଇ ମାସ୍କ ବ୍ୟବହାର କରିବାଠୁ ଆରମ୍ଭ କରି ସାମାଜିକ ଦୂରତ୍ୱ ବଜାୟ ରଖିବା ସହ କିଛି ପ୍ରତିଷେଧକ ବ୍ୟବସ୍ଥା ଗ୍ରହଣ କଲେ ବି ଏହି ଘାତକ ଅଭିନବ କରୋନାଭୂତାଣୁ ସାର୍ସ–କୋଭ୍–୨ର ବ୍ୟାପକ ସଂକ୍ରମଣ ପାଇଁ ଆହୁରି ଅନେକ କାରଣ ରହିଛିା ଫଳସ୍ୱରୂପ […]

ଚିନ୍ତା ବଢ଼ାଇଲା ସଲିଆସାହି,ମୁମ୍ବାଇ ସ୍ଥିତି ହେବନି ତ? ଭୁବନେଶ୍ୱର: ସାଲିଆସାହି ବସ୍ତିକୁ ନେଇ ଏବେ ଚିନ୍ତା ବଢ଼ିବାରେ ଲାଗିଛି। ଗତକାଲି ଏଠାରେ ଚିହ୍ନଟ ହୋଇଥିବା ମହିଳାଜଣଙ୍କ କେତେ ଜଣଙ୍କ ସଂସ୍ପର୍ଶରେ ଆସିଛନ୍ତି, ତାହାକୁ ଠିକ୍‌ ଭାବେ ଆକଳନ କରାଯାଇପାରୁ ନାହିଁ। କାରଣ ଏହି ମହିଳାଙ୍କ ପରିବାରଲୋକେ ଘର ନିକଟରେ ଚାଉଳି(ହାଣ୍ଡିଆ ଜାତୀୟ ପାନୀୟ) ବିକ୍ରି କରୁଥିଲେ। ପ୍ରତିଦିନ ସକାଳେ ଓ ସନ୍ଧ୍ୟାରେ ସେଠାରେ ଲୋକଙ୍କ ଭିଡ଼ ଲାଗି ରହୁଥିଲା। ସହରର […]

ଭୁବନେଶ୍ୱର: ଆଜି ଗୋଟିଏ ଦିନରେ ୧୭୩ କରୋନା ପଜିଟିଭ୍ ଚିହ୍ନଟ ହେବା ଫଳରେ ଏକ ନୂଆ ରେକର୍ଡ଼ ସୃଷ୍ଟି ହୋଇଛି ରାଜ୍ୟରେ। ଏଯାବତ୍ ଏତେ ସଂଖ୍ୟକ ଆକ୍ରାନ୍ତ ଏକାଥରକରେ ଚିହ୍ନଟ ହୋଇ ନଥିଲେ। ଏହା ଫଳରେ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୭୮୧ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୨୩ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୫୦ଜଣ […]

ଭୁବନେଶ୍ୱର:ଆଜି ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୧୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୭ଜଣ ସଙ୍ଗରୋଧରେ ରହିଥିବା ବେଳେ ୬ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ଏହି ସବୁ ମାମଲା ସାମ୍ନାକୁ ଆସିଥିବ‌ା ଜଣାପଡ଼ିଛି। ୬ଟି ସ୍ଥାନୀୟ ସଂକ୍ରମଣ ରାଜଧାନୀର ବିଭିନ୍ନ ସ୍ଥାନରୁ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ୱରର ୟୁନିଟ-୪ ଅଞ୍ଚଳରୁ ୨ଟି ସ୍ଥାନୀୟ ମାମଲା ଚିହ୍ନଟ ହୋଇଥିବା […]

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୧୩୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୦୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୬ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୨୪ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୨୧ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଆଜି କଟକ […]

Social media & sharing icons powered by UltimatelySocial