ଭୁବନେଶ୍ୱର : କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇବା ଲାଗି ଆଜି ଅପରାହ୍‌ଣ ସାଢ଼େ ୫ଟାରେ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରିବା ଲାଗି ରାଜ୍ୟ ସରକାର ଘୋଷଣା କରିବା ପରେ ବ୍ୟାପକ ପ୍ରସ୍ତୁତି ହୋଇଛି। କମିସନରେଟ୍‌ ପୁଲିସ ପକ୍ଷରୁ ସ୍ୱତନ୍ତ୍ର ଆୟୋଜନ କରାଯାଇଛି। ସୂଚନା ଅନୁସାରେ, ଭୁବନେଶ୍ୱରର ସବୁ ପ୍ରମୁଖ ଟ୍ରାଫିକ ଛକରେ ସଙ୍ଗୀତ ଗାନ କରାଯିବ। ଠିକ୍ ଏହାର ୩ ମିନିଟ ପୂର୍ବରୁ ଅର୍ଥାତ୍ ୫ଟା ୨୭ରେ ଟ୍ରାଫିକ୍‌ […]

ଭୁବନେଶ୍ୱର: ଆଜି ରାଜ୍ୟରେ ନୂଆ ୯୬ଜଣ କରୋନା ପଜିଟିଭ ଚିହ୍ନଟ ହେବାପରେ ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ପଜିଟିଭଙ୍କ ସଂଖ୍ୟା ୧୮୧୯ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନେ ସମସ୍ତେ ସଙ୍ଗରୋଧରେ ଥିଲେ। ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ତଥ୍ୟ ଅନୁଯାୟୀ, ଏହି ୯୬ଜଣ କରୋନା ଆକ୍ରାନ୍ତଙ୍କ ଭିତରୁ ୫୦ଜଣ ମହାରାଷ୍ଟ୍ର ଫେରନ୍ତା ବୋଲି ଜଣାଯାଇଛି। […]

ନୂଆଦିଲ୍ଲୀ : କରୋନା ଟୀକା ବାହାର କରିବା ଲାଗି ସମଗ୍ର ବିଶ୍ୱର ଗବେଷକମାନେ ଲାଗିପଡ଼ିଥିବା ବେଳେ ନୋବେଲ ବିଜେତା ଅଷ୍ଟ୍ରେଲୀୟ ବୈଜ୍ଞାନିକ ପିଟର ଚାର୍ଲସ ଡୋହେର୍ଟି କହିଛନ୍ତି ଯେ ଆସନ୍ତା ୯ରୁ ୧୨ ମାସ ପୂର୍ବରୁ ଲୋକଙ୍କ ପାଖରେ ଟୀକା ପହଞ୍ଚିବା ସମ୍ଭାବନା କମ। ସେ କହିଛନ୍ତି ଯେ ଯଦି ସବୁକିଛି ଠିକ ଚାଲେ ତେବେ ବର୍ତ୍ତମାନ ମାନବ ପରୀକ୍ଷଣ ସ୍ତରକୁ ପହଞ୍ଚିଥିବା ଟୀକାଗୁଡ଼ିକ ପ୍ରକୃତରେ କରୋନା ମୁକାବିଲା ପାଇଁ […]

ଭୁବନେଶ୍ୱର: ଆଜି ରାଜ୍ୟରେ ନୂଆ ୬୩ଜଣ କରୋନା ପଜିଟିଭ ଚିହ୍ନଟ ହେବାପରେ ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ପଜିଟିଭଙ୍କ ସଂଖ୍ୟା ୧୭୨୩ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୬୧ଜଣ ସଙ୍ଗରୋଧରେ ଥିଲେ ଏବଂ ଦୁଇଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ତଥ୍ୟ ଅନୁଯାୟୀ, ଏହି ୬୩ଜଣ କରୋନା ଆକ୍ରାନ୍ତଙ୍କ […]

ନୂଆଦିଲ୍ଲୀ : ଦିଲ୍ଲୀ ପୁଲିସ ଗୁରୁବାରଦିନ ୫୪୧ ବିଦେଶୀ ତବଲିଗି ଜମାତ ସଦସ୍ୟଙ୍କ ବିରୁଦ୍ଧରେ ୧୨ଟି ନୂଆ ଚାର୍ଜସିଟ ଦାଖଲ କରିଛି। ଏମାନେ ଭାରତୀୟ ଭିସା ଆଇନର ଉଲ୍ଲଙ୍ଘନ କରି ନିଜାମୁଦ୍ଦିନ ମର୍କାଜ ଧାର୍ମିକ ସମ୍ମିଳନୀରେ ଯୋଗ ଦେଇଥିଲେ। ମେଟ୍ରୋପୋଲିଟାନ ମାଜିଷ୍ଟ୍ରେଟ ଅର୍ଚ୍ଚନା ବେନିଓ୍ଵାଲାଙ୍କ କୋର୍ଟରେ ଏହି ଚାର୍ଜସିଟ ଦାଖଲ କରାଯାଇଛି। ଜୁନ ୨୫ରେ ଏହି ମାମଲାର ଶୁଣାଣି ପାଇଁ ତାଲିକାଭୁକ୍ତ କରାଯାଇଛି। ପୂର୍ବରୁ ଦିଲ୍ଲୀ ପୁଲିସ ୩୭୪ ବିଦେଶୀଙ୍କ […]

