ଭୁବନେଶ୍ୱର : ମଙ୍ଗଳବାର ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ବିଜୁ ଜନତା ଦଳ (ବିଜେଡ଼ି)ର ସଭାପତି ନବୀନ ପଟ୍ଟନାୟକ ଉପସଭାପତି ପଦରୁ ହଟାଇବା ନେଇ ରାଜ‌ନୈତିକ ମହଲରେ ହଇଚଇ ସୃଷ୍ଟି ହୋଇଛି। ସୌମ୍ୟଙ୍କ ଉପରେ ବିଜେଡିର କାର୍ଯ୍ୟାନୁଷ୍ଠାନ ନେଇ ବିରୋଧୀ ଦଳର ନେତାମାନେ ଘେରିଛନ୍ତି। ଏନେଇ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ତାଙ୍କର ବୟାନ ଦେଇ କହିଛନ୍ତି, ‘‘ଓଡ଼ିଶାରେ ଗଣତନ୍ତ୍ର ନୁହେଁ, ଗୁମାସ୍ତା ଶାସନ ଚାଲିଛି। ଓଡ଼ିଶାରେ […]

ମନ୍ତ୍ରୀ ପ୍ରତାପ ଦେବ ନିଜକୁ ରାଜା, ଆମକୁ ପ୍ରଜା ଭାବନ୍ତୁ ନାହିଁ ଭୁବନେଶ୍ୱର: ଖଣ୍ଡପଡ଼ା ବିଧାୟକ ତଥା ‘ସମ୍ବାଦ’ର ସଂପାଦକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ସମ୍ପାଦକୀୟ ‘‘ଆତ୍ମବିଭୋର ପ୍ରଶାସକ ଓ ଅସହାୟ ରାଜନେତା’ କୁ ନେଇ ରାଜ୍ୟ ରାଜନୀତିରେ କମ୍ପନ ସୃଷ୍ଟି ହୋଇଛି। ଏହି ସଂପାଦକୀୟରେ ସୌମ୍ୟରଞ୍ଜନ ମୁଖ୍ୟମନ୍ତ୍ରୀଙ୍କ ପ୍ରତିନିଧି ଭାବେ ୫-ଟି ସଚିବଙ୍କ ଜିଲ୍ଲା ଗସ୍ତର ପ୍ରାସଙ୍ଗିକତାକୁ ନେଇ ପ୍ରଶ୍ନ ଉଠାଇଥିଲେ। ପ୍ରତି ଗସ୍ତ ଲାଗି ସରକାରୀ ଅର୍ଥରେ ହେଲିକପ୍ଟରର […]

ଭୁବନେଶ୍ୱର : ‘ସମ୍ବାଦ’ର ସଂପାଦକ ତଥା ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ଆମ ଘରର ହାଲଚାଲ ସମ୍ପାଦକୀୟକୁ ନେଇ ପୁଣି ରାଜନୈତିକ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଇଛି। ‘ଆତ୍ମବିଭୋର ପ୍ରଶାସକ ଓ ଅସହାୟ ରାଜନେତା’ ଶୀର୍ଷକ ଏକ ସମ୍ପାଦକୀୟ ଲେଖିଛନ୍ତି ସୌମ୍ୟରଞ୍ଜନ ପଟ୍ଟନାୟକ। ଏହି ଆଲେଖ୍ୟରେ ସେ ୫-ଟି ସଚିବଙ୍କ ଗସ୍ତକୁ ସମାଲୋଚନା କରିବା ସହ ଏନେଇ ବିଭିନ୍ନ ପ୍ରସଙ୍ଗର ଅବତାରଣା କରିଛନ୍ତି। ଏନେଇ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ […]

