ଅଲିମ୍ପିକ୍ସ ମୂଲ୍ୟବୋଧ ଭିତ୍ତିକ ଶିକ୍ଷା ପାଇଁ ପ୍ରସ୍ତୁତ ହେଉଛନ୍ତି ରାଜ୍ୟ ସରକାର

ଭୁବନେଶ୍ବର: ବିଦ୍ୟାଳୟ ସ୍ତରରୁ ଅଲିମ୍ପିକ୍ସ ପାଇଁ ପ୍ରସ୍ତୁତ ହେବେ ଛାତ୍ରଛାତ୍ରୀ। ଅଲମ୍ପିକ ସମ୍ପର୍କିତ ଶିକ୍ଷା ଦେବାକୁ ଯୋଜନା କରିଛନ୍ତି ରାଜ୍ୟ ସରକାର। ଏଣୁ ଅଲିମ୍ପିକ୍ସ ମୂଲ୍ୟବୋଧ ଶିକ୍ଷା ପ୍ରଚଳନ କରାଯିବ। ଏହି ଯୋଜନାକୁ ଆଜି ମୁଖ୍ୟମନ୍ତ୍ରୀ ଶୁଭାରମ୍ଭ କରିଛନ୍ତି। ପ୍ରାଥମିକ ଭାବେ ରାଜ୍ୟର ଦୁଇ ସ୍ମାର୍ଟ ସିଟିର ୯୦ଟି ସ୍କୁଲରେ ଆରମ୍ଭ ହେବ ଏହି ଅଲିମ୍ପିକ ଶିକ୍ଷାଦାନ। ଚୀନ ଓ ଜାପାନର ଖେଳାଳିଙ୍କ ଭଳି ଖେଳାଳି ସୃଷ୍ଟି ଉଦ୍ଦେଶ୍ୟରେ କସରତ … Continue reading ଅଲିମ୍ପିକ୍ସ ମୂଲ୍ୟବୋଧ ଭିତ୍ତିକ ଶିକ୍ଷା ପାଇଁ ପ୍ରସ୍ତୁତ ହେଉଛନ୍ତି ରାଜ୍ୟ ସରକାର