ତେନ୍ତୁଳିଖୁଣ୍ଟି: ନବରଂଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ଥାାନା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ପାଞ୍ଚ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ କରିବା ଉଦ୍ୟମ ଅଭିଯୋଗରେ ପୁଲିସ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣଙ୍କ ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ବ୍ଲକ ଅନ୍ତର୍ଗତ ପାତ୍ରପୁଟ ଗ୍ରାମର ଟୀକାଧର ଗୌଡ଼ (୨୦)। ପୁଲିସ ସୂଚନା ମୁତାବକ ଗତକାଲି ମଧ୍ୟାହ୍ନରେ ଟୀକାଧର ଗୌଡ଼ ନାମକ ‌ଜଣେ ଯୁବକ ତେନ୍ତୁଳିଖୁଣ୍ଟି ବ୍ଲକ ଅଞ୍ଚଳର ଜଣେ […]

ନୂଆଦିଲ୍ଲୀ: ଦେଶରେ ସ୍ୱାଧୀନତା ଦିବସ ପୂର୍ବରୁ ବିସ୍ଫୋରଣ ଯୋଜନା କରୁଥିବା ଜଣେ ଆଇଏସଆଇଏସ ସନ୍ଦିଗ୍ଧଙ୍କୁ ଆଜମଗଡରୁ ଉତ୍ତରପ୍ରଦେଶ ଏଟିଏସ ଦଳ ଗିରଫ କରିଛି। ସନ୍ଦିଗ୍ଧଙ୍କ ନାମ ସବାଉଦ୍ଦିନ ଆଜମୀ ବୋଲି ଜଣାପଡ଼ିଥିବା ବେଳେ ସେ ଆଇଏସଆଇଏସର ନିଯୁକ୍ତିଦାତାଙ୍କ ସହ ସିଧାସଳଖ ଯୋଗାଯୋଗରେ ଥିଲେ ବୋଲି ସାମ୍ନାକୁ ଆସିଛି। ଏହା ସହ ୟୁପି ଏଟିଏସ ସବାଉଦ୍ଦିନଙ୍କଠାରୁ ଆଇଡି ତିଆରି ସାମଗ୍ରୀ ମଧ୍ୟ ଜବତ କରିଥିବା କୁହାଯାଉଛି। ଅଭିଯୁକ୍ତ ଗିରଫ ହେବା ପରେ […]

ଭୁବନେଶ୍ବର: ଶିଳ୍ପପତି ମହିମା ମିଶ୍ରଙ୍କ ସାନପୁଅ ଚର୍ଚ୍ଚିତ ମିଶ୍ରଙ୍କୁ ସିବିଆଇ ୪ ଦିନିଆ ରିମାଣ୍ଡରେ ନେଇଛି। ସିବିଆଇ ଅଧିକ ପଚରାଉଚରା ପାଇଁ ଚର୍ଚ୍ଚିତଙ୍କୁ ରିମାଣ୍ଡରେ ନେଇଥିବା ଜଣାଯାଇଛି। ରିମାଣ୍ଡ ଅବଧି ଆଜିଠାରୁ ଆରମ୍ଭ ହୋଇଥିବା ବେଳେ ଏହା ଅଗଷ୍ଟ ୯ରେ ସରିବ ଏବଂ ଆସନ୍ତା ୧୦ ତାରିଖ ଦିନ ୨ଟାରେ ଚର୍ଚ୍ଚିତଙ୍କୁ କୋର୍ଟରେ ହାଜର କରାଯିବ। ଚର୍ଚ୍ଚିତଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଇ ଡାଏଟ୍ ଓ ଔଷଧ ଦେବାକୁ କୋର୍ଟ ନିର୍ଦ୍ଦେଶ […]

ଭେଲୋର: ତାମିଲନାଡୁର ଭେଲୋରରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା। ନିଜର ୧୩ ବର୍ଷୀୟା ନାବଳିକା ଝିଅକୁ ଦୁଷ୍କର୍ମ କରି ୪୪ ବର୍ଷୀୟ ବ୍ୟକ୍ତି ଗିରଫ ହୋଇଛନ୍ତି। ଦୁଷ୍କର୍ମର ଶିକାର ହୋଇଥିବା ନାବାଳିକା ଜଣକ ମଙ୍ଗଳବାର ତାମିଲନାଡୁର ଭେଲୋରରେ ଏକ ଶିଶୁ ପୁତ୍ରକୁ ଜନ୍ମ ଦେଇଥିବା ସୂଚନା ରହିଛି। ନାବାଳିକା ଜଣକଙ୍କ ପେଟରେ ଅଚାନକ ଯନ୍ତ୍ରଣା ହେବାରୁ ତାଙ୍କୁ ହସ୍ପିଟାଲ୍‌କୁ ନିଆଯାଇଥିଲା। ହସ୍ପିଟାଲ୍‌ରେ ପରୀକ୍ଷା ପରେ ସେ ଗର୍ଭବତୀ ବୋଲି […]

ଭୁବନେଶ୍ବର: ଶିଳ୍ପପତି ମହିମା ମିଶ୍ରଙ୍କ ଘରେ ସିବିଆଇ ଚଢ଼ାଉ ମାମଲାରେ ୪ ଜଣଙ୍କୁ ଗିରଫ କରାଯାଇଛି। ଏହି ମାମଲାରେ ଜଣେ ବରିଷ୍ଠ ଅଧିକାରୀଙ୍କ ସହ ୪ ଜଣଙ୍କୁ ସିବିଆଇ ଗିରଫ କରିଥିବା ଜଣାଯାଇଛି। ଗିରଫ ଅଭିଯୁକ୍ତମାନଙ୍କ ମଧ୍ୟରେ ପାରାଦୀପ ପୋର୍ଟ ଚିଫ୍ ମେକାନିକାଲ ଇଂଜିନିୟର ସରୋଜ ଦାସ, ଠିକାଦାର ସୁମନ୍ତ ରାଉତ ଓ କେସିଟି ଗ୍ରୁପର ଶଙ୍ଖଶୁଭ୍ର ମିତ୍ର ଓ ଓଏସଏଲର ଡିଜିଏମ୍ ସୂର୍ଯ୍ୟ ନାରାୟଣ ସାହୁ ଥିବା ଜଣାଯାଇଛି। […]

ବାଲିପାଟଣା: ଭୁବନେଶ୍ୱର କମିସନରେଟ ପୁଲିସ ଅଧୀନ ବାଲିପାଟଣା ଥାନା ରଏଡ଼ ଦେଉଳି ଗ୍ରାମରେ ଗତକାଲି ବିଳମ୍ବିତ ରାତିରେ ବଡ଼ ଧରଣର ଚୋରି ହୋଇଛି। ଆନନ୍ଦ ବିଶ୍ୱାଳଙ୍କ ଘର ଲୁହା ଆଲମିରା ଭାଙ୍ଗି ଦୁର୍ବୃତ୍ତ ଲକ୍ଷାଧିକ ଟଙ୍କାର ସୁନା ଓ ରୁପା ଅଳଙ୍କାର ଏବଂ ନଗଦ ଟଙ୍କା ଲୁଟି ନେଇଛନ୍ତି। ଏନେଇ ଥାନାରେ ଲିଖିତ ଅଭିଯୋଗ ହୋଇଛି। ସୂଚନା ଅନୁସାରେ, ଆନନ୍ଦଙ୍କ ପରିବାର ଖାଇ ସାରି ଶୋଇଥିଲେ। ଲାଇନ କଟିଯିବାରୁ ପରିବାର […]

ଲକ୍ଷ୍ନୌ : ଭାରତରେ ସୁନା ଉପରେ ଆମଦାନୀ ଟିକସ ବଢିଯାଇଥିବାରୁ ଚୋରାବେପାରୀମାନେ ବିଭିନ୍ନ ଅଭିନବ ଉପାୟରେ ବିଦେଶରୁ ସୁନା ଚୋରୋଚାଲାଣ କରୁଛନ୍ତି। ଗୁରୁବାରଦିନ ଲକ୍ଷ୍ନୌର ଚୌଧୁରୀ ଚରଣ ସିଂ ଅନ୍ତର୍ଜାତୀୟ ଏୟାରପୋର୍ଟର ଏକ ଡଷ୍ଟବିନରୁ ୬ଟି ସୁନା ଇଟା ମିଳିଛି। ସୀମା ଶୁଳକ (କଷ୍ଟମ୍ସ) ଅଧିକାରୀମାନେ ସେଗୁଡ଼ିକୁ ଜବତ କରିଛନ୍ତି। ସେଗୁଡ଼ିକ ଉପରେ କଳା ଟେପ ଗୁଡ଼ାଯାଇଥିଲା ଓ କଳା ପଲିଥିନରେ ରଖାଯାଇଥିଲା। ପ୍ରଥମେ ଦେଖିଲେ ଜଣାପଡ଼ୁଥିଲା ଯେ କେହି […]

ବାଲିପାଟଣା: କମିସନରେଟ ପୁଲିସ ଅଧୀନ ବାଲିପାଟଣା ଥାନାର ଏଏସଆଇ ଭିଜିଲାନ୍ସ ଜାଲରେ ଫସିଛନ୍ତି। ମାମଲାର ରଫାଦଫା କରିବା ପାଇଁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ଏଏସଆଇ ପୁଷ୍ପଲତା ପାଇକରାୟ। ଆଜି ଦିନ ୧୧ ଟା ସମୟରେ ସରକାରୀ କ୍ଵାଟରରେ ରହି ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭୁବନେଶ୍ୱର ଭିଜିଲାନ୍ସ ଟିମ ତାଙ୍କୁ ଗିରଫ କରିଥିଲେ। ଭିଜିଲାନ୍ସ ଡିଏସପି ଅମିତା ତ୍ରିପାଠୀ, ଇନ୍ସପେକ୍ଟର ମଦନ […]

ଚକପଦା: ପୁଣି ଏକ କଲରାପତରିଆ ବାଘଛାଲ ଜବତ ହୋଇଛି। କନ୍ଧମାଳ ଜିଲ୍ଳାର ଚକପଦା ଥାନା ଅନ୍ତର୍ଗତ ବ୍ରାହ୍ମଣୀପଡ଼ା ଗ୍ରାମରେ ଟିକାବାଲି ଜଙ୍ଗଲ ଅଧିକାରୀଙ୍କ ସହାୟତାରେ ଏସ୍‌ଟିଏଫ୍‌ର ଏକ ଟିମ୍‌ ମିଳିତ ଚଢ଼ାଉ କରି ଏହି ବାଘଛାଲ ଜବତ କରିଛି। ବାଘଛାଲ ଜବତ ହେବା ସହ ବ୍ରାହ୍ମଣୀପଡ଼ା ଗ୍ରାମର ଦିବଙ୍ଗତ ରାଘବ ନାୟକଙ୍କ ପୁଅ ବିରେନମିତ୍ର ନାୟକଙ୍କୁ ଗିରଫ କରାଯାଇଛି। ଏହି ଚଢ଼ାଉ ବେଳେ ବାଘଛାଲ ବ୍ୟତୀତ ଅନ୍ୟ ଅପରାଧିକ ସାମଗ୍ରୀ […]

ଭୁବନେଶ୍ବର: ଭୁବନେଶ୍ୱରର ବହୁଚର୍ଚ୍ଚିତ କାଷ୍ଟିଂ କାଉଚ୍ ମାମଲାରେ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି ଅଭିନେତା ପପୁ ପମପମ୍ ଓ ତାଙ୍କର ସହଯୋଗୀ ଗିଟୁ। ପୋକ୍ସୋ କୋର୍ଟ ଉଭୟଙ୍କୁ କ୍ଲିନଚିଟ୍ ଦେଇଛନ୍ତି। ଜଣେ ନାବାଳିକାଙ୍କୁ ଚଳଚ୍ଚିତ୍ରରେ ଅଭିନୟ କରିବାର ସୁଯୋଗ ଦେବା ବାହାନାରେ ଓଡ଼ିଆ ଫିଲ୍ମ ଜଗତର ଚର୍ଚିତ ହାସ୍ୟ କଳାକାର ତତ୍ତ୍ୱପ୍ରକାଶ ଶତପଥୀ ଓରଫ ପପୁ ପମୁପମ୍ ଅସଦାଚରଣ କରିବା ଅଭିଯୋଗ ହୋଇଥିଲା। ଏନେଇ ପପୁ ପମପମ ଓରଫ ତତ୍ତ୍ୱ ପ୍ରକାଶ […]

Social media & sharing icons powered by UltimatelySocial