ଭୁବ‌େନଶ୍ବର : ରାଜଧାନୀରେ ଏବେ ପ୍ରାୟ ୧୫୦୦ରୁ ଅଧିକ ଆକ୍ରାନ୍ତ ଘରେ ପୃଥକବାସ‌ରେ ରହି କିମ୍ବା ହୋଟେଲରେ ପୃଥକବାସରେ ରହି ଚିକିତ୍ସିତ ହେଉଛନ୍ତି। କିନ୍ତୁ ସେମାନଙ୍କ ସେମାନଙ୍କୁ ଗୁଣାତ୍ମକ ଚିକିତ୍ସା‌ ମିଳୁନି ବୋଲି ଅଭିଯୋଗ ହେଉଛି। ଏପରିକି ହଠାତ୍ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଲେ ହସ୍ପିଟାଲକୁ ସ୍ଥାନାନ୍ତର କରିବାକୁ ଆମ୍ବୁଲାନ୍ସ ଆସୁନି। ରାତିରେ ଫୋନ୍‌ କଲେ କେହି ସହଯୋଗ କରୁନାହାନ୍ତି। ଏହିଭଳି ବହୁ ଅଭିଯୋଗ ଆସିବା ପରେ ଏବଂ ବିଭିନ୍ନ ଗଣମାଧ୍ୟମରେ ରିପୋର୍ଟ […]

ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୨୦ ହଜାର ୨୨୧କୁ ବୃଦ୍ଧି ଭୁବନେଶ୍ବର: ଆଜି ରାଜ୍ୟରେ ୩୫୪୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୨୧୬୧ ଓ ସ୍ଥାନୀୟ ଅଞ୍ଚଳରୁ ୧୩୮୨ ଆକ୍ରାନ୍ତ ଅଛନ୍ତି। ଏହା ଫଳରେ ରାଜ୍ୟରେ କରୋନା ପଜିଟିଭ୍‌ ସଂଖ୍ୟା ୧ ଲକ୍ଷ ୨୦ ହଜାର ୨୨୧କୁ ବୃଦ୍ଧି ପାଇଛି। ୩୦ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା […]

୨ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମାଲକାନଗିରି: ଓଡ଼ିଶାର ଗଞ୍ଜାମରୁ ଗୁଜରାଟକୁ ଯାଉଥିବା ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇ ୭ଜଣଙ୍କର ମୃତ୍ୟୁ ଘଟିଛି। ପ୍ରାପ୍ତ ସୂଚନା ଅନୁଯାୟୀ, ଛତିଶଗଡ଼ର ରାୟପୁର ନିକଟବର୍ତ୍ତୀ ଛେରିଖେଡ଼ିରେ ଗଞ୍ଜାମରୁ ଗୁଜରାଟକୁ ଯାଉଥିବା ବସର ଏକ ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା।ଏହାଫଳରେ ଘଟଣାସ୍ଥଳରେ ୬ ଜଣଙ୍କର ପ୍ରାଣହାନି ଘଟିଥିଲା ବେଳେ ଅନ୍ୟଜଣେ ଡାକ୍ତରଖାନାରେ ପ୍ରାଣ ହରାଇଛନ୍ତି। ସମସ୍ତ ମୃତକ ଗଞ୍ଜାମ ଜିଲ୍ଲାର […]

ଗର୍ଭବତୀଙ୍କୁ ପାଣିଘେରରୁ ଉଦ୍ଧାରକଲା ଦମକଳ ବାହିନୀ ତିହିଡି: ଭଦ୍ରକ ଜିଲ୍ଲା ତିହିଡି ବ୍ଲକରେ ଏବେ ବନ୍ୟାସ୍ଥିତି ଧୀରେ ଧୀରେ ସୁଧୁରୁଛି। ଅନ୍ୟପଟେ ଲଘୁଚାପଜନିତ ଲଗାଣ ବର୍ଷା ଓ ବନ୍ୟାଜଳରେ ଦୀର୍ଘଦିନ ଧରି ଚାଷଜମି ବୁଡି ରହିଛି। ବ୍ଲକର ୨୨ଟି ପଞ୍ଚାୟତର ୯୬ ଗାଁରେ ୭୫୬୦ହେକ୍ଟର ଚାଷଜମି ଜଳମଗ୍ନ ହୋଇ ରହିଛି। ବ୍ଲକର ବୋଡ଼କ , ତଳଗୋପବିନ୍ଧା, ଗୁଆମାଳ, ମୁକୁନ୍ଦପୁର ,କୋଲ୍ହ , ସିନ୍ଦଳ, ଫତେପୁର , ବାହାବଳପୁର , ଦୌଲତପୁର, […]

