ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୧୪୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୦୫୫କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୧୮ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୨୮ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୧୫ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଆଜି […]

ଗଞ୍ଜାମ: ଆଜିଠାରୁ ଜୁନ୍‌ ୩୦ ତାରିଖ ପର୍ଯ୍ୟନ୍ତ ଗଞ୍ଜାମ ଜିଲ୍ଲାକୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଓ ଏସ୍‌ପି ବ୍ରିଜେଶ କୁମାର ରାଏ ଏହି ସୂଚନା ଦେଇଛନ୍ତି। କରୋନା ସଂକ୍ରମଣ ମୁକାବିଲା ଲାଗି ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ଜୁନ୍‌ ୧୪ ତାରିଖରୁ ୩୦ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ୍ ଜାରି‌ ରହିବ। ଏହି ଲକ୍‌ଡାଉନ୍‌ […]

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରେ ପୁଣି ୧୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ବିଏମସି (ଭୁବନେଶ୍ୱର ମହାନଗର ନିଗମ) ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। ଏହାଫଳରେ ଭୁବନେଶ୍ୱରରେ ମୋଟ୍ ପଜିଟିଭ୍ ଚିହ୍ନଟଙ୍କ ସଂଖ୍ୟା ୧୨୨ରେ ପହଞ୍ଚିଛି। ଏମାନଙ୍କ ଭିତରୁ ୨ ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୪ଜଣ ଗୃହ ସଙ୍ଗରୋଧରେ ଥିବା ସୂଚନା ଦିଆଯାଇଛି। ଦୁଇ ସ୍ଥାନୀୟ ସଂକ୍ରମିତ କପିଳେଶ୍ବର ଅଞ୍ଚଳର ଭଦ୍ରକ […]

ଭୁବନେଶ୍ୱର: ରାଜ୍ୟରେ ଆଜି ୧୮୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯୦୯କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୧୫ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୭୧ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୨୦ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। କନ୍ଧମାଳ ଜିଲ୍ଲାରେ ସର୍ବାଧିକ […]

ମୁମ୍ବାଇ : ବଲିଉଡରୁ ଏକ ଦୁଃଖଦ ଖବର ଆସିଛି। ଜଣାଶୁଣା ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୁମ୍ବାଇସ୍ଥିତ ନିଜ ଘରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ତାଙ୍କର ଆତ୍ମହତ୍ୟା କରିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିବା ବେଳେ ଆତ୍ମହତ୍ୟା ପଛର କାରଣ ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଖବର ପାଇ ମୁମ୍ବାଇ ପୁଲିସ ତାଙ୍କ ଘରେ ତଦନ୍ତ ପାଇଁ ପହଁଚିଥିବା ଜଣା ପଡିଛି। ମୃତ୍ୟୁ ବେଳକୁ ତାଙ୍କୁ ୩୪ବର୍ଷ […]

ନାଗପୁର: ଗତ କିଛି ଦିନ ହେଲା ମହାରାଷ୍ଟ୍ରର ବୁଲଧାନା ଜିଲ୍ଲା ଅନ୍ତର୍ଗତ ଲୋନାର୍ କ୍ରାଟର ଅଭୟାରଣ୍ୟ ହ୍ରଦ ନିଜର ରଙ୍ଗ ବଦଳାଇ ଗୋଲାପି ରୂପ ନେବା ସମସ୍ତଙ୍କୁ ବିସ୍ମିତ କରିଛି। ଦୀର୍ଘ ୫୬ ହଜାର ବର୍ଷର ଏହି ପୁରୁଣା ହ୍ରଦ ଏପରି ହଠାତ୍ ରଙ୍ଗ ପରିବର୍ତ୍ତନ କରିବାର କାରଣ ସମ୍ପ୍ରତି ପରିବେଶବିତ୍, ପ୍ରକୃତିପ୍ରେମୀ, ସାମାଜିକ ଗଣମାଧ୍ୟମ ଓ ବନବିଭାଗ ପାଇଁ ପ୍ରମୁଖ ଆଲୋଚ୍ୟ ବିଷୟ ହୋଇଛି। ସୂଚନା ଥାଉ କି, […]

