ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୧୭୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୫୧୨କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୨୮ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୪୬ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୧୮ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଆଜି […]

ଚଳିତ ବର୍ଷ ପୁରୀ ତଥା କୌଣସି ସ୍ଥାନରେ ହେବନାହିଁ ରଥଯାତ୍ରା ନୂଆଦିଲ୍ଲୀ : ମହାପ୍ରଭୁଙ୍କ ରଥଯାତ୍ରା ହେବ କି ନ‌ାହିଁ ତାକୁ ନେଇ ଦ୍ଵନ୍ଦ ଲାଗି ରହିଥିଲା, ତାହା ଆଜି ଦୂର କରିଛନ୍ତି ସୁପ୍ରିମକୋର୍ଟ। ଜୁନ୍ ୨୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ପୁରୀର ବିଶ୍ୱପ୍ରସିଦ୍ଧ ରଥଯାତ୍ରା ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ରଥଯାତ୍ରା ନେଇ ଦାୟର ହୋଇଥିବା ମାମଲାର ଶୁଣାଣି କରି ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି କହିଛନ୍ତି […]

ଭୁବନେଶ୍ୱର: ଆଜି ରାଜ୍ୟରେ ୧୭୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୪୫ଟି ମାମଲା କ୍ୱାରେନ୍‌ଟାଇନ୍‌ ସେଣ୍ଟରରୁ ଆସିଥିବାବେଳେ ୩୦ଟି ମାମଲା ସ୍ଥାନୀୟ ବୋଲି ଜଣାପଡିଛି। ଆଜି ଚିହ୍ନଟ ହୋଇଥିବା ୧୭୫ ଜଣଙ୍କ ମଧ୍ୟରୁ ଗଜପତିରୁ ସର୍ବାଧିକ ୫୭ ଜଣ ଆକ୍ରାନ୍ତ ଥିବାବେଳେ ମୟୁରଭଞ୍ଜରୁ ୫ ଜଣ, ଖୋର୍ଦ୍ଧାରୁ ୨୫ ଜଣ, ସୁନ୍ଦରଗଡ଼ରୁ ୫ ଜଣ, କଟକରୁ ୩ ଜଣ, ଜଗତସିଂହପୁରରୁ ୭ ଜଣ, ଝାରସୁଗୁଡ଼ାରୁ ଜଣେ, […]

ଭୁବନେଶ୍ୱର: ଗତକାଲି ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମଙ୍ଗଳବାର ଅପରାହ୍ନ ସୁଦ୍ଧା ପୁଣି ୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇଲେ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୨ରେ ପହଞ୍ଚିଛି। ସେ ମଧ୍ୟରୁ ୫୪ ଜଣ ସକ୍ରିୟ ଆକ୍ରାନ୍ତ ବୋଲି ସୂଚନା ରହିଛି। ଆଜି ଚିହ୍ନଟ ହୋଇଥିବା ୫ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୪ ଜଣ ପୁରୁଷ ହୋଇଥିବା […]

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୧୦୮ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୧୬୩କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୧୩ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୯୫ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। କୋଲକାତାରେ ଅମ୍ଫାନ କାମରୁ ଫେରିଥିବା ୧୬ ଅଗ୍ନିଶମ କର୍ମଚାରୀ ବି ଆଜି […]

ନୂଆଦିଲ୍ଲୀ : ସୋମବାର ରାତିରେ ଲଦାଖର ଗଲଓ୍ଵାନ ଉପତ୍ୟାକାରେ ଭାରତ ଓ ଚୀନ ସେନା ମଧ୍ୟରେ ହୋଇଥିବା ସଂଘର୍ଷ ସଂପର୍କରେ ସରକାରୀଭାବେ ବୟାନ ଜାରି କରିଛି ଭାରତୀୟ ବୈଦେଶିକ ମନ୍ତ୍ରାଳୟ। ଏହି ବୟାନରେ କୁହାଯାଇଛି ଯେ ଜୁନ ୧୫ ରାତିରେ ଚୀନ ସେନା ପକ୍ଷରୁ ଏକପାଖିଆ ଭାବେ ପ୍ରକୃତ ନିୟନ୍ତ୍ରଣ ରେଖା(ଏଲଏସି)ର ସ୍ଥିତାବସ୍ଥା ପରିବର୍ତ୍ତନ ପାଇଁ ଉଦ୍ୟମ କରାଯାଇଥିଲା। ଏହାକୁ ନେଇ ଦୁଇ ପକ୍ଷ ମଧ୍ୟରେ ସଂଘର୍ଷ ହୋଇଥିଲା ଓ […]

ଭୁବନେଶ୍ୱର : କରୋନା ଭୂତାଣୁର ଶୃଙ୍ଖଳ ଭାଙ୍ଗିବା ପାଇଁ ଚଳିତ ସପ୍ତାହର ୨ ଦିନିଆ ସଟ୍‌ଡାଉନ୍‌ର ଆଜି ଶେଷ ଦିନ ଥିଲା। ପହିଲି ରଜକୁ ଦୃଷ୍ଟିରେ ରଖି ରାଜଧାନୀ ସାରା ପୂରା ପୁଲିସ ଛାଉଣୀ ହୋଇ ରହିଥିଲେ। ଯେପରି କେହି ଘରୁ ନ ବାହାରିବେ, ସେଥିପ୍ରତି ସହରର ମୁଖ୍ୟ ଛକଗୁଡ଼ିକରେ ପୁଲିସ୍ ଜଗି ରହିଥିଲା। କିନ୍ତୁ କଡ଼ା ସୁରକ୍ଷା ସତ୍ତ୍ୱେ ଜଣେ ଦୁର୍ବୃତ୍ତ ଆଜି ସହରରେ ତୁମୁଳକାଣ୍ଡ ଘଟାଇଛି। କୋଭିଡ୍‌ […]

ଆସନ୍ତା ୨୪ ଘଣ୍ଟା ପାଇଁ ୯ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଭୁବନେଶ୍ୱର: ସାରା ରାଜ୍ୟକୁ ମୌସୁମୀ ସ୍ପର୍ଶ କଲା ପରେ ଶନିବାର ଠାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗିରହିଛି। ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବା ସହ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଅନ୍ୟପକ୍ଷରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଓ ତତ୍‌ସଂଲଗ୍ନ ଅଞ୍ଚଳ […]

ବାରିପଦା: ମୟୁରଭଞ୍ଜ ଜିଲ୍ଲାରେ ଅନ୍ଧବିଶ୍ୱାସରୁ ଘଟିଛି ଏକ ଅଭାବନୀୟ କାଣ୍ଡ। ଡାହାଣୀ ସନ୍ଦେହରେ ସଂପର୍କର ସରହଦ ଡେଇଁ ମାଇଁର ମୁଣ୍ଡ କାଟିଛି ଭଣଜା। ଏଭଳି ସମ୍ବେଦନଶୀଳ ତଥା ଲୋମହର୍ଷଣ ଘଟଣା ଘଟିଛି ଜିଲ୍ଳାର ଖୁଣ୍ଟା ଥାନା ଅଧୀନ କରକଚିଆ ଗ୍ରାମରେ। ସୂଚନା ମୁତାବକ କରକଚିଆ ଗ୍ରାମର କନ୍ଦା ସିଂଙ୍କ ପୁଅ ବୁଧରାମ ଓରଫ ଶୁକୁରା (୨୮)ର ୪ ବର୍ଷର ଝିଅ ଅସୁସ୍ଥତା କାରଣରୁ ଏକ ସପ୍ତାହ ପୂର୍ବେ ମୃତ୍ୟୁବରଣ କରିଥିଲା। […]

ଭୁବନେଶ୍ୱର : ଦୀର୍ଘ ଦିନ ପରେ ଆଜି ରାଜଧାନୀରେ ୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜଧାନୀରେ ‌ଗୋଟିଏ ଦିନରେ ଆକ୍ରାନ୍ତ ଚିହ୍ନଟ ହେବାରେ ଏହା ଦ୍ଵିତୀୟ ସର୍ବାଧିକ। ଏପରିକି ରାଜଧାନୀର ଚାରି ଦିଗରୁ ଆକ୍ରାନ୍ତ ଚିହ୍ନଟ ହୋଇଥିବାରୁ ପୂରା ରାଜଧାନୀରେ କରୋନା ଆକ୍ରାନ୍ତ ଛାଇ ଯାଇଛନ୍ତି। ଆଜି ପଟିଆ ଶ୍ରୀବିହାରରୁ ୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରେ ଜଣେ ୩୧ ବର୍ଷୀୟ, ୬୫ ବର୍ଷୀୟ […]

Social media & sharing icons powered by UltimatelySocial