କଟକ: କଟକ ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କ ବିରୁଦ୍ଧରେ ଆଗତ ମାମଲାକୁ ଆଜି ହାଇକୋର୍ଟ ଖାରଜ କରିଦେଇଛନ୍ତି। ମୋକିମଙ୍କ ବିରୁଦ୍ଧରେ ଥିବା ପୂର୍ବ ଭିଜିଲାନ୍ସ ମାମଲାର ତ୍ୱରିତ ବିଚାର ପାଇଁ ଆବେଦନ ହୋଇଥିଲା। କଟକର ଜଣେ ବୁଦ୍ଧିଜୀବୀ ଡାକ୍ତର ରବିରଞ୍ଜନ ସାହୁ ଆବେଦନ କରିଥିଲେ। ତେବେ ମାମଲା ଖାରଜ କରି ହାଇକୋର୍ଟ କହିଛନ୍ତି ଜନସ୍ୱାର୍ଥ ମାମଲାକୁ ଏକ ଅସ୍ତ୍ର ଭାବେ ବ୍ୟବହାର କରିବା ଠିକ୍ ନୁହେଁ। ନିର୍ବାଚନ ସଂକ୍ରାନ୍ତୀୟ ମାମଲାର […]

ଭୁବନେଶ୍ୱର: କେନ୍ଦ୍ର ସ୍ଵରାଷ୍ଟ୍ର ଓ ସମବାୟ ମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟି (ବିଜେପି)ର ବରିଷ୍ଠ ନେତା ଅମିତ ଶାହ ଶନିବାର ଦଳୀୟ କର୍ମୀଙ୍କୁ ମନ୍ତ୍ର ଦେଇଛନ୍ତି। ଭୁବନେଶ୍ୱରସ୍ଥିତ ବିଜେପିର ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ଦଳୀୟ କାର୍ଯ୍ୟକ୍ରମରେ ସେ କର୍ମୀଙ୍କୁ କହିଛନ୍ତି, ମନରୁ ଦ୍ଵନ୍ଦ ଦୂର କରି ଲଢେଇ ପାଇଁ ପ୍ରସ୍ତୁତ ରୁହ। ଯାହାକୁ ଯେଉଁ ଦାୟିତ୍ୱ ଦିଆଯାଇଛି, ସେହି ଅନୁଯାୟୀ କାମ କର। କେନ୍ଦ୍ର ସରକାର ଆବଶ୍ୟକତା ଅନୁସାରେ […]

ନୂଆଦିଲ୍ଲୀ : ଅଗଷ୍ଟ ୧ ରେ ମହାରାଷ୍ଟ୍ରର ପୁଣେରେ ହେବାକୁ ଥିବା ‘ଲୋକମାନ୍ୟ ତିଲକ ଜାତୀୟ ପୁରସ୍କାର’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି)ର ପ୍ରତିଷ୍ଠାତା ଶରଦ ପାୱାରଙ୍କୁ ଗୋଟିଏ ମଞ୍ଚରେ ଦେଖିବାକୁ ମିଳିବ। ସେପଟେ ଶରଦ ପାଓ୍ଵାର ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ମଞ୍ଚ ସେୟାର କରିବା ଖବରକୁ ନେଇ ଅରବିନ୍ଦ କେଜ୍ରିୱାଲଙ୍କ ଆମ୍ ଆଦମୀ ପାର୍ଟି (ଆପ୍) ଅସନ୍ତୁଷ୍ଟ ଥିବା ଜଣାପଡ଼ିଛି। ଅଗଷ୍ଟ […]

ଭୁବନେଶ୍ୱର: କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ଓ ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳଙ୍କୁ ଦଳରୁ ନିଲମ୍ବନ ପରେ ଜୋର ଧରିଛି କଂଗ୍ରେସ ରାଜନୀତି। ଆଜି ସାମ୍ବାଦିକ ସମ୍ମିଳନୀ କରି ନିଲମ୍ବନ ଉଠାଇବାକୁ ଦାବି କରିଛନ୍ତି ମୋକିମ ଓ ଚିରଞ୍ଜୀବଙ୍କ ସମର୍ଥକ। କଂଗ୍ରେସର ପୂର୍ବତନ ମୁଖପାତ୍ର ଗୋବିନ୍ଦ ଭୂୟାଁ କହିଛନ୍ତି ଯେ ଅନ୍ୟ ରାଜ୍ୟରେ କଂଗ୍ରେସ ବଢୁଥିବା ବେଳେ ଓଡିଶାରେ କଂଗ୍ରେସ ଖସି ଖସି ଚାଲିଛି। ଓଡିଶାରେ କଂଗ୍ରେସକୁ ମଜଭୂତ କରିବାରେ […]

ନୂଆଦିଲ୍ଲୀ: ଆସନ୍ତା ବର୍ଷ ଅନୁଷ୍ଠିତ ହେବାକୁ ଥିବା ସାଧାରଣ ନିର୍ବାଚନ ପୂର୍ବରୁ ଶାସକ ଓ ବିରୋଧୀ ଦଳମାନେ ନିଜକୁ ଏକଜୁଟି କରିବା ସହ ଶକ୍ତିପ୍ରଦର୍ଶନ କରିବାରେ ଲାଗିଛନ୍ତି। ମଙ୍ଗଳବାରଦିନ ବେଙ୍ଗାଲୁରୁରେ ବିରୋଧୀ ଦଳମାନଙ୍କ ବୈଠକ ପରେ ସଂଧ୍ୟାରେ ଦିଲ୍ଲୀରେ ଏନଡିଏର ବୈଠକ ଜାରି ରହିଛି। ଏନଡିଏ ବୈଠକରେ ୩୮ଟି ଦଳ ଯୋଗ ଦେଉଛନ୍ତି। ଏହି ବୈଠକରେ ଯୋଗ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପହଞ୍ଚିଛନ୍ତି। ମୋଦୀ ପହଞ୍ଚିବା ପରେ ଏନଡିଏର […]

ଭୁବନେଶ୍ୱର: ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଦୟାନଦୀ ବନ୍ଧର ଗୋବର୍ଦ୍ଧନପୁର ମୌଜାରେ ଗଣେଶ ସିଡ଼ି ରାସ୍ତାର ଉନ୍ନତୀକରଣ ପାଇଁ ୩ କୋଟି ୯୭ ଲକ୍ଷ ଟଙ୍କା ମଞ୍ଜୁର ହୋଇଛି। ଏହି ରାସ୍ତାର ଉନ୍ନତୀକରଣ କରାଗଲେ ଇଟିପୁର ଓ ଟିକରପଡ଼ା ପଞ୍ଚାୟତର ଜନସାଧାରଣଙ୍କ ଯାତାୟତ ସମସ୍ୟା ଦୂର ହେବ। ଆଜି ଏହି ପ୍ରକଳ୍ପର ଶିଳାନ୍ୟାସ ହେବାକୁ ସ୍ଥିର ହୋଇଥିଲା। ତେବେ ଶେଷ ମୂହୁର୍ତ୍ତରେ ତାହାକୁ ବାତିଲ କରି ଦିଆଯାଇଛି। ବର୍ଷା ପାଇଁ […]

ଯିଏ ନିଜ ଛାଇକୁ ଦେଖି ଡରେ, ସେ ଏଭଳି ପଦକ୍ଷେପ ନେଇଛି ଭୁବନେଶ୍ୱର: ନିଲମ୍ବନ ଆଦେଶର ଦୁଇ ଦିନ ପରେ ଆଜି ସାମ୍ବାଦିକ ସମ୍ମିଳନୀ କରି ପ୍ରଦେଶ କଂଗ୍ରେସ କମିଟି ଉପରେ ଜୋରଦାର ବର୍ଷିଛନ୍ତି ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ। ଚିରଞ୍ଜୀବ କହିଛନ୍ତି ଯେ ମୁଁ କଂଗ୍ରେସ ପରିବାରରୁ ଆସିଛି। ମୋତେ ଦଳ ବିରୋଧୀ କାର୍ଯ୍ୟ ପାଇଁ ନିଲମ୍ବନ କରାଗଲା। ପିସିସି ସଭାପତିଙ୍କ ସୁପାରିଶ କ୍ରମେ ମୋତେ ନିଲମ୍ବନ କରାଯାଇଛି। […]

Social media & sharing icons powered by UltimatelySocial