ଭୁବନେଶ୍ୱର: ଓଡ଼ିଶା ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ବିରୋଧରେ ସ୍ୱର ଉଠିଛି। କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ ଓ ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳଙ୍କୁ ଶନିବାର ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି) ନିଲମ୍ବନ ପରେ ପିସିସି ବିରୋଧରେ ଦଳର ନେତା ମୁହଁ ଖୋଲିଛନ୍ତି। ଦଳର ସାଧାରଣ ସମ୍ପାଦକ ନାରାୟଣ ଜେନା ଓ ମୁଖପାତ୍ର ନରେଶ ଜେନା ପିସିସି ସଭାପତି ଶ୍ରୀ ପଟ୍ଟନାୟକଙ୍କ ବିରୋଧରେ ବିଷ ଓଗାଳିଛନ୍ତି। ନାରାୟଣ ଜେନାଙ୍କ […]

କଟକ: ଦଳ ବିରୋଧୀ କାର୍ଯ୍ୟ ଲାଗି କଂଗ୍ରେସରୁ ନିଲମ୍ବିତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି କଟକ-ବାରବାଟୀ ବିଧାୟକ ମହମମଦ ମୋକିମ୍। ସେ କହିଛନ୍ତି, ଏଆଇସିସି ଆମକୁ ଉତ୍ତର ମାଗିଥିଲା ଏବଂ ଉତ୍ତର ସନ୍ତୋଷଜନକ ନଥିଲା ବୋଲି ଆମେ ନିଲମ୍ବନ ହେଇଛୁ। କିନ୍ତୁ ଦଳ ବିରୋଧରେ ଆମେ କୌଣସି ଟିପ୍ପଣୀ ଦେଇନାହୁଁ କି ଦଳକୁ କ୍ଷତି କରିବା ଭଳି କାର୍ଯ୍ୟ କରିନାହୁଁ। ମୋର ବିଶ୍ୱାସ ଅଛି ଯିଏ ବି ଯାହା କରିଛି […]

ଜଟଣୀ: ବହୁ ପ୍ରତୀକ୍ଷିତ ଜଟଣୀ ଫ୍ଲାଏଓଭର ବ୍ରିଜ୍‌ର ପିଛା ଛାଡ଼ୁନାହିଁ ରାଜନୀତି। ଆରମ୍ଭରୁ ଯେମିତି ହେଉଥିଲା, ଏବେ ଅନ୍ତିମ ପର୍ଯ୍ୟାୟରେ ବି ସେମିତି ଚାଲିଛି। ତେବେ ନିର୍ମାଣ କାମ ତା’ ବାଟରେ ଚାଲିଥିବା ବେଳେ ଏବେ ଶ୍ରେୟ ପାଇଁ ଚାଲିଛି କସରତ। ବ୍ରିଜ୍‌ ନିର୍ମାଣ କାମ ଆସନ୍ତା ୧୫ ତାରିଖ ସୁଦ୍ଧା ସମ୍ପୂର୍ଣ୍ଣ ହେବ ବୋଲି ପୂର୍ତ୍ତ ବିଭାଗ ଫଳକ ଲଗାଇବା ପରେ ଆରମ୍ଭ ହୋଇଯାଇଛି ଜୋର୍‌ଦାର ଶ୍ରେୟ ରାଜନୀତି। […]

କୃଷିମନ୍ତ୍ରୀଙ୍କ ବାସଭବନ ସାମ୍ନାରେ ପରିବା ପଲିଥିନ ଟାଙ୍ଗିଲା ଛାତ୍ର କଂଗ୍ରେସ ଭୁବନେଶ୍ୱର: ପରିବା ଦର ବର୍ତ୍ତମାନ ଆକାଶଛୁଆଁ ହୋଇଛି। ଅଧିକାଂଶ ପରିବାର ମୂଲ୍ୟ ୧୦୦ ଟଙ୍କା ଉପରେ ରହିଛି। ତେବେ ଛାତ୍ର କଂଗ୍ରେସ ଆଜି ଏହାର ପ୍ରତିବାଦ କରିଛି। ଆଜି ଛାତ୍ର କଂଗ୍ରେସ ପକ୍ଷରୁ ଶସ୍ତାରେ ପରିବା ବିକ୍ରି କରାଯାଇଛି। କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଘର ଗେଟ୍ ଆଗରେ ପରିବା ବିକ୍ରି କରିଛି ଛାତ୍ର କଂଗ୍ରେସ। ଟମାଟୋ […]

ଭୁବନେଶ୍ୱର: ଆଜି ୬ଟି ଜିଲ୍ଲା ପାଇଁ ବିଜେଡିର ନୂତନ ସଭାପତିଙ୍କ ନାମ ବିଜେଡି ସୁପ୍ରିମୋ ନିଯୁକ୍ତ କରିଛନ୍ତି। ଢେ଼ଙ୍କାନାଳ ଜିଲ୍ଲା ପାଇଁ ସଭାପତି ଭାବେ ଡ଼.ନୃସିଂହ ଚରଣ ସାହୁ, ବାଲେଶ୍ୱର ପାଇଁ ଅଶ୍ୱିନୀ କୁମାର ପାତ୍ର, କୋରାପୁଟ ପାଇଁ ଝିନ ହିକକା, ବରଗଡ଼ ପାଇଁ ପ୍ରଭାସ କୁମାର ସିଂହ, ରାଉରକେଲା ପାଇଁ ହାଲୁ ମୁଣ୍ଡାରୀ, ଝାରସୁଗୁଡା ଜିଲ୍ଲା ବିଜେଡିର ନୂତନ ସଭାପତି ଭାବେ ରବି ସିଂହଙ୍କୁ ନିଯୁକ୍ତ କରାଯାଇଛି। ସେହିପରି […]

ମୁମ୍ବାଇ: ଏନସିପି ସୁପ୍ରିମୋ ଶରଦ ପାୱାରଙ୍କୁ ଝଟକା ଦେଇ ଆଜି ସିନ୍ଦେ ସରକାରରେ ସାମିଲ ହୋଇଛନ୍ତି ଅଜିତ ପାୱାର। ମହାରାଷ୍ଟ୍ର ବିଧାନସଭାର ବିରୋଧୀ ଦଳ ନେତା ଘଣ୍ଟାକ ଭିତରେ ଆଜି ଏକନାଥ ସିନ୍ଦେଙ୍କ ସରକାରରେ ସାମିଲ ହୋଇ ଉପମୁଖ୍ୟମନ୍ତ୍ରୀ ହୋଇଛନ୍ତି। ତେବେ ଅଜିତ ପାୱାର ଏକନାଥଙ୍କ ସରକାରରେ ଯୋଗଦେବା ପରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ କହିଛନ୍ତି, ବର୍ତ୍ତମାନ ପର୍ଯ୍ୟନ୍ତ ମହାରାଷ୍ଟ୍ରରେ ଡବଲ ଇଞ୍ଜିନ ସରକାର ଚାଲୁଥିଲା, କିନ୍ତୁ ବର୍ତ୍ତମାନ […]

ପାଟନା: ୨୦୨୪ ଲୋକସଭା ନିର୍ବାଚନକୁ ଦୃଷ୍ଟିରେ ରଖି ବିଜେପି ବିରୋଧରେ ଲଢେଇ ପାଇଁ ଆଜି ବିହାରର ପାଟନାରେ କଂଗ୍ରେସ ସମେତ ଅନ୍ୟ ବିରୋଧୀ ଦଳମାନଙ୍କର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଜିକାର ବୈଠକରେ ୩୦ରୁ ଅଧିକ ବିରୋଧୀଦଳ ସାମିଲ ହୋଇଥିଲେ। ଏହି ବୈଠକରେ ଆଗାମୀ ଲୋକସଭା ନିର୍ବାଚନ -୨୦୨୪ରେ ବିଜେପି ବିରୋଧରେ ଏକଜୁଟ ହେବା ପାଇଁ ରଣନୀତି ଉପରେ ଆଲୋଚନା କରାଯାଇଥିଲା। ବିରୋଧୀ ଦଳର ଏହି ବୈଠକ ପ୍ରାୟ ୪ […]

ଭୁବନେଶ୍ୱର: ରାଜ୍ୟରେ ବିଦ୍ୟୁତ୍ କାଟ ବିରୋଧରେ ଶକ୍ତିମନ୍ତ୍ରୀଙ୍କ ଘର ଆଗରେ ଛାତ୍ର କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଅଘୋଷିତ ବିଦ୍ୟୁତ କାଟକୁ ବିରୋଧ କରି ହାତରେ ବିଞ୍ଚଣା ଓ ଲଣ୍ଠନ ଧରି ବିକ୍ଷୋଭ କରୁଛି ଛାତ୍ର କଂଗ୍ରେସ। ଅସହ୍ୟ ଗରମରେ ସାରା ରାଜ୍ୟ ଆଉଟୁପାଉଟୁ ହେଉଥିବା ବେଳେ ଅଘୋଷିତ ବିଜୁଳି କାଟ ଲୋକଙ୍କ କଷ୍ଟ ବଢ଼ାଉଛି। ମନ ଇଛା ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ୍ କାଟ କରୁଛନ୍ତି ବିତରଣ […]

ବିଶୃଙ୍ଖଳା କଲେ ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ-ପିସିସି ସଭାପତି ଭୁବନେଶ୍ୱର: ଏଆଇସିସି ପକ୍ଷରୁ ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଏବଂ କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି ହୋଇଛି। ‘ଜାନକୀ-ବସନ୍ତଙ୍କ ଯୋଡି: କଂଗ୍ରେସର ସୁବର୍ଣ୍ଣ ଯୁଗ’ ଶୀର୍ଷକରେ ଆୟୋଜିତ କାର୍ଯ୍ୟକ୍ରମରେ ଏହି ଦୁଇ ନେତାଙ୍କ ବୟାନକୁ ନେଇ ବିବାଦ ହୋଇଥିଲା। ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ଟାର୍ଗେଟ କରି ଚିରଞ୍ଜୀବ ବିଶ୍ୱାଳ କହିଥିଲେ, ଯିଏ ପିସିସି […]

ବେଙ୍ଗାଲୁରୁ: କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ସିଦ୍ଧରମେୟାଙ୍କ ନେତୃତ୍ୱରେ କଂଗ୍ରେସ ସରକାର ପୁଣିଥରେ ଇନ୍ଦିରା କ୍ୟାଣ୍ଟିନ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ନିର୍ବାଚନରେ ​​ଜିତିବା ପରେ ମୁଖ୍ୟମନ୍ତ୍ରୀ ସିଦ୍ଧରମେୟା ପ୍ରଥମ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ ସେ ବନ୍ଦ ହୋଇପଡିଥିବା ଇନ୍ଦିରା କ୍ୟାଣ୍ଟିନକୁ ପୁଣି ଆରମ୍ଭ କରାଯିବ। ରାଜ୍ୟରେ ପୂର୍ବ କଂଗ୍ରେସ ସରକାର ସମୟରେ ଏହି କ୍ୟାଣ୍ଟିନ ଆରମ୍ଭ ହୋଇଥିଲା, କିନ୍ତୁ ବିଜେପି ପୁନର୍ବାର କ୍ଷମତାକୁ ଆସିବା ପରେ କ୍ୟାଣ୍ଟିନ ବନ୍ଦ ହୋଇଯାଇଥିଲା।କର୍ଣ୍ଣାଟକରେ […]

Social media & sharing icons powered by UltimatelySocial