ଯାଜପୁର: ଯାଜପୁର ଜିଲ୍ଲାର ୧୬ ନଂ ଜାତୀୟ ରାଜପଥର ବାରବାଟୀ ଛକ ଠାରେ ଥିବା ଗଣେଶ ପରିବା ହାଟ ନିକଟରେ ରାସ୍ତାକଡରେ ବସି ବେପାର କରୁଥିବା ପରିବା ଚାଷୀଙ୍କ ଉପରକୁ ଟ୍ରକ ଚଢ଼ିଯାଇଛି। ଏହାଫଳରେ ଜଣେ ଚାଷୀ ମୃତ୍ୟୁବରଣ କରିଥିବା ବେଳେ ଜଣେ ବ୍ୟବସାୟୀ ଓ ଜଣେ ଚାଷୀ ଗୁରୁତର ଆହତ ହୋଇ କଟକ ବଡ ମେଡିକାଲକୁ ସ୍ଥାନାନ୍ତରିତ ହୋଇଛନ୍ତି।ମିଳିଥିବା ସୂଚନା ଅନୁସାରେ ଦୈନିକ ସକାଳୁ ବାରବାଟୀ ହାଟରେ ପରିବା […]

ଭୁବନେଶ୍ୱର : ବଣଭୋଜି କରିବା ପାଇଁ ଏଣିକି ଆଉ ସମସ୍ତ ଚିନ୍ତା ମୁଣ୍ଡାଇବାକୁ ପଡ଼ିବ ନାହିଁ। ‌ବୁକିଂ ମାତ୍ରେ ଆପଣଙ୍କ ପାଇଁ ବଣଭୋଜିର ସମସ୍ତ ସୁବିଧା ଯୋଗାଡ଼ କରିଦେବ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି)। ପ୍ରଥମେ ପର୍ଯ୍ୟଟନ ବିଭାଗ ଦ୍ବାରା ପରିଚାଳିତ କିଛି ଜୈବ ପର୍ଯ୍ୟଟନସ୍ଥଳରେ ଏ ସମସ୍ତ ସୁବିଧା ଯୋଗାଇ ଦିଆଯିବ। ଖାଣ୍ଟି ଓଡ଼ିଆ ଖାଦ୍ୟ ସାଙ୍ଗକୁ ବରାଦ ମୁତାବକ ଖାଦ୍ୟ ଭେଟି ଦିଆଯିବ। ଓଟିଡିସିର ୪୧ତମ […]

ଚୀନ ସେନାର ଗତିବିଧି ଉପରେ ତୀକ୍ଷ୍ଣ ନଜର ନୂଆଦିଲ୍ଲୀ : ଲଦାଖ ସୀମାରେ ଚୀନ ସେନା ସହ ପୁଣି ଥରେ ମୁହାଁମୁହିଁ ସ୍ଥିତି ଜାରି ରହିଥିବା ବେଳେ ପୂର୍ବ ଲଦାଖର ପାଙ୍ଗଙ୍ଗ ସୋ’ ହ୍ରଦର ଦକ୍ଷିଣ ଉପକୂଳରେ ଅତି କମ୍‌ରେ ତିନିଟି ଗୁରୁତ୍ବପୂର୍ଣ୍ଣ ପର୍ବତ ଶିଖରରେ ଭାରତୀୟ ଯବାନମାନେ ଆସ୍ଥାନ ଜମାଇ ରହିଛନ୍ତି। ଏଠାରେ ଉଲ୍ଲେଖଯୋଗ୍ୟ, ହିମାଳୟର ଅତ୍ୟୁଚ୍ଚ ସ୍ଥାନରେ ଅବସ୍ଥିତ ଏହି ପାଙ୍ଗଙ୍ଗ ସୋ’ ହ୍ରଦ ଇଲାକା ଭାରତୀୟ […]

