ମହିମା ପୀଠର ହେବ ରୂପାନ୍ତର : ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପାଇଁ ପ୍ରସ୍ତାବ ଦେଲେ ଜିଲ୍ଲାପାଳ

ମଇ ୨୯ରେ ୫-ଟି ସଚିବ ଗସ୍ତ କରି ଦେଇଥିଲେ ନିର୍ଦ୍ଦେଶ ଭୁବନେଶ୍ୱର: ଢେଙ୍କାନାଳ ଜିଲ୍ଲାର ପ୍ରସିଦ୍ଧ ଯୋରନ୍ଦା ମହିମା ଗାଦି ପୀଠର ହେବ ସମ୍ପୂର୍ଣ୍ଣ ରୂପାନ୍ତର। କାୟାକଳ୍ପରେ ଆସିବ ପୁରା ପରିବର୍ତ୍ତନ। ଗତ ମେ ୨୯ ତାରିଖ ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ୍ ମହିମା ପୀଠ ପରିଦର୍ଶନ କରି ସାଧୁ ସନ୍ଥ ଓ ଭକ୍ତମାନଙ୍କ ସହିତ ପୀଠର ସମ୍ପୂର୍ଣ୍ଣ ରୂପାନ୍ତର ବିଷୟରେ … Continue reading ମହିମା ପୀଠର ହେବ ରୂପାନ୍ତର : ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପାଇଁ ପ୍ରସ୍ତାବ ଦେଲେ ଜିଲ୍ଲାପାଳ