ଭୁବନେଶ୍ୱର: ଆଜି ରାଜ୍ୟରେ ନୂଆ ୬୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ପଜିଟିଭଙ୍କ ସଂଖ୍ୟା ୧୬୬୦ରେ ପହଞ୍ଚିଛି। ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ତଥ୍ୟ ଅନୁଯାୟୀ, ଏହି ୬୭ଜଣ କରୋନା ଆକ୍ରାନ୍ତଙ୍କ ଭିତରୁ୨୮ଜଣ ଗୁଜୁରାଟ ଫେରନ୍ତା ବୋଲି ଜଣାଯାଇଛି। ୬୫ଜଣ ସଙ୍ଗରୋଧ କେନ୍ଦ୍ରର ଥିବା ବେଳେ ୨ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ଏମାନଙ୍କ ଭିତରୁ ଗଞ୍ଜାମ ଜିଲ୍ଲାର ୧୬, […]

ନୂଆଦିଲ୍ଲୀ : କରୋନା ମହାମାରୀର ମୁକାବିଲା ଲାଗି ଦେଶରେ ଜାରି ରହିଥିବା ଲକ୍‌ଡାଉନ୍-୪ ଆସନ୍ତା ୩୧ ତାରିଖରେ ଶେଷ ହେବାକୁ ଯାଉଛି। କେନ୍ଦ୍ର ସରକାର ଲକ୍ ଡାଉନ୍ ଅବଧିକୁ ବଢ଼ାଇବାକୁ ‌ଯୋଜନା କରିଥିବାର ଖବର ମିଳିଛି। ଆସନ୍ତା ୩୧ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ‌ ମୋଦୀ ତାଙ୍କର ରେଡିଓ କାର୍ଯ୍ୟକ୍ରମ ‘ମନ କୀ ବାତ୍’‌ରେ ଏହି ଘୋଷଣା କରିପାରନ୍ତି। ତେବେ ଜୁନ ପହିଲାରୁ ଲକ୍ ଡାଉନ୍-୫ ବେଳେ ଅନେକ କଟକଣାକୁ […]

ଭୁବନେଶ୍ୱର: ଆଜି ରାଜ୍ୟରେ ନୂଆ ୭୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ପଜିଟିଭଙ୍କ ସଂଖ୍ୟା ୧୫୯୩ରେ ପହଂଚିଛି। ଆଜି ଚିହ୍ନଟ ହୋଇଥିବା ପଜିଟିଭଙ୍କ ମଧ୍ୟରେ ବଲାଙ୍ଗୀର ଜିଲ୍ଲାରୁ ସର୍ବାଧିକ ୧୬ ଜଣ ରହିଥିବାବେଳେ ଖୋର୍ଦ୍ଧା ଓ ନୂଆପଡ଼ାରୁ ୧୩ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ୱରରୁ ୨ ଜଣ, କଟକରୁ ୧୧ ଜଣ, ନୟାଗଡ଼ରୁ ୨ […]

ଭୁବନେଶ୍ୱର: ସାମାଜିକ ଦୂରତା ପାଳନ କରିବାକୁ ପଡ଼ିବ। ସାମାଜିକ ଦୂରତା ପାଳନ ନ କଲେ କାର୍ଯ୍ୟାନୁଷ୍ଠାନର ସମ୍ମୁଖୀନ ହେବାକୁ ପଡ଼ିବ। ସାମ୍ବାଦିକ ସମ୍ମିଳନୀରେ ପୁଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ଆଜି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଲୋକମାନଙ୍କୁ ସାମାଜିକ ଦୂରତାର ମହତ୍ୱ ବୁଝିବାକୁ ପଡ଼ିବ। ଏଥି ପାଇଁ ସତର୍କତା ଅବଲମ୍ବନ କରିବାକୁ ହେବ। ପ୍ରତ୍ୟେକ ମଣିଷଙ୍କୁ ଦାୟିତ୍ୱ ନେବାକୁ ପଡ଼ିବ। କରୋନା ଭାଇରସ ଲଢ଼େଇ ପାଇଁ ଆମେ ସମସ୍ତଙ୍କର […]

ସାମାଜିକ ଦୂରତା ସାମାଜିକ ବାସନ୍ଦ ନୁହେଁ ଭୁବନେଶ୍ୱର: କରୋନା ଯୁଦ୍ଧ ଏକ ଲମ୍ବା ଯୁଦ୍ଧ ଏବଂ ଏ ପର୍ଯ୍ୟନ୍ତ ଆମେ ଏହାକୁ ସଫଳତା ସହିତ ପରିଚାଳନା କରି ଆସିଛୁ। ଆମର ଅନୁଭୂତିକୁ ଆଧାର କରି କୌଶଳର ପୁନଃନିର୍ଦ୍ଧାରଣ କରିବା ଦିଗରେ ଆଭିମୁଖ୍ୟ ପ୍ରସ୍ତୁତ କରିବାକୁ ହେବ। ବିମାନ ଓ ରେଳସେବା ଆରମ୍ଭ ହେବା ଦ୍ୱାରା ଆଗାମୀ ୧୫ ଦିନରୁ ଏକ ମାସ ପର୍ଯ୍ୟନ୍ତ ସମୟ ଆମ ପାଇଁ ଅଧିକ ଆହ୍ଵାନମୂଳକ […]

Social media & sharing icons powered by UltimatelySocial