ବେଙ୍ଗାଲୁରୁ: ଭାରତ ଓ ଜାପାନ ଆରମ୍ଭ କରିବାକୁ ଯାଉଛନ୍ତି ମିଳିତ ଚନ୍ଦ୍ର ଅଭିଯାନ ‘ଲୁନାର୍ ପୋଲାର୍ ‌ଏକ୍ସପ୍ଲୋରେସନ୍’ (ଏଲ୍‌ପିଇ)। ପ୍ରଥମ ଥର ପାଇଁ ଏହି ଅଭିଯାନରେ ଚନ୍ଦ୍ର ପୃଷ୍ଠରେ ଉଭୟ ଦେଶ ଏକ ଲ୍ୟାଣ୍ଡର୍ ଅବତରଣ କରାଇବେ ବ‌ୋଲି ଆଶା କରୁଛନ୍ତି। ଏହି ଲ୍ୟାଣ୍ଡର୍‌ ନିର୍ମାଣରେ ନେତୃତ୍ୱ ଗ୍ରହଣ କରୁଛି ଭାରତର ‘ଇସ୍ରୋ’। ଜାପାନର ମହାକାଶ ଏଜେନ୍‌ସି ‘ଜାକ୍ସା’ ସେୟାର୍ କରିଥିବା ବିବରଣୀ ଅନୁସାରେ, ୨୦୨୩ ପରେ ଏହି ଅଭିଯାନ […]

ମୋଟ୍ କରୋନା ପଜିଟିଭ୍ ଚିହ୍ନଟଙ୍କ ସଂଖ୍ୟା ୧୦୬ ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରେ ପୁଣି ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ବିଏମସି(ଭୁବନେଶ୍ୱର ମହାନଗର ନିଗମ) ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ଜଣେ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ତାଙ୍କର ଘର ଡୁମଡୁମା ଅଞ୍ଚଳରେ ବୋଲି ଜଣାଯାଇଛି। ସେ ଜଣେ ୪୮ ବର୍ଷିୟ ପୁରୁଷ। ସେ ଗଞ୍ଜାମ ଜିଲ୍ଲା ଗସ୍ତ କରିଥିବାର ସୂଚନା ଦିଆଯାଇଛି। […]

ଭୁବନେଶ୍ୱର: ରାଜ୍ୟରେ ଆଜି ସର୍ବାଧିକ ୨୨୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୭୨୩କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୨୯ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୯୬ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୧୬ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଆଜି […]

ଜୟପୁର: ପୁଣି ଭାରରେ ବୁହା ହେଲେ ରୋଗୀ। ଗର୍ଭଯନ୍ତ୍ରଣାରେ ଛଟପଟ ହେଉଥିବା ଜଣେ ମହିଳାଙ୍କୁ ଭାରରେ ବୋହି ଡାକ୍ତରଖାନା ନେଲେ ପରିବାରବର୍ଗ। ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲ୍ଲା ଜୟପୁର ବ୍ଲକ ରଣ୍ଡାପାଲି ପଞ୍ଚାୟତ ଅନ୍ତର୍ଗତ ପାହାଡିଆ ଗାଁ ରାମଗଡ ଗାଁରେ। ଏହି ଗାଁର ଜଗବଂଧୁ ମୁଦିଲିଙ୍କ ପତ୍ନୀ କଳାବତୀ ମୁଦୁଲି ଗର୍ଭ ଯନ୍ତ୍ରଣାରେ ଛଟପଟ ହେଉଥିଲା ବେଳେ ଆଜି ପରିବାରବର୍ଗ ତାଙ୍କୁ ଭାରରେ ହସ୍‌ପିଟାଲକୁ ତଳକୁ ଆଣିଥିଲେ। ଗୋଟିଏ […]

Social media & sharing icons powered by UltimatelySocial