‘‌ପ୍ରେମ ସଂପର୍କ ଥିଲା, କିନ୍ତୁ ଏକତରଫା ନୁହେଁ’ ଭୁବନେଶ୍ୱର : ମାନବପ୍ରେମୀ ଆଦିତ୍ୟ ସୁନ୍ଦର ଦାଶଙ୍କ ମୃତ୍ୟୁ ମାମଲା ଅଧିକରୁ ଅଧିକ ରହସ୍ୟମୟ ହେବା‌ରେ ଲାଗିଛି। ଏକତରଫା ପ୍ରେମ କରୁଥିବା ଜଣେ ଯୁବତୀ ପ୍ରତିଶୋଧ ନେବା ପାଇଁ ଆଦିତ୍ୟଙ୍କୁ ହତ୍ୟା କରିଥିବା କିମ୍ବା କରାଇଥିବା ନେଇ ପରିବାରଲୋକ ଅଭିଯୋଗ କରିବା ପରେ ଆଜି ସଂପୃକ୍ତ ଯୁବତୀ ପ୍ରଥମଥର ପାଇଁ ଗଣମାଧ୍ୟମ ସାମ୍ନାକୁ ଆସିଛନ୍ତି। ଯୁବତୀଜଣଙ୍କ ହେଲେ, ବାଲେଶ୍ବରର ଆଇନ ଛାତ୍ରୀ […]

ଭୁବନେଶ୍ୱର : ରାଜ୍ୟରେ କୋଭିଡ୍ ପରିସ୍ଥିତି ଜାତୀୟସ୍ତର ଠାରୁ ଭଲ ରହିଥିଲେ ମଧ୍ୟ କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ବଢୁଥିବା ପଜିଟିଭ ସଂଖ୍ୟାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗମ୍ଭୀରତାର ସହିତ ନେଇଛନ୍ତି। ଏହି ଦୁଇ ଜିଲ୍ଲାରେ ରଣନୀତିକୁ ସୁଦୃଢ଼ କରିବାକୁ ଅଧିକାରୀମାନଙ୍କୁ ପରାମର୍ଶ ଦିଆଯାଇଛି। ଅନ୍ୟପକ୍ଷରେ ରାଜ୍ୟରେ ଅର୍ଥନୀତି ସ୍ବାଭାବିକ ହେଉଥିବା ଲକ୍ଷ୍ୟ କରାଯାଉଥିବା ପରିପ୍ରେକ୍ଷୀରେ ଜୀବିକା ସୃଷ୍ଟି ଉପରେ ସରକାର ଗୁରୁତ୍ବ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଆଜି ଭିଡିଓ କନ୍‌ଫରେନ୍‌ସିଂ […]

ଭୁବନେଶ୍ବର: ସେପ୍ଟେମ୍ବର ୫ ତାରିଖ ଅପରାହ୍ନ ୪ଟାରେ ଯୁକ୍ତ୨ କଳା ଓ ଧନ୍ଦାମୂଳକ ବିଭାଗ ପରୀକ୍ଷା ଫଳପ୍ରକାଶ ପାଇବ ବୋଲି ସୂଚନା ମିଳିଛି। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଆଜି ଯୁକ୍ତ୨ କଳା ଓ ଧନ୍ଦାମୂଳକ ବିଭାଗ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ପୂର୍ବରୁ ସୂଚନା ମିଳିଥିଲା। ଏହା ଆଗରୁ ଅଗଷ୍ଟ ଶେଷ ସପ୍ତାହରେ ଯୁକ୍ତ୨ କଳା ଓ […]

Social media & sharing icons powered by UltimatelySocial