ଲୋକାର୍ପିତ ହେଲା ‘ଶଙ୍ଖ ଭବନ’: ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ବିଜେଡିର ରାଜ୍ୟ କାର୍ଯ୍ୟାଳୟ ‘ଶଙ୍ଖ ଭବନ’ର ଉଦଘାଟନ କରିଛନ୍ତି ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପବିତ୍ର ଅକ୍ଷୟ ତୃତୀୟ ଅବସରରେ ବିଜେଡିର ରାଜ୍ୟ କାର୍ଯ୍ୟାଳୟ ‘ଶଙ୍ଖ ଭବନ’ର ଉଦଘାଟିତ ହୋଇଛି। ୟୁନିଟ ୬ସ୍ଥିତ ସେହି ପୁରୁଣା ଜାଗାରେ ହିଁ ନିର୍ମାଣ ହୋଇଛି ବିଜେଡିର ନୂତନ କାର୍ଯ୍ୟାଳୟ ଶଙ୍ଖ ଭବନ। ଆଜି ଉଦଘାଟନୀ କାର୍ଯ୍ୟକ୍ରମରେ ମନ୍ତ୍ରୀ, ସାଂସଦ, ବିଧାୟକ ଓ ଦଳର ବରିଷ୍ଠ କର୍ମକର୍ତ୍ତା, ଛାମୁଆ ସଂଗଠନର … Continue reading ଲୋକାର୍ପିତ ହେଲା ‘ଶଙ୍ଖ ଭବନ